Posted inରାଜ୍ୟ

୨୦୨୪ ନିର୍ବାଚନ ପୂର୍ବରୁ ଭୋଟର ଆଇଡି ସଂଶୋଧନ କରିବାର ଶେଷ ସୁଯୋଗ, ଜାଣନ୍ତୁ କେଉଁ ତାରିଖ ପର୍ଯ୍ୟନ୍ତ କରିପାରିବେ ଆବେଦନ

ଭୁବନେଶ୍ୱର,୨୭/୧୦: ରାଜ୍ୟରେ ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଶୁକ୍ରବାର(ଅକ୍ଟୋବର ୨୭) ଠାରୁ ସ୍ୱତନ୍ତ୍ର ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ସୂଚନା ଦେଇଛନ୍ତି। ନୂତନ ଭୋଟର ଆଇଡି ଏବଂ ସଂଶୋଧନ ପାଇଁ ଆସନ୍ତ ଡିସେମ୍ବର ୯ ତାରିଖ ଯାଏ ଆବେଦନ କରିପାରିବେ।

ଯେଉଁ ଯୁବତୀ ଯୁବକ ମାନଙ୍କର ଜାନୁଆରୀ ୨୦୨୪ ସୁଦ୍ଧା ବୟସ ୧୮ ହୋଇଯାଇଥିବ ସେମାନେ ଆବେଦନ କରିପାରିବେ। ଯେଉଁମାନଙ୍କର ଆଇଡ଼ିରେ ତ୍ରୁଟି ରହିଥିବା ସେମାନେ ମଧ୍ୟ ଆବେଦନ କରିପରବେ। ଆବେଦନ ଉଭୟ ଅନଲାଇନ ଏବଂ ଅଫଲାଇନରେ ହେବ। ଲୋକମାନେ ଅଧିକ ସୂଚନା ପାଇଁ ଟୋଲ ଫି ନମ୍ବର ୧୯୫୦ କୁ ଯୋଗାଯୋଗ କରିପାରିବେ।

ରାଜ୍ୟରେ ଗତ ବର୍ଷ ଅପେକ୍ଷା ଚଳିତ ଭୋଟର ସଂଖ୍ୟା ବର୍ଷ ବଢ଼ିଛି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଅନୁଯାୟୀ ଗତବର୍ଷ ୩ କୋଟି ୨୩ ଲକ୍ଷ ୫୨ ହଜାର ୧୧୯ ଭୋଟର ଥିବା ବେଳେ ଚଳିତ ବର୍ଷ ଭୋଟର ସଂଖ୍ୟା’୩ କୋଟି ୨୬ ଲକ୍ଷ ୫୫ ହଜାର ୨୧୩ ରହିଛି।

ସେହିପରି ବୁଥ୍‌ ସଂଖ୍ୟା ମଧ୍ୟ ବଢ଼ି ୩୭ ହଜାର ୮୦୯ରେ ପହଞ୍ଚିଛି । ପ୍ରଥମ ପର୍ଯ୍ୟାୟରେ ୧୦ଟି ଜିଲ୍ଲାରେ EVM, VVPAT ଯାଞ୍ଚ ସରିଛି । ବାକି ୨୦ଟି ଜିଲ୍ଲାରେ ନଭେମ୍ବର ପହିଲାରୁ ଯାଞ୍ଚ ହେବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri