ଏହି ପ୍ଲାନରେ ୫୦ ଜିବି ବୋନସ୍‌ ଡାଟା ଦେଉଛି ଭୋଡାଫୋନ୍‌-ଆଇଡିଆ, ତା’ ସହ ରହିଛି…

ନୂଆଦିଲ୍ଲୀ,୨୯।୧: ଟେଲିକମ୍‌ କମ୍ପାନୀ ଭୋଡାଫୋନ୍‌ ଆଇଡିଆ(ଭିଆଇ) ଏହାର ୨୫୯୫ ଟଙ୍କା ପ୍ରିପେଡ ପ୍ଲାନରେ ଉପଭୋକ୍ତମାନଙ୍କୁ ବୋନସ୍‌ ଡାଟା ଦେଉଛି। କିନ୍ତୁ ଏହା କେବଳ କମ୍ପାନୀର ମୋବାଇଲ୍‌ ଆପ୍‌ ମାଧ୍ୟମରେ ରିଚାର୍ଜ କରୁଥିବା ଗ୍ରାହକଙ୍କ ପାଇଁ ଏହି ଅଫର ଉପଲବ୍ଧ। ଏହି ପ୍ଲାନର ବୈଧତା ୧ ବର୍ଷ ଥିବା ବେଳେ ଏହା ଭିଆଇର ମହଙ୍ଗା ପ୍ରିପେଡ଼ ପ୍ଲାନ ଅଟେ।

୨୫୯୫ ଯୋଜନାରେ ଉପଭୋକ୍ତାଙ୍କୁ ଅତିରିକ୍ତ ୫୦ ଜିବି ଡାଟା ଦିଆଯାଉଛି। ଏହା ପ୍ଲାନର ଶେଷ ପର୍ଯ୍ୟନ୍ତ ଅର୍ଥାତ ୩୬୫ ଦିନ ଯାଏ ବ୍ୟବହାର କରିହେବ। ଏହା ଏକ ସୀମିତ ଅଫର ବୋଲି ଆଶା କରାଯାଉଛି।

ଉପଭୋକ୍ତାମାନେ ଏହି ପ୍ଲାନ ସହ ମୋଟ ୭୩୦ଜିବି ଡାଟା ପାଇଥାନ୍ତି। କିନ୍ତୁ ବୋନସ୍‌ ଡାଟା ମିଶାଇ ଏବେ ଉପଭୋକ୍ତାଙ୍କୁ ୭୮୦ ଜିବି ଡାଟା ମିଳିବ। ଏହାଛଡ଼ା ବ୍ୟବହାରକାରୀଙ୍କୁ ଦୈନିକ ୧୦୦ ଏସ୍‌ଏମ୍‌ଏସ୍‌, ୨ ଜିବି ଦୈନିକ ଡାଟା, ଅସୀମିତ ଭଏସ୍‌ କଲିଂ ସୁବିଧା ଦିଆଯିବ। ଏକ ବର୍ଷ ପାଇଁ ଜି୫ ପ୍ରିମିୟରର ଏକ ଓଟିଟିର ଲାଭ ମଧ୍ୟ ସେ ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri