ଗାଁ ମୁଣ୍ଡରୁ ମିଳିଲା ଭିଏଲ୍‌ଡବ୍ଲ୍ୟୁଙ୍କ ମୃତଦେହ

ଚୌଦ୍ୱାର,୪ା୭: କଟଜ ଜିଲା ଚୌଦ୍ବାର ଥାନା ଆଗ୍ରାହାଟ ପଞ୍ଚାୟତର ଏକ ଗାଁ ମୁଣ୍ଡରୁ ଜଣେ ଭିଏଲ୍‌ଡବ୍ଲ୍ୟୁଙ୍କ ମୃତଦେହ ଜବତ ହୋଇଛି। ମୃତକ ଜଣକ ଗଦାଧର ଗୁରୁ ବୋଲି ଜଣାପଡ଼ିଛି। ସେ ବିଷ ପିଇ ଆତ୍ମହତ୍ୟା କରିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ତେବେ ଗଦାଧର ବୁଧବାରଠାରୁ ନିଖୋଜ ଥିବା ବେଳେ ଆଜି ତାଙ୍କ ମୃତଦେହ ଗାଁ ମୁଣ୍ଡରୁ ମିଳିଛି। ସେ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କରିଥିବା ତାଙ୍କ ପୁଅ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରତ୍ନଭଣ୍ଡାର ଖୋଲିବା ନେଇ ନିର୍ଘଣ୍ଟ ହେଲା ସମୟ, ଶୁଭ ମୁହୂର୍ତ୍ତ ୧ଟା ୨୮

ପୁରୀ,୧୪।୭: ବହୁ ଅପେକ୍ଷାର ଅନ୍ତ ଘଟାଇ ୪୬ବର୍ଷ ପରେ ଆଜି ରତ୍ନଭଣ୍ଡାର ଖୋଲିବାକୁ ଯାଉଛି। ଏନେଇ ଶୁଭ ମୂହୁର୍ତ୍ତ ନିର୍ଘଣ୍ଟ ହୋଇଛି। ଏନେଇ ତଦାରଖ କମିଟି...

ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କଲେ ଜଷ୍ଟିସ୍‌ ବିଶ୍ୱନାଥ, କହିଲେ-ମା’ ସାଆନ୍ତାଣୀଙ୍କ ଅନୁମତି ନେଇ…

ପୁରୀ,୧୪।୭: ମହାପ୍ରଭୁ ଜଗନ୍ନାଥଙ୍କ ରତ୍ନଭଣ୍ଡାର ଖୋଲିବାକୁ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ରବିବାର ଶୁଭ ମୂହୁର୍ତ୍ତରେ ଏହା ଖୋଲାଯିବାକୁ ଥିବା ବେଳେ ତା ପୂର୍ବରୁ...

ଖୋଲିବ ରତ୍ନଭଣ୍ଡାର: ଜିଲାପାଳ କହିଲେ-”ମୋ ପାଖରେ ଚାବି ନାହିଁ”

ପୁରୀ,୧୪।୭: ସରକାରଙ୍କ ନିଷ୍ପତ୍ତି କ୍ରମେ ଖୋଲିବାକୁ ଯାଉଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏନେଇ ରତ୍ନଭଣ୍ଡାର ରକ୍ଷକ ପ୍ରଭୁ ଶ୍ରୀ ଲୋକନାଥଙ୍କ ନିକଟରୁ ଆଜ୍ଞାମାଳ ଆସି ସାରିଛି। ଆଉ...

ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ, ଦେଲେ ବଡ଼ ବୟାନ…

ପୁରୀ,୧୪।୭: ବହୁ ବର୍ଷ ଅପେକ୍ଷାର ହେବ ଅନ୍ତ। ରବିବାର ଖୋଲାଯିବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର। ଏହାପୂର୍ବରୁ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ...

ରତ୍ନଭଣ୍ଡାର ଖୋଲିବା ବେଳେ ଲାଗୁ ହେବ ସାମୟିକ କଟକଣା; ସିଂହଦ୍ୱାରକୁ ଛାଡ଼ି ବାକି ଦ୍ୱାର ବନ୍ଦ

ପୁରୀ,୧୪।୭: ଅନେକ ଚର୍ଚ୍ଚା ଆଲୋଚନା ପରେ ଖୋଲିବାକୁ ଯାଉଛି ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏନେଇ ସବୁ ପ୍ରସ୍ତୁତି ସାରିଥିବା ବେଳେ ରତ୍ନଭଣ୍ଡାର ରକ୍ଷକ ପ୍ରଭୁ ଲୋକନାଥଙ୍କ...

ଆଜି ଖୋଲିବ ରତ୍ନଭଣ୍ଡାର, ଭଣ୍ଡାରରେ ରହିଛି ଏତେ ସୁନାରୁପା ଅଳଙ୍କାର!

ଭୁବନେଶ୍ୱର,୧୪।୭: ଖୋଲିବ କାଳିଆର ରତ୍ନ ଭଣ୍ଡାର। ୪୬ବର୍ଷ ପ୍ରତୀକ୍ଷାର ଅନ୍ତ। ଆଜି ସବୁ ଜଗନ୍ନାଥ ପ୍ରେମୀଙ୍କ ପାଇଁ ଖୁସିର ଦିନ। ରବିବାର ଦିନ ୧ଟାରୁ ୧ଟା...

ଘରେ ମଧ୍ୟାହ୍ନଭୋଜନ ରାନ୍ଧି ସ୍କୁଲକୁ ଆଣୁଛନ୍ତି ଏସ୍‌ଏଚ୍‌ଜି ମହିଳା

କୋଷାଗୁମୁଡ଼ା, ୧୪।୭(ପ୍ରସାଦ ବିଷୋୟୀ)ପିଲାମାନଙ୍କୁ ଶିକ୍ଷା ଦେବା ପାଇଁ ସ୍କୁଲ ଖୋଲାଯାଇଛି। କିନ୍ତୁ ସେଠାରେ ଭିତ୍ତିଭୂମିର ଅଭାବ ରହିଛି। ଏପରି ଏକ ସ୍କୁଲ ହେଉଛି ନବରଙ୍ଗପୁର ଜିଲା...

୪୬ ବର୍ଷ ଅପେକ୍ଷାର ଅନ୍ତ ଆଜି

ପୁରୀ,୧୪ା୭(ଅଜିତ୍‌ କୁମାର ମହାନ୍ତି)ଦୀର୍ଘ ୪୬ବର୍ଷ ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ରବିବାର ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲିବ। ଶନିବାର ରାଜ୍ୟ ସରକାରଙ୍କ ପକ୍ଷରୁ ମଞ୍ଜୁରୀ ପ୍ରଦାନ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri