Posted inଖେଳ

ଭଲିବଲ: ଭୁବନେଶ୍ୱରକୁ ହରାଇ ରାଇଜିଂ କ୍ଲବ ଚାମ୍ପିୟନ

ରାଉରକେଲା,୧୧।୩(ଦିନେଶ ମିଶ୍ର):ରାଉରକେଲା ସେକ୍ଟର-୨୦ସ୍ଥିତ ରାଇଜିଂ କ୍ଲବ ଆନୁକୂଲ୍ୟରେ ଆୟୋଜିତ ୧୬ତମ ସର୍ବଭାରତୀୟ ଭଲିବଲ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି। ପ୍ରତିଯୋଗିତାର ଫାଇନାଲ ମ୍ୟାଚ୍‌ ଭୁବନେଶ୍ୱର ସ୍ପୋର୍ଟସ ହଷ୍ଟେଲ ଓ ରାଇଜିଂ କ୍ଲବ ମଧ୍ୟରେ ଖେଳାଯାଇଥିଲା।

୩ଟି ସେଟ୍‌ ବିଶିଷ୍ଟ ଏହି ମ୍ୟାଚ୍‌ ପ୍ରତିଦ୍ୱନ୍ଦିତାମୂଳକ ହେବା ସହ ସିଧାସଳଖ ପ୍ରଥମ ଓ ଦ୍ୱିତୀୟ ସେଟ୍‌ରେ ସ୍ପୋର୍ଟସ ହଷ୍ଟେଲ ଭୁବନେଶ୍ୱରକୁ ୨-୦ ଗୋଲରେ ହରାଇ ରାଇଜିଂ କ୍ଲବ ହରାଇ ଚଳିତ ବର୍ଷ ଚାମ୍ପିୟନ ହୋଇଥିଲା। ଫ

ାଇନାଲ ମ୍ୟାଚ୍‌ରେ ପୂର୍ବତନ ବିଧାୟକ ସୁବ୍ରତ ତରାଇ ଅତିଥି ଭାବେ ଯୋଗଦେଇ ବିଜେତା ଓ ଉପବିଜେତା ଦଳକୁ ଟ୍ରଫି ପ୍ରଦାନ କରିଥିଲେ। ଏଥିସହ ପ୍ରତିଯୋଗିତାର ତୃତୀୟ ସ୍ଥାନରେ ଥିବା ଭଦ୍ରକ ଦଳ ଓ ଶ୍ରେଷ୍ଠ ଖେଳାଳିମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା।

ସେହିପରି ରାଉରକେଲା ଓପନ ଭଲିବଲ ପ୍ରତିଯୋଗିତାରେ କୁତ୍ରା ଦଳକୁ ଚାମ୍ପିୟନ ଓ ପ୍ରଶାନ୍ତ ସିଂ ମେମୋରିଆଲ ଏକଦିବସୀୟ ଫୁଟବଲ ପ୍ରତିଯୋଗିତା ଚାମ୍ପିୟନ ଦଳ ଗ୍ରାସ୍‌ରୁଟ ରାଇଜିଂ କ୍ଲବକୁ ମଧ୍ୟ ପୁରସ୍କୃତ କରାଯାଇଥିଲା।

ରାଇଜିଂ କ୍ଲବର ସାଙ୍ଗଠନିକ ସମ୍ପାଦକ ଶିଶିର ସାହୁ ଏହାକୁ ପରିଚାଳନା କରିଥିଲେ। ଦେବୀ ପ୍ରସାଦ ମିଶ୍ର, ଅମର ଦାସ, ମାନସ ନାୟକ, ବିରେନ ପ୍ରଧାନ, ସୁଶାନ୍ତ ସାହୁ, ସୌଭାଗ୍ୟ ମିଶ୍ର, ରାକେଶ ସ୍ବାଇଁ, ଜୟନ୍ତ ମହାରଣା, ଟୁଟୁ ସ୍ବାଇଁ, ପପୁ ସାମନ୍ତରାଏ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆରେ ସ୍ଥାନ ପାଇବା ପରେ ପ୍ରଥମଥର ଏମିତି କାରନାମା କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୦।୬: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତ ଏ ଦଳ ସହିତ ଶ୍ରୀଲଙ୍କା ଗସ୍ତରେ ଯାଇଛନ୍ତି। ସେଠାରେ ଏକ ଦିନିକିଆ ସିରିଜ ଚାଲିଛି। ଏଥିରେ ଭାରତ ଏ, ଶ୍ରୀଲଙ୍କା…

ସରକାରଙ୍କ ବଡ଼ ଘୋଷଣା: ମେଟ୍ରୋ, ବସ୍‌ରେ ଅଫିସ ଯିବାଆସିବା କରୁଥିବା କର୍ମଚାରୀଙ୍କୁ ମିଳିବ ଅଧିକ ଦରମା

ନୂଆଦିଲ୍ଲୀ,୧୦।୬: ଦିଲ୍ଲୀ ସରକାର ନିଜ କର୍ମଚାରୀଙ୍କ ହିତ ପାଇଁ ଏବଂ ବଢୁଥିବା ଇନ୍ଧନ (ଫ୍ୟୁଏଲ) ସଙ୍କଟର ମୁକାବିଲା କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର…

ମୀନାକ୍ଷୀ ନଟରାଜନଙ୍କ ନାମାଙ୍କନପତ୍ର ଖାରଜ, ଆଜି ହୋଇପାରେ ଆଲୋଚନା

ଭୋପାଳ,୧୦ା୬: ମଧ୍ୟପ୍ରଦେଶରୁ ରାଜ୍ୟ ସଭାରେ ଖାଲି ପଡ଼ିବାକୁ ଥିବା ୩ଟି ଆସନ ଲାଗି ନିର୍ବାଚନ ହେବାକୁ ଯାଉଥିବାବେଳେ ଭାଜପାର ଏକ ଅଭିଯୋଗ ଆଧାରରେ କଂଗ୍ରେସ ପ୍ରାର୍ଥୀ ମୀନାକ୍ଷୀ…

ଆମେରିକା-ଇରାନ ଡିଲ୍‌ ଫାଇଲ କ୍ଲୋଜ? ଆମେରିକାର ବିମାନ ଆକ୍ରମଣରେ ୮ ସହର ଧୂଆଁରେ ଆଚ୍ଛାଦିତ

ତେହରାନ,୧୦।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ସ୍ଥଗିତ ଥିବା ପରି ମନେ ହେଉଛି। ଏକ ଆମେରିକୀୟ ଆପାଚେ ହେଲିକପ୍ଟରକୁ ଖସାଇ ଦେବା…

ବିଦେଶରେ ଫସି ରହିଛନ୍ତି ଆନନ୍ଦପୁରର ଯୁବକ, ଉଦ୍ଧାର ପାଇଁ ପ୍ରଶାସନକୁ ନିବେଦନ କଲେ…

ବଞ୍ଚୋ,୧୦।୬(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳର ଯୁବକ ସତ୍ୟଦୀପ ସାହୁ ତାଞ୍ଜାନିଆରେ ଫସି ରହିଥିବା ନେଇ ଚିନ୍ତା ପ୍ରକାଶ ପାଇଛି। ତାଙ୍କୁ ସୁରକ୍ଷିତ…

୧୫ IPS ଅଫିସରଙ୍କୁ ଦିଆଗଲା ୧୭ ଜିଲା ନିରୀକ୍ଷଣ ଦାୟିତ୍ୱ, ଜାଣନ୍ତୁ କେଉଁ ଜିଲାରେ କିଏ…

ଭୁବନେଶ୍ୱର, ୧୦।୬: ଆଇନଶୃଙ୍ଖଳା ସଜାଡ଼ିବା ପାଇଁ ରାଜ୍ୟ ପୋଲିସ ମୁଖ୍ୟାଳୟର ବଡ଼ ପଦକ୍ଷେପ। ୧୫ IPS ଅଫିସରଙ୍କୁ ଦିଆଗଲା ୧୭ଟି ଜିଲାର ସ୍ବତନ୍ତ୍ର ନିରୀକ୍ଷଣ ଓ ତଦାରଖ…

ନେହେରୁଙ୍କୁ ଟପିଲେ ମୋଦି: ଦେଶର ରାଜନୀତିରେ ନୂତନ ଅଧ୍ୟାୟ

ନୂଆଦିଲ୍ଲୀ,୧୦।୬: ଜୁନ ୧୦ ଅର୍ଥାତ୍‌ ଆଜି ଦେଶର ରାଜନୀତିରେ ଏକ ନୂତନ ଅଧ୍ୟାୟ ଲେଖାହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ…

ବିଶ୍ୱକପ୍‌ ଆରମ୍ଭ ପୂର୍ବରୁ ଫିଫା ଜାରିକଲା କଡ଼ା ନୂଆ ନିୟମାବଳୀ,ଜାଣନ୍ତୁ…

ଓ୍ବାଶିଂଟନ୍‌,୧୦।୬: ଆମେରିକାସରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ର ୨୩ତମ ସଂସ୍କରଣ ଲାଗି ଖେଳାଳିଙ୍କୁ କଡ଼ା ଶୃଙ୍ଖଳା ମଧ୍ୟରେ ରହିବାକୁ ପଡ଼ିବ। ସମୟ ନଷ୍ଟ ଓ ଇଞ୍ଜୁରି ବାହାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri