ଭଲିବଲ ଚାମ୍ପିୟନଶିପ: ନୂଆପଡ଼ାରୁ ୨ ଅଫିସିଆଲ ମନୋନୀତ

ନୂଆପଡ଼ା,୬ା୩(ମକାରୁ ବେମାଲ) :ଭୁବନେଶ୍ୱର ଦୂତୀଚାନ୍ଦ ଷ୍ଟାଡିୟମରେ ଆୟୋଜିତ ହେଉଥିବା କିଟ୍‌ ବିଶ୍ୱବିଦ୍ୟାଳୟ ଏଫ୍‌ଆଇଭିବି ବିଶ୍ୱସ୍ତରୀୟ ବିଚ୍‌ ଭଲିବଲ ମହିଳା ଓ ପୁରୁଷ ଚାମ୍ପିୟନଶିପରେ ନୂଆପଡ଼ା ଜିଲାରୁ ଦୁଇ ଜଣ ଟେକ୍ନିକାଲ ଅଫିସିଆଲ ଭାବରେ ମନୋନୀତ ହୋଇଛନ୍ତି ା ମାର୍ଚ୍ଚ ୪ରୁ ୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଥିବା ମହିଳା ଓ ପୁରୁଷ ଭଲିବଲ ଚାମ୍ପିୟନଶିପରେ ୫୨ଟି ଦେଶରୁ ଖେଳାଳିମାନେ ଅଂଶଗ୍ରହଣ କରିଛନ୍ତି। ଏଥିରେ ଅଲିମ୍ପିକ୍ସ ସ୍ବର୍ଣ୍ଣ ବିଜେତାଙ୍କ ସମେତ ୩୦୬ ଜଣ ଖେଳାଳି ଓ ଅଫିସିଆଲ ଯୋଗ ଦେଇଛନ୍ତି ା ସେଥିମଧ୍ୟରେ ନୂଆପଡା ଜିଲାର ଏମ୍‌ କୁମାର ଖର୍ସେଲ ଓ ପରିକ୍ଷିତ ଖର୍ସେଲ ଟେକ୍ନିକାଲ ଅଫିସିଆଲ ରହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…

ଅଙ୍ଗନବାଡି ସଂଘର ବଡ଼ ଘୋଷଣା: ଏହିଦିନ ହେବ ରାଲି

ଗୁଡାରି,୨୬।୭(ପ୍ରମୋଦ କୁମାର ପତି ): ରବିବାର ଗୁଡାରି ବ୍ଲକ ଅଙ୍ଗନବାଡି ସଂଘ ପକ୍ଷରୁ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଙ୍ଘର ନିଷ୍ପତ୍ତି…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ମେସେଜ୍‌: ସରକାରଙ୍କ ଲକ୍ଷ୍ୟ ହେଉଛି ପ୍ରତ୍ୟେକ ଯୁବକଙ୍କୁ…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ‘ବିକଶିତ ଭାଇବ୍ରାଣ୍ଟ ଭିଲେଜ ପ୍ରୋଗ୍ରାମ ୨୦୨୬’ ଅଧୀନରେ ରବିବାର ଯୁବକମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri