ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ ଆୟୋଜିତ ଏହି ଟୁର୍ନାମେଣ୍ଟକୁ ବିଶିଷ୍ଟ ବ୍ୟବସାୟୀ ତଥା ସାମାଜିକ କର୍ମୀ ଗଣେଶ କୁମାର ବ୍ରହ୍ମା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ।

ଉଦ୍‌ଘାଟନୀ ମ୍ୟାଚ୍‌ ଗଜପତି ଜିଲା ଅଡବା ଗ୍ରାମ ଭଲିବଲ ଟିମ୍‌ ଏବଂ ବ୍ରହ୍ମପୁର ପାଓ୍ବର ସିକ୍ସ ଭଲିବଲ ଟିମ୍‌ ମଧ୍ୟରେ ହୋଇଥିଲା। ବ୍ରହ୍ମପୁର ପାୱାର ସିକ୍ସ ୨-୧ ସେଟରେ ମ୍ୟାଚ୍‌ ବିଜୟୀ ହୋଇଥିଲା।

ଟୁର୍ନାମେଣ୍ଟ ଆୟୋଜକ ଅର୍ଦ୍ଦୁ ଗୋବିନ୍ଦଙ୍କ ସଂଯୋଜନାରେ ଆୟୋଜିତ ଉଦ୍‌ଘାଟନ ସଭାରେ ଟୁର୍ନାମେଣ୍ଟ ପରିଚାଳନା କମିଟି ସଭାପତି ଶିବଶଙ୍କର ମହାଙ୍କୁଡ, ସମ୍ପାଦକ ବିଚିତ୍ରାନନ୍ଦ ପଟ୍ଟନାୟକ, କୋଷାଧ୍ୟକ୍ଷ ଦୀପକ କୁମାର ମିଶ୍ର, ଅବସରପ୍ରାପ୍ତ କ୍ରୀଡ଼ା ଶିକ୍ଷକ ଏମ୍‌ ଗୌରାଙ୍ଗ, ପରିଚାଳନା କମିଟି କାର୍ଯ୍ୟକର୍ତ୍ତା ଏ ସାକିଲି, ବାରିକ ବେହେରା, ଲୋକନାଥ ପାଣିଗ୍ରାହୀ, କେ କୁନା ପ୍ରମୁଖ ଉପସ୍ଥିତ ଥିଲେ। ଗୋବିନ୍ଦ ନାୟକ ରେଫେରୀ ଭାବେ ମ୍ୟାଚ ପରିଚାଳନା କରିଥିବା ବେଳେ ଖେମୁଣ୍ଡି ସ୍ପୋର୍ଟିଙ୍ଗ କ୍ଳବ ସଦସ୍ୟ ମ୍ୟାଚ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri