Posted inଖେଳ

ସେମିରେ ଭୋନ୍ଦ୍ରୋସୋଭା

ଓ୍ବିମ୍ବେଲଡନ୍‌, ୧୨ା୭: ଟେନିସ୍‌ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ ଓପନରେ ଆଉ ଏକ ବିପର୍ଯ୍ୟୟ ଘଟାଇ ସେମି ଫାଇନାଲରେ ପ୍ରବେଶ କରିଛନ୍ତି ଚେକ୍‌ ରିପବ୍ଲିକ୍‌ର ର୍ମାକେଟା ଭୋନ୍ଦ୍ରୋସୋଭା। ମଙ୍ଗଳବାର ଅନୁଷ୍ଠିତ କ୍ୱାର୍ଟର ଫାଇନାଲ ମ୍ୟାଚରେ ବିଶ୍ୱ ମାନ୍ୟତାର ୪ ନମ୍ବର ସ୍ଥାନରେ ଥିବା ଆମେରିକାର ଜେସିକା ପେଗୁଲାଙ୍କୁ ୬-୪, ୨-୬ ଓ ୬-୪ ସେଟ୍‌ରେ ପରାସ୍ତ କରି ସେମି ଫାଇନାଲରେ ପ୍ରବେଶ କରିଛନ୍ତି। ଅଲ ଇଂଲଣ୍ଡ କ୍ଲବର କୋର୍ଟ ନମ୍ବର-୧ରେ ଖେଳା ଯାଇଥିବା ମ୍ୟାଚ୍‌ରେ ଅଣସିଡେଡ୍‌ ଭୋନ୍ଦ୍ରୋସୋଭା ସମ୍ପୂର୍ଣ୍ଣ ଭାବରେ ପ୍ରାଧାନ୍ୟ ବିସ୍ତାର କରି ଖେଳିଥିଲେ।
ପ୍ରଥମ ସେଟ୍‌କୁ ୬-୪ରେ ଜିତି ନେଇଥିଲେ ଭୋନ୍ଦ୍ରୋସୋଭା। ପରବର୍ତ୍ତୀ ସେଟରେ ଚମତ୍କାର ପ୍ରତ୍ୟାବର୍ତ୍ତନ ସହିତ ପେଗୁଲା ୬-୨ରେ ଜିତି ନେଇଥିଲେ। ଅନ୍ତିମ ତଥା ନିର୍ଣ୍ଣାୟକ ସେଟ୍‌କୁ ଜିତିବା ସହିତ କ୍ୟାରିୟରରେ ଦ୍ୱିତୀୟ ଥର ପାଇଁ କୌଣସି ଗ୍ରାଣ୍ଡସ୍ଲାମ ଫାଇନାଲରେ ପ୍ରବେଶ କରିଛନ୍ତି। ଏହା ପୂର୍ବରୁ ୨୦୧୯ ଫ୍ରେଞ୍ଚ ଓପନ ଫାଇନାଲରେ ପ୍ରବେଶ କରି ରନର୍ସ ଅପ୍‌ ରହିଥିଲେ ଭୋନ୍ଦ୍ରୋସୋଭା।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ୪ ରାଶିର ଖୋଲୁଛି ଭାଗ୍ୟ! ବ୍ୟବସାୟ-ଇନକମ୍ ଏବଂ ଚାକିରି କ୍ଷେତ୍ରରେ ଡବଲ୍ ଲାଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ ପୂର୍ଣ୍ଣିମାକୁ ଅତ୍ୟନ୍ତ ଶୁଭ ଭାବରେ ବର୍ଣ୍ଣନା କରାଯାଇଛି । ଏହା ସହିତ ଜ୍ୟେଷ୍ଠ ପୂର୍ଣ୍ଣିମାକୁ ଅତ୍ୟନ୍ତ ସ୍ବତନ୍ତ୍ର ଭାବରେ ବିବେଚନା…

ଭାରତ ବିପକ୍ଷରେ ଐତିହାସିକ ବିଜୟ ପରେ ଆୟର୍ଲାଣ୍ଡକୁ ଲାଗିଲା ଶକ୍ତ ଝଟ୍‌କା

ନୂଆଦିଲ୍ଲୀ,୨୯।୬: ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ଜିତି ଆୟର୍ଲାଣ୍ଡ ସିରିଜ କବ୍ଜା କରିଥିଲା। ପ୍ରଥମ ଥର ପାଇଁ ଆୟର୍ଲାଣ୍ଡ କୌଣସି ଫର୍ମାଟରେ ଟିମ ଇଣ୍ଡିଆ ବିପକ୍ଷରେ ସିରିଜ…

ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ମହୁଲ ଗଛରେ ଝୁଲୁଛି…

ପାଟଣା, ୨୯/୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ଡାଳପକା ପଞ୍ଚାୟତର କେନ୍ଦୁଯୋଡା ଗ୍ରାମରେ ଜଣେ ୧୮ ବର୍ଷୀୟା ବିବାହିତା ମହିଳାଙ୍କ ସନ୍ଦେହଜନକ…

୧ ଜୁଲାଇରୁ ବନ୍ଦ ହୋଇଯିବ ୧୦, ୨୦, ୫୦ ଓ ୧୦୦ ଟଙ୍କିଆ ନୋଟ୍‌? ଜାଣନ୍ତୁ କଣ କହିଲେ ସରକାର

ନୂଆଦିଲ୍ଲୀ,୨୯।୬: ସୋସିଆଲ ମିଡିଆରେ ଏବେ ଏକ ପୋଷ୍ଟ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଏକ ପୋଷ୍ଟର ସେୟାର କରାଯାଇଛି। ଏହି ପୋଷ୍ଟରରେ ‘ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର’ର ଲୋଗୋ…

ଗାଁ ଗାଁ ବୁଲି ଡବଲ୍‌ ଇଞ୍ଜିନ ସରକାରର ସଫଳତା ବାଣ୍ଟୁଛନ୍ତି ଭାଜପା କର୍ମୀ: ବୁଦ୍ଧିଜୀବୀଙ୍କୁ ସାକ୍ଷାତ କଲେ ମାନଗୋବିନ୍ଦ

ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ):ରାଜ୍ୟ ସରକାରଙ୍କ ୨ ବର୍ଷ ଓ କେନ୍ଦ୍ର ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ଭାଜପା ଉଭୟ ସରକାରଙ୍କ ସଫଳତା ଓ କାର୍ଯ୍ୟଧାରା…

ଖେମେନେଇଙ୍କ ଶେଷକୃତ୍ୟରେ ସାମିଲ ହେବ ଭାରତ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ….

ତେହରାନ,୨୯।୬: ବିହାର ରାଜ୍ୟପାଳ ଲେଫ୍ଟନାଣ୍ଟ ଜେନେରାଲ ସୟଦ ଆତା ହାସନେନ୍ ଏବଂ ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ର ମାର୍ଗେରିଟା ଭାରତ ସରକାରଙ୍କ ପକ୍ଷରୁ ସର୍ବୋଚ୍ଚ ନେତା ଆୟାତୋଲ୍ଲା ସେୟଦ…

୧୦ବର୍ଷ ପରେ ଭରିଏ ସୁନା ନେବ କେତେ ଟଙ୍କା? ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୨୯।୬: ଆଜି ସୁନା ଦରରେ ପୁଣି ଥରେ ହ୍ରାସ ଦେଖିବାକୁ ମିଳିଛି। ଗ୍ଲୋବାଲ୍ COMEX ମାର୍କେଟରେ ସୁନା ମୂଲ୍ୟ ୦.୩୬% କମିଯାଇଛି। ସ୍ୱଳ୍ପ ଅବଧିର ଏହି ହ୍ରାସ ସତ୍ତ୍ୱେ…

ଥ୍ରୀ-ଲାଙ୍ଗୁଏଜ୍ ପଲିସି ଉପରେ CBSEର ବଡ଼ ନିଷ୍ପତ୍ତି! ତୃତୀୟ ଭାଷାରେ ଦେବାକୁ ପଡ଼ିବନି…

ନୂଆଦିଲ୍ଲୀ,୨୯।୬: CBSEର ଥ୍ରୀ-ଲାଙ୍ଗୁଏଜ ପଲିସି ସମ୍ପର୍କରେ ଛାତ୍ରୀଛାତ୍ର ଏବଂ ସେମାନଙ୍କ ଅଭିଭାବକମାନଙ୍କର ଅନେକ ପ୍ରଶ୍ନ ଥିଲା, ଯାହାକୁ ବୋର୍ଡ ଏବେ ସମାଧାନ କରିଛି। ବୋର୍ଡ କହିଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri