ଆଗ୍ନେୟଗିରିରେ ବିସ୍ଫୋରଣ: ଚାଲିଗଲା ୧୧ ପର୍ବତାରୋହୀଙ୍କ ଜୀବନ, ଅନେକ ନିଖୋଜ

ଜାକର୍ତ୍ତା,୪।୧୧: ଇଣ୍ଡୋନେସିଆର ପଶ୍ଚିମ ସୁମାତ୍ରାରେ ମେରାପୀ ଆଗ୍ନେୟଗିରିର ବିସ୍ଫୋରଣରେ ୧୧ ଜଣ ପର୍ବତାରୋହୀଙ୍କ ମୃତ୍ୟୁ ଘଟିଛି। ଉଦ୍ଧାରକାରୀ ଦଳ ସମସ୍ତ ୧୧ ଜଣ ପର୍ବତାରୋହୀଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ଆଗ୍ନେୟଗିରି ନିକଟରେ ତିନିଜଣ ପର୍ବତାରୋହୀ ଜୀବନ୍ତ ଥିବା ଜଣାପଡିଛି ଏବଂ ଅନେକ ପର୍ବତାରୋହୀ ନିଖୋଜ ଅଛନ୍ତି।
ପେଡାଙ୍ଗ ସର୍ଚ୍ଚ ଆଣ୍ଡ ରେସକ୍ୟୁ ଏଜେନ୍ସିର ମୁଖ୍ୟ ଅବଦୁଲ ମଲିକ କହିଛନ୍ତି, ସେମାନେ ତିନି ଜଣଙ୍କୁ ଜୀବନ୍ତ ଏବଂ ୧୧ଟି ମୃତଦେହ ପାଇଛନ୍ତି। ଘଟଣା ଦିନ ମୋଟ ୭୫ ପର୍ବତାରୋହୀ ମେରାପୀ ପର୍ବତ ଉପରେ ଥିଲେ। ଆଗ୍ନେୟଗିରି ଉଦ୍‌ଗୀରଣ ପରେ ଧଳା ଏବଂ ଧୂସର ପାଉଁଶ ଚାଇଆଡେ ବ୍ୟାପିଯାଇଥିଲା। ଏହି କାରଣରୁ ପର୍ବତାରୋହୀ ନିଖୋଜ ଅଛନ୍ତି ଏବଂ ଏହାର ଆଖପାଖ ଗ୍ରାମଗୁଡିକ ଆଗ୍ନେୟଗିରି ପାଉଁଶରେ ଆବୃତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମଲିଙ୍ଗି ସମ୍ପର୍କ ରଖିବା ହେବ ଅପରାଧ, ହୋଇପାରେ ୧୫ ବର୍ଷ ଜେଲ, ପ୍ରତିକ୍ରିୟା ରଖିଲା ଆମେରିକା

ଓ୍ବାଶିଂଟନ,୨୮।୪: ସମଲିଙ୍ଗୀ ସମ୍ପର୍କ ସମ୍ପର୍କରେ ଏକ ଆଇନ ଶନିବାର ଇରାକ ସଂସଦରେ ପାରିତ ହୋଇଛି। ଇରାକର ସଂସଦ ସମଲିଙ୍ଗୀ ସମ୍ପର୍କକୁ ଅପରାଧ ବୋଲି କହିଛି। ଏଥି...

ଭାରତ ଯାତ୍ରା ସ୍ଥଗିତ ରଖି କାହିଁକି ଚାଇନା ପହଞ୍ଚିଲେ ମସ୍କ

ସାଂଘାଇ,୨୮।୪: ଟେସଲା ସିଇଓ ଏଲୋନ ମସ୍କ ରବିବାର ଦିନ ହଠାତ୍‌ ଚାଇନା ଗସ୍ତ କରିଛନ୍ତି। ବୈଦ୍ୟୁତିକ ଯାନ ମାମଲାରେ ଚାଇନା ଦ୍ୱିତୀୟ ବୃହତ୍ତମ ବଜାର ।...

ଭାରତ ଆସୁଥିବା ଜାହାଜରେ କ୍ଷେପଣାସ୍ତ୍ର ମାଡ଼

ନୂଆଦିଲ୍ଲୀ,୨୭ା୪: ଲୋହିତ ସାଗର ଦେଇ ରୁଷିଆରୁ ତେଲ ଆଣି ଭାରତ ଆସୁଥିବା ଏକ ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ ହୋଇଛି। ୟେମେନ୍‌ର ହୁଟି ଆତଙ୍କବାଦୀ ଏହି...

୨୦ ଫୁଟ ଉପରକୁ ଉଠି ଗଛରେ ପିଟିହେଲା କାର୍‌, ଆମେରିକାରେ ୩ ଭାରତୀୟ ମହିଳାଙ୍କ ଜୀବନ ଗଲା

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୭ା୪: ଆମେରିକାର ଦକ୍ଷିଣ କାରୋଲିନା ରାଜ୍ୟରେ ଏକ ସଡ଼କ ଦୁର୍ଘଟଣାରେ ୩ ଭାରତୀୟ ମହିଳାଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ତିନି ମହିଳା...

ଜାପାନରେ ଶକ୍ତିଶାଳୀ ଭୂକମ୍ପ, ବ୍ୟାପକ କ୍ଷୟକ୍ଷତି ଆଶଙ୍କା

ଟୋକିଓ,୨୭ା୪: ଜାପାନର ବୋନିନ ଦ୍ୱୀପପୁଞ୍ଜରେ ଶନିବାର ଅପରାହ୍ନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୬.୩ ମାପ କରାଯାଇଛି। ଏହି ଭୂକମ୍ପର କେନ୍ଦ୍ର...

ଜୀବନର ବହୁତ ବଡ କଥା କହିଲେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ

ଓ୍ବାଶିଂଟନ,୨୭।୪: ଆମେରିକାରେ କିଛି ମାସ ମଧ୍ୟରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଇତିମଧ୍ୟରେ ରାଷ୍ଟ୍ରପତି ଜୋ ବାଇଡେନ ଏବଂ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ...

ରୁଷିଆ ସେନାକୁ ଚାଇନା ସହାୟତା: ପ୍ରତିବାଦ ଜଣାଇଲେ ବ୍ଲିଙ୍କେନ୍‌

ବେଜିଂ,୨୭ା୪: ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ ଶୁକ୍ରବାର ଚାଇନା କର୍ତ୍ତୃପକ୍ଷଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ୟୁକ୍ରେନ୍‌ ସହ ଯୁଦ୍ଧରେ ରୁଷିଆ ସେନାକୁ...

ପ୍ଲାଷ୍ଟିକ୍‌ ପ୍ରଦୂଷଣ ପାଇଁ ୫୬ କମ୍ପାନୀ ଦାୟୀ

ଲଣ୍ଡନ୍‌,୨୭ା୪: ବିଶ୍ୱର ଅର୍ଦ୍ଧାଧିକ ପ୍ଲାଷ୍ଟିକ୍‌ ପ୍ରଦୂଷଣ ପାଇଁ ୫୬ ବହୁରାଷ୍ଟ୍ରୀୟ କମ୍ପାନୀ ଦାୟୀ। ସେହିପରି ଏକ-ଚତୁର୍ଥାଂଶ ପ୍ରଦୂଷଣ ପାଇଁ ୬ଟି କମ୍ପାନୀ ଦାୟୀ ବୋଲି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri