ଭୋଡାଫୋନ୍‌ ଆଇଡିଆର ଧମାକା ଅଫର୍‌: ମାତ୍ର ୨.୮ ଟଙ୍କାରେ ମିଳୁଛି ୧ ଜିବି ଡାଟା

ନୂଆଦିଲ୍ଲୀ,୧୬।୧: ଭୋଡାଫୋନ୍‌ ଆଇଡିଆ(ଭିଆଇ) ଏହାର ପ୍ରିପେଡ୍‌ ଗ୍ରାହକଙ୍କ ପାଇଁ ଏକ ଉତ୍ତମ ପ୍ଲାନ୍‌ ଆଣିଛି। ଏହି ଯୋଜନାରେ ବ୍ୟବହାରକାରୀଙ୍କୁ ମାତ୍ର ୨.୦୮ ଟଙ୍କାରେ ୧ଜିବି ଡାଟା ମିଳିବ। ଏହାଛଡ଼ା ଓଟିଟି ସବ୍‌ସ୍କ୍ରିପ୍‌ସନ ସମେତ ଅନେକ ସୁବିଧାର ଲାଭ ମଧ୍ୟ ମିଳିବ। ତେବେ ଏଠାରେ ଆମେ ଭିଆଇର ୬୯୯ ଟଙ୍କାର ପ୍ରିପେଡ୍‌ ପ୍ଲାନ ବିଷୟରେ କହୁଛୁ।

୮୪ ଦିନ ଭାଲିଡିଟି ଥିବା ୬୯୯ ଟଙ୍କା ପ୍ଲାନ ମହଙ୍ଗା ଲାଗୁଥିଲେ ହେଁ ପ୍ରକୃତରେ ଏହା ବହୁତ ଶସ୍ତାରେ ଡାଟା ପ୍ରଦାନ କରୁଛି। ଏହି ପ୍ଲାନରେ ପ୍ରତିଦିନ ‘ଡବଲ୍‌ ଡାଟା ଅଫର୍‌’ ଯୋଗୁ ୪ଜିବି ଡାଟା ମିଳିବ। ଏଥିସହ ଭାରତର ସମସ୍ତ ନେଟଓ୍ବାର୍କକୁ ଅସିମୀତ ଭୟସ କଲିଂ ଏବଂ ପ୍ରତିଦିନ ୧୦୦ ଏସ୍‌ଏମ୍‌ଏସ୍‌ ମିଳିବ।

ଡାଟା ଦେଖିଲେ ଗ୍ରାହକଙ୍କୁ ୮୪ ଦିନ ପାଇଁ ୩୩୬ ଜିବି ଡାଟା ମିଳିବ। ପ୍ଲାନ ମୂଲ୍ୟକୁ ଦୈନିକ ଡାଟା ସହ ଭାଗକଲେ ପ୍ରତ୍ୟେକ ଜିବି ଡାଟା ପାଇଁ ମାତ୍ର ୨.୦୮ ଟଙ୍କା ଗ୍ରାହକଙ୍କ ଦେବାକୁ ପଡ଼ିବ। ଏହା ଅନ୍‌ ଅପରେଟରଙ୍କ ପ୍ଲାନଠାରୁ ବହୁତ କମ୍‌ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଏପି ସାର ସବ୍‌ସିଡି ୭୦୦ ଟଙ୍କା ବୃଦ୍ଧି

ନୂଆଦିଲ୍ଲୀ,୧୭।୬:  କେନ୍ଦ୍ର ସରକାର ଡିଏପି ସାର ଉପରେ ବ୍ୟାଗ୍‌ ପିଛା ସବ୍‌ସିଡିକୁ ୭୦୦ ଟଙ୍କା ବଢ଼ାଇଛନ୍ତି। ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ଏ ସଂକ୍ରାନ୍ତ ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ...

୫ମ ଦିନ ସୁଦ୍ଧା ୧.୭୯ ଗୁଣା ସବ୍‌ସ୍କ୍ରିପ୍ସନ୍‌

ନୂଆଦିଲ୍ଲୀ,୯।୫: ଛୁଟିଦିନଗୁଡ଼ିକରେ ମଧ୍ୟ ଭାରତୀୟ ଜୀବନବୀମା ନିଗମ (ଏଲ୍‌ଆଇସି)ର ପ୍ରାରମ୍ଭିକ ସର୍ବସାଧାରଣ ଅଫର (ଆଇପିଓ)କୁ ନିବେଶକଙ୍କର ଦୃଢ଼ ସମର୍ଥନ ଦେଖିବାକୁ ମିଳିଛି। ଓପନ୍‌ ହେବାର ୫ମ...

ବଦଳିପାରେ ଏଟିଏମ୍‌ରୁ ଟଙ୍କା କାଢ଼ିବା ନିୟମ; ଦୁଇଟି ଉଠାଣ ମଧ୍ୟରେ ୬-୧୨ ଘଣ୍ଟା ସମୟ ଧାର୍ଯ୍ୟ ବିଚାର

ନୂଆଦିଲ୍ଲୀ,୨୮-୮: ଏଟିଏମ୍‌ରୁ ଟଙ୍କା ଉଠାଇବା ଆଜି ସାଧାରଣ ଘଟଣା ହୋଇଗଲାଣି। ତେବେ ଏହା ସାଙ୍ଗକୁ ଏଟିଏମ୍‌ ଠକାମୀ ମଧ୍ୟ ସେହି ଅନୁପାତରେ ବଢ଼ିବାରେ ଲାଗିଛି। ଗ୍ରାହକଙ୍କୁ...

କୋଭିଡ୍‌ର ୩ୟ ଲହର ଯୋଗୁ ବ୍ୟବସାୟ ହ୍ରାସ

ମୁମ୍ବାଇ,୯।୧: ସାରା ଦେଶରେ କୋଭିଡ୍‌ ସଂକ୍ରମଣର ସଂଖ୍ୟା ବୃଦ୍ଧି ଯୋଗୁ ବିଭିନ୍ନ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁ କଟକଣା ଜାରି କରାଯାଉଛି। କୋଭିଡ୍‌ ମାମଲା ବୃଦ୍ଧି...

ତେଲ ପାଇଁ କ୍ରେଡିଟ୍‌ କାର୍ଡରେ ମିଳିବନି କ୍ୟାଶ୍‌ବ୍ୟାକ; ଅକ୍ଟୋବର ପହିଲାରୁ ଲାଗୁ

ନୂଆଦିଲ୍ଲୀ,୨୬।୯: ଅକ୍ଟୋବର ପହିଲାରୁ ପେଟ୍ରୋଲ ପମ୍ପରେ ତେଲ ପକାଇଲେ କ୍ରେଡିଟ୍‌ କାର୍ଡଧାରୀଙ୍କୁ ଆଉ କ୍ୟାଶ୍‌ବ୍ୟାକ ମିଳିବ ନାହିଁ। ଦେଶର ତୈଳ କମ୍ପାନୀଗୁଡ଼ିକ ଏ ନେଇ ନିଷ୍ପତ୍ତି...

ଟିକସ ସ୍ବଚ୍ଛତା ଆଡ଼କୁ ବଢୁଛି ଭାରତ:ମୋଦି

ନୂଆଦିଲ୍ଲୀ: ଭାରତ ଟିକସ ଆତଙ୍କବାଦରୁ ଟିକସ ସ୍ବଚ୍ଛତା ଆଡକୁ ବଢୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କହିଛନ୍ତି। କେନ୍ଦ୍ର ସରକାର ଟିକସ ବ୍ୟବସ୍ଥାରେ ନୂଆ ଫେସ୍‌ଲେସ...

୧୭.୫ଲକ୍ଷ ହ୍ବାଟ୍ସଆପ୍‌ ଆକାଉଣ୍ଟ ବନ୍ଦ

ଭୁବନେଶ୍ୱର,୩ା୧: ସାରା ବିଶ୍ୱରେ ଲୋକପ୍ରିୟ ସୋସିଆଲ ମିଡିଆ ଆପ୍‌ ‘ହ୍ବାଟ୍ସଆପ୍‌’ ବିଭିନ୍ନ କାରଣ ପାଇଁ ଅନେକ ଆକାଉଣ୍ଟକୁ ବନ୍ଦ କରିଦେଇଛି। ପ୍ଲାଟଫର୍ମର ସୁରକ୍ଷା ମାନଦଣ୍ଡକୁ ଦୃଷ୍ଟିରେ...

୨ ଦିନ ବନ୍ଦ ରହିବ ମାରୁତି ସୁଜୁକି ପ୍ଲାଣ୍ଟ; ମାନ୍ଦାବସ୍ଥା ଯୋଗୁ ୨୦୧୨ ପରେ ପ୍ରଥମ

ନୂଆଦିଲ୍ଲୀ,୫ା୯: ଅଟୋ ସେକ୍ଟରରେ ଦେଖାଦେଇଥିବା ମାନ୍ଦାବସ୍ଥାର ପ୍ରଭାବରୁ ଦେଶର ସର୍ବବୃହତ କାର୍‌ ନିର୍ମାତା ମାରୁତି ସୁଜୁକି ୨ଦିନ ୭ ଓ ୯ ତାରିଖରେ ହରିୟାଣାସ୍ଥିତ ଗୁଡ଼ଗାଓ...

Advertisement
Archives

Model This Week