ଭଲିବଲ ଟୁର୍ନାମେଣ୍ଟ: ପିପଲପଦର ଚାମ୍ପିୟନ

କର୍ଲାମୁଣ୍ଡା,୧୮।୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜ ଯୁବ ସଙ୍ଗଠନ ପକ୍ଷରୁ ରାତ୍ରିକାଳୀନ ଭଲିବଲ ଟୁର୍ନାମେଣ୍ଟ ଉଦଯାପିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂ ଦେଓ, ସମ୍ମାନିତ ଅତିଥି ଭାବେ ରିଞ୍ଜା ସରପଞ୍ଚ ପୂର୍ଣ୍ଣମୀ ମାଝୀ, ଓଡିଶା ଆଦର୍ଶ ବିଦ୍ୟାଳୟ ରାଜ୍ୟ ସଭାପତି ରିପୁ ଦମନ ସୌରଭ ମିଶ୍ର, କର୍ଲାମୁଣ୍ଡା କ ଜୋନ ଜିଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା ଓ ଖ ଜୋନ ଜିଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ, ଭାଜପା ନେତା ଗଣେଶ କୁମାର, କ ଜୋନ ମଣ୍ଡଳ ସଭାପତି ଡୋଳାମଣୀ ଭୋଇ ପ୍ରମୁଖ ଯୋଗ ଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ। ଫାଇନାଲ ମ୍ୟାଚଟି କର୍ଲାମୁଣ୍ଡା ଓ କେସିଙ୍ଗା ବ୍ଲକ ପିପଲପଦର ମଧ୍ୟରେ ଅନୁଷ୍ଠିତ ହୋଇଥିଲା ଏଥିରେ ପିପଲପଦର ଚମ୍ପିୟାନ ହୋଇଥିଲା। ବିଜେତା ଓ ଉପବିଜେତା ଦଳକୁ ନଗଦ ଅର୍ଥ ରାଶି ସହ ଟ୍ରଫି ପ୍ରଦାନ କରାଯାଇଥିଲା। ଖେଳ ପରିଚାଳନାରେ ହୀରାମଣୀ ଭୋଇ ଓ ପୁଲକ ଷଡଙ୍ଗୀ ରହିଥିବା ବେଳେ ଉଦଘୋଷକ ଯଶପାଲ ସାହୁ,ହେମାନନ୍ଦ ସାହୁ ଓ ସ୍କୋରର ଭାବେ ସୁମନ୍ତ ସାହୁ ଦାୟିତ୍ୱ ନେଇଥିଲେ। ଏଥିରେ କଳାହାଣ୍ଡି ଜିଲାର ମ.ରାମପୁର, କେସିଙ୍ଗା, ନର୍ଲା, କର୍ଲାମୁଣ୍ଡା ବ୍ଲକର ୧୦ଟି ଦଳ ଅଂଶ ଗ୍ରହଣ କରିଥିଲେ। ରିଞ୍ଜା ଯୁବ ସଂଗଠନର ସମସ୍ତ କର୍ମକର୍ତ୍ତା, ଗ୍ରାମବାସୀ ଆୟୋଜନରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘବ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri