ଜେଲନସ୍କି କହିଲେ ଖାଲି କର ଦୋନେସ୍କ, ଖେରସନରେ ୟୁକ୍ରେନର ଆକ୍ରମଣ

କ୍ୱିଭ,୩୧ ।୭: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୬ମାସ ହୋଇଥିଲେ ବି ଏବେବି ଉଭୟ ପକ୍ଷରୁ ଆକ୍ରମଣ ଜାରି ରହିଛି । ଏବେ ଦୋନେସ୍କରେ ଉଭୟ ଦେଶ ଆକ୍ରମଣକୁ ଯୋରଦାର କରିଛନ୍ତି । ଖେରସନରେ ବି ଭିଷଣ ଯୁଦ୍ଧ ଜାରି ରହିଛି । ଅନ୍ୟପଟେ ପଶ୍ଚିମ ଦେଶରୁ ୟୁକ୍ରେନ ନିକଟରେ ଯୁଦ୍ଧାସ୍ତ୍ର ପହଞ୍ଚୁ ଥିବାରୁ ସେ ଆହୁରି ମଜଭୁତ ଢଙ୍ଗରେ ଆକ୍ରମଣ ଜାରି ରଖିଛି । ଏବେ ୟୁକ୍ରେନ ଦାବି କରିଛି ଯେ ସେ ଖେରସନରେ ଅନେକ ରୁଷିଆ ସେନାଙ୍କୁ ମାରି ଦେଇଛି ।
ଏପଟେ ଦୋନେସ୍କରେ ବି ରୁଷିଆ ସେନା ମିଶାଇଲା ଆକ୍ରମଣ ଜାରି ରଖିଛନ୍ତି । ଏହାକୁ ଦୃଷ୍ଟିରେ ରଖି ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲନସ୍କି ଦୋନେସ୍କର ସୀମାବର୍ତ୍ତି ଅଞ୍ଚଳକୁ ଖାଲି କରିବାକୁ ଜନତାଙ୍କୁ ଅନୁରୋଧ କରିଛନ୍ତି । ଏହାସହ ସେଠାକାର ଲୋକଙ୍କୁ ସାହାଯ୍ୟ କରିବାକୁ ସେନାଙ୍କୁ କୁହାଯାଇଛି ।
ୟକ୍ରେନ ସେନା ଦାବି କରିଛି ଯେ ସେ ହରାଇଥିବା ଖେରସନର କିଛି ଅଞ୍ଚଳକୁ ପୁଣିଥରେ ଫେରାଇ ଆଣିବାକୁ ସଂଘର୍ଷ ଜାରି ରଖିଛି । ଏହି ଆକ୍ରମଣ ସମୟରେ ବୋମା ମାଡରେ ଅନେକ ରୁଷିଆ ସେନା ନିହତ ହୋଇଥିବା ୟୁକ୍ରେନ୍ ଦାବି କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri