ପଟିଆରେ ଭିଏଲ୍‌ସିସିର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୫।୧୨: ଦେଶର ଅଗ୍ରଣୀ ହେଲ୍‌ଥ କେୟାର ପ୍ଲାଟ୍‌ଫର୍ମ ଭିଏଲ୍‌ସିସିର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶନିବାର ଭୁବନେଶ୍ୱରର ପଟିଆଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଭିଏଲ୍‌ସିସିର ପୂର୍ବ ଏବଂ ବାଂଲାଦେଶର ଭିପି ଡା.ଶ୍ରୀକାନ୍ତ ଦାସ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ୟୁନିସେଫ୍‌ ଓଡ଼ିଶା ରାଜ୍ୟର ଉପଦେଷ୍ଟା ମଧୁମିତା ଦାସ, ଫିଜିସିଆନ ଡା. ସିଦ୍ଧାର୍ଥ ମହାନ୍ତି ଓ ଅନ୍ୟମାନେ ଉପସ୍ଥିତ ଥିଲେ। ବିଶେଷକରି ସୁସ୍ଥତା ଏବଂ ସୌନ୍ଦର୍ଯ୍ୟ ଶିଳ୍ପରେ ଅଗ୍ରଣୀ ଭିଏଲ୍‌ସିସି ଭୁବନେଶ୍ୱରର ପଟିଆଠାରେ ତା’ର ନୂତନ କେନ୍ଦ୍ର ଆରମ୍ଭ କରିଛି। ଉକ୍ତ କେନ୍ଦ୍ରରେ ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟାର ପ୍ରବର୍ତ୍ତନ କରାଯାଇଛି। ଏହା ଚର୍ମ ବିଜ୍ଞାନ, ସ୍ଲିମିଂ ଏବଂ ସୌନ୍ଦର୍ଯ୍ୟ ସମେତ ଅନେକ ପ୍ରକାର ସେବା ପ୍ରଦାନ କରୁଛି। ଗ୍ରାହକମାନେ କୁଶଳୀ ପରାମର୍ଶଦାତା, ଚିକିତ୍ସକ, ଫିଜିଓଥେରାପିଷ୍ଟ ଏବଂ ଥେରାପିଷ୍ଟଙ୍କ ଦକ୍ଷତା ଆଶା କରିପାରିବେ। ଅପରପକ୍ଷରେ ଭିଏଲ୍‌ସିସି ଡିସେମ୍ବର ୨୬ ପର୍ଯ୍ୟନ୍ତ ଏକ ସ୍ବତନ୍ତ୍ର ଉଦ୍‌ଘାଟନୀ ଅଫର ବୃଦ୍ଧି କରିଛି। ଗ୍ରାହକମାନେ ସମସ୍ତ ସୌନ୍ଦର୍ଯ୍ୟ ଏବଂ ସ୍ଳିମିଂ ପ୍ୟାକେଜ୍‌ ଉପରେ ୫୦% ରିହାତି ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri