ଭୋ ଭାନ୍‌ ଥୋଙ୍ଗ ଭିଏଟ୍‌ନାମ ରାଷ୍ଟ୍ରପତି

ହାନୋଇ, ୩।୩:ଭୋ ଭାନ୍‌ ଥୋଙ୍ଗ୍‌ ଗୁରୁବାର ଭିଏଟ୍‌ନାମର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। କମ୍ୟୁନିଷ୍ଟ ପାର୍ଟି ଅଫ୍‌ ଭିଏଟନାମ (ସିପିଭି)ର ପୋଲିଟବ୍ୟୁରୋ ସଦସ୍ୟ ଥୋଙ୍ଗ୍‌ଙ୍କୁ ରାଷ୍ଟ୍ରପତି ପଦ ପାଇଁ ୯୮.୩୮% ଭୋଟ ମିଳିଥିଲା। ରାଷ୍ଟ୍ରପତି ଏବଂ ସୋସିଆଲିଷ୍ଟ ରିପବ୍ଲିକ୍‌ ଅଫ୍‌ ଭିଏତନାମର ଲୋକମାନଙ୍କ ପାଇଁ କର୍ତ୍ତବ୍ୟନିଷ୍ଠ ହୋଇ କାର୍ଯ୍ୟ କରିବେ ବୋଲି ଥୋଙ୍ଗ ଶପଥ ଗ୍ରହଣ ବେଳେ କହିଛନ୍ତି। ୨୦୨୬ ପର୍ଯ୍ୟନ୍ତ ଥୋଙ୍ଗ ରାଷ୍ଟ୍ରପତି ଦାୟିତ୍ୱରେ ରହିବେ। ୧୯୭୦ ଡିସେମ୍ବରରେ ଜନ୍ମଗ୍ରହଣ କରିଥିବା ଥୋଙ୍ଗ ସିପିଭିରେ ସବୁଠାରୁ କମ୍‌ ବୟସର ପଲିଟିବ୍ୟୁରୋ।


Enter your email to get our daily news in your inbox.

All Right Reserved By Dharitri.Com

କରୋନାରୁ ଆରୋଗ୍ୟ ଲାଭ କରି କାର୍ଯ୍ୟରେ ଯୋଗଦେଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୭।୪: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ କରୋନାରୁ ସମ୍ପୂର୍ଣ୍ଣ ଆରୋଗ୍ୟ ଲାଭ କରିବା ପରେ ପୁଣିଥରେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଆରୋଗ୍ୟ ହୋଇ ଫେରିବା ପରେ...

ଫେସ୍‌ବୁକ୍‌ ନାଁ ହେଲା ମେଟା

ନ୍ୟୁୟର୍କ, ୨୯ା୧୦: ସୋସିଆଲ ମିଡିଆ ଜିଆଣ୍ଟ ଫେସ୍‌ବୁକ୍‌ର ନାଁ ପରିବର୍ତ୍ତନ କରାଯାଇ ‘ମେଟା’ ରଖାଯିବ ବୋଲି କମ୍ପାନୀ ସିଇଓ ମାର୍କ ଜୁକରବର୍ଗ ଗୁରୁବାର ବାର୍ଷିକ କନେକ୍ଟ-୨୦୨୧...

ସାଧାରଣ ନାଗରିକଙ୍କୁ ଦେବାକୁ ପଡୁଛି ଯୁଦ୍ଧର ମୂଲ୍ୟ

କ୍ୱିଭ,୩୦ ।୪: ରୁଷିଆ ୟୁକ୍ରେନ୍ ଯୁଦ୍ଧକୁ ୬୫ ଦିନ ପୂରଣ ହେଲାଣି । ହେଲେ ଏବେବି ରୁଷିଆ ସେନାଙ୍କ ଆକ୍ରମଣ କମ ହୋଇନାହିଁ । ଯୁଦ୍ଧର...

ଜେଲେନସ୍କିଙ୍କୁ ବାଇଡେନ୍‌ଙ୍କ ପ୍ରତିଶ୍ରୁତି ପୁଟିନ୍‌ଙ୍କୁ ଦିଆଯିବ କଡ଼ା ଜବାବ…

ଓ୍ବାଶିଂଟନ୍‌/କାଇଭ୍‌,୧୪ା୨: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ୟୁକ୍ରେନ ପ୍ରତିପକ୍ଷ ଭୋଲୋଡିମିର ଜେଲେନସ୍କିଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣ କଲେ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ଙ୍କୁ...

ଆମେରିକା ଏୟାର ଶୋ’ରେ ହୋଇଥିବା ବିମାନ ଦୁର୍ଘଟଣାର ଭିଡିଓ ଆସିଲା ସାମ୍ନାକୁ, ପ୍ରାୟ ୬ ଜଣଙ୍କର ହୋଇଛି ମୃତ୍ୟୁ

ୱାଶିଂଟନ,୧୩ ।୧୧: ଆମେରିକାର ଟେକ୍ସାସ ଆକାଶରେ ଦୁଇଟି ଯୁଦ୍ଧ ବିମାନ ପରସ୍ପର ସହ ପିଟି ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଛନ୍ତି । ଏହାର ଏକ ଲୋମ...

ଆଉ ଜଣେ ପାକ୍‌ ଚରମପନ୍ଥୀଙ୍କୁ ଗ୍ଲୋବାଲ୍‌ ଟେରରିଷ୍ଟ ଘୋଷଣା କଲା ଆମେରିକା

ଓ୍ବାଶିଂଟନ,୧୪।୯: ପାକିସ୍ତାନର ଆଉ ଜଣେ  ଚରମପନ୍ଥୀଙ୍କୁ ଆମେରିକା ୨ ଦିନ ତଳେ ଗ୍ଲୋବାଲ୍‌ ଟେରରିଷ୍ଟ ଘୋଷଣା କରିଛି। ଏହାସହ ଆମେରିକା ଉକ୍ତ ଆତଙ୍କବାଦୀଙ୍କ ଉପରେ ୫୦...

ରୁଷିଆ ଆକ୍ରମଣକୁ ନେଇ ଭାରତର ଆଭିମୁଖ୍ୟ ‘ନରମ’: ବାଇଡେନ୍‌

ନ୍ୟୁୟର୍କ,୨୨।୩: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ରୁଷିଆ-ୟୁକ୍ରେନ ଯୁଦ୍ଧକୁ ନେଇ ଭାରତର ଆଭିମୁଖ୍ୟକୁ ଦୁର୍ବଳ ବୋଲି କହିଛନ୍ତି। ଆମେରିକାର ଅନ୍ୟ ସହଯୋଗୀ ଦେଶ ତୁଳନାରେ ଭାରତର...

ଶହେ ବର୍ଷର ବୃଦ୍ଧା ପାଳିଲେ ୨୫ତମ ଜନ୍ମଦିନ

ଓ୍ବାଶିଂଟନ,୧।୩: ଆମେରିକାର ଜଣେ ବୃଦ୍ଧା ଡୋରିସ୍‌ କ୍ଲିଫ୍‌ ଶହେ ବର୍ଷ ବୟସରେ ୨୫ ତମ ଜନ୍ମଦିନ ପାଳନ କରିଛନ୍ତି। କଥାଟା ଅଡୁଆ ଲାଗୁଥିଲେ ବି ସତ।...

Advertisement
Archives

Model This Week