ଭଲିବଲ ପ୍ରତିଯୋଗିତା: ରିଷିଡ଼ା ଚାମ୍ପିୟନ

ରିଷିଡ଼ା, ୧୫ା୧୧(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ବାପୁଜୀ ମିନି ଷ୍ଟାଡିୟମରେ ରବିବାର ଦିନିକିଆ ରିଷିଡ଼ା କପ ଭଲିବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଫାଇନାଲ ମ୍ୟାଚ ରିଷିଡ଼ା ଏବଂ ଭାଟେଲ ଦଳ ମଧ୍ୟରେ ହୋଇଥିଲା। ଏଥିରେ ରିଷିଡ଼ା  ଚାମ୍ପିୟନ ହୋଇଛି।

ପୂର୍ୱତନ ଭଲିବଲ ଖେଳାଳି ପବିତ୍ର ଲେଙ୍କା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଟୁର୍ନାମେଣ୍ଟର ଉଦ୍‌ଘାଟନ କରିଥିଲେ। ପୁରସ୍କାର ବିତରଣ ଉତ୍ସବରେ ରିଷିଡ଼ା ସରପଞ୍ଚ ସେବତୀ ରଣା ମୁଖ୍ୟ ଅତିଥି, ସମିତି ସଭ୍ୟ ନିମାଇଁ ଚରଣ ବେହେରା, ଭଜଶ୍ୟାମ ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଖବରଦାତା ନରୋତ୍ତମ ସେଲମା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ରିଷିଡ଼ା ଦଳର ଗୋଲଡି ପ୍ରଧାନଙ୍କୁ ମ୍ୟାନ ଅଫ ଦି ସିରିଜ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହାକୁ ଲଲିତ ସାହୁ, ଲଲିତ ଗୌଡ ଓ ପିଙ୍କୁ ଚନ୍ଦନ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖାଉଥିଲେ ପରିବାର ଲୋକେ: ହଠାତ୍‌ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍‌ ୬ଜଣ…

ଏସଡିଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୫ଟି ସ୍ଥାନରେ ଚାଲି ତନାଘନା

ଭଞ୍ଜନଗର,୨୬୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନରେ ଭିଜିଲାନ୍ସ ଟିମ ଗୁରୁବାର ସକାଳୁ ଆୟ…

ଭାରତ ସମେତ ଏହି ୫ଦେଶକୁ ଇରାନ କହିଲା ଭଲ ବନ୍ଧୁ, ଯୁଦ୍ଧ ଭିତରେ କରିଦେଲା ବଡ଼ ଘୋଷଣା, ଟ୍ରମ୍ପ ଶୁଣି ଛାନିଆ!

ତେହରାନ,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦର ୨୭ତମ ଦିନରେ, ଇରାନ ଏକ ଆଶ୍ୱସ୍ତିକର ଖବର ଦେଇଛି। ଇରାନର ଉପ-ବୈଦେଶିକ ମନ୍ତ୍ରୀ ଆବାସ ଆରାକଚି ଘୋଷଣା କରିଛନ୍ତି ଯେ ଭାରତ ସମେତ…

ହରମୁଜରେ ୫ ଯୁଦ୍ଧ ଜାହାଜ ଓହ୍ଲାଇଲା ଭାରତ, ଆଗକୁ କିଛି ବଡ଼…

ନୂଆଦିଲ୍ଲୀ,୨୬।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଜଡିତ ବିବାଦ ମଧ୍ୟରେ, ହରମୁଜ ପ୍ରଣାଳୀ ଆଲୋଚନାର ଏକ କେନ୍ଦ୍ରୀୟ ବିଷୟ ପାଲଟିଛି। ବିଶ୍ୱର ପ୍ରାୟ 20% ରୁ…

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…

ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟକ୍‌: ୧୦ ଯାତ୍ରୀ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ,୨୬।୩: ଆନ୍ଧ୍ରପ୍ରଦେଶର ମାର୍କାପୁରମ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦଶ ଜଣ ପ୍ରାଣ ହରାଇଛନ୍ତି। ରାୟାବରମ ନିକଟରେ କାଠ ଖଣି ନିକଟରେ ଏକ…

ଅହିଂସା ଓ ଅସ୍ପୃଶ୍ୟତା

ଅହିଂସାକୁ ହିନ୍ଦୁଧର୍ମରେ ଶ୍ରେଷ୍ଠ ସଦାଚାର ବା ଗୁଣ ବୋଲି ବିବେଚନା କରାଯାଏ। ଏହା ସଦାଚାରୀ ସନ୍ନ୍ୟାସୀ, ଦୟାଶୀଳ ଋଷି ତଥା ଶ୍ରେଷ୍ଠ ନୈତିକ ଜୀବନର ଭାବମୂର୍ତ୍ତିକୁ ପରିପ୍ରକାଶକରେ।…

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri