ରାମନବମୀରେ ରକ୍ତ ଦାନ କଲେ ସ୍ବେଚ୍ଛାସେବୀ

ପୁରୁଷୋତ୍ତମପୁର,୬।୪(ସୀମାଞ୍ଚଳ ମିଶ୍ର): ପବିତ୍ର ଶ୍ରୀରାମନବମୀ ଏବଂ ଭାଜପା ଯୁବନେତା ତଥା ସାମାଜିକ କର୍ମୀ ସୀତାରାମ ପାଣିଗ୍ରାହୀଙ୍କ ରବିବାର ଜନ୍ମଦିବସ ଅବସରରେ ଏକ ରକ୍ତଦାନ ଶିବିର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅଧୀନ କୋଳାସିଙ୍ଗି ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସୀତାରାମ ପାଣିଗ୍ରାହୀ କହିଛନ୍ତି, ମାନବ ସେବା ହିଁ ମାଧବ ସେବା। ରକ୍ତ ଅଭାବରୁ ଯେପରି କାହାରି ଜୀବନ ନ ଯାଉ ଏହାହିଁ ଶିବିରର ମୁଖ୍ୟ ଲକ୍ଷ୍ୟ ବୋଲି ସେ କହିଛନ୍ତି।

ଏହି ଅବସରରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ସୂର୍ଯ୍ୟନାରାୟଣ ପଣ୍ଡା, ଦିଗାମ୍ବର ପାଣିଗ୍ରାହୀ, କାଉନ୍‌ସିଲର ଭାସ୍କର ବେହେରା, ଅଇନଜୀବୀ ଜନମୋହନ ପଟ୍ଟନାୟକ, ପିଣ୍ଟୁ ପଟ୍ଟନାୟକ, ଚନୁ ଆଚାରୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ। ବ୍ରହ୍ମପୁର ବଡ଼ମେଡିକାଲ ବ୍ଲଡ୍‌ବ୍ୟାଙ୍କ କର୍ମଚାରୀ ଉପସ୍ଥିତ ରହି ରକ୍ତ ସଂଗ୍ରହ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରତନୟାରେ ବୁଡ଼ି ଚାଲିଗଲା ଜୀବନ, ଶବାଗାରର ଅଚଳ ଆଇସ୍ ବକ୍ସକୁ ନେଇ ପ୍ରବଳ ଅସନ୍ତୋଷ

ପାରଳାଖେମୁଣ୍ଡି,  ୧୬।୬(ଗିରିଧାରୀ ପରିଛା): ଗଜପତି ଜିଲା କେରାଣ୍ଡି ଗ୍ରାମର ମହେନ୍ଦ୍ରତନୟା ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି କେରାଣ୍ଡି ଗ୍ରାମର ସୁବାସ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri