Posted inଜାତୀୟ

ଭାଜପାକୁ ୫ ଆସନରେ ସୀମିତ ରଖିବେ ଭୋଟର

ନୂଆଦିଲ୍ଲୀ, ୪।୨: କୃଷି ଆଇନ ବିରୋଧରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ଏମ୍‌ପି ସଞ୍ଜୟ ସିଂ ରାଜ୍ୟ ସଭାରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ, ଆନ୍ଦୋଳନ କରୁଥିବା ଚାଷୀଙ୍କୁ ସରକାର ଖଲିସ୍ତାନୀ ବୋଲି କହିବା ଦୁର୍ଭାଗ୍ୟପୂର୍ଣ୍ଣ। ଏଏପି ଚାଷୀଙ୍କ ସହିତ ଛିଡ଼ା ହୋଇଛି। ଏହା ସର୍ବଦା ଜାରି ରହିବ। ୨୦୧୯ ଲୋକ ସଭା ନିର୍ବାଚନ ଘୋଷଣା ପତ୍ରରେ କଂଗ୍ରେସ କେତେକ କୃଷି ଆଇନ ଉପରେ ଗୁରୁତ୍ୱାରୋପ କରିଥିଲା। ଏହାର ଫଳାଫଳ ଦଳକୁ ମିଳିଛି। ଭୋଟର କଂଗ୍ରେସକୁ ୫୫ ଆସନରେ ପହଞ୍ଚାଇ ଦେଇଛନ୍ତି। କେନ୍ଦ୍ରର ଭାଜପା ସରକାର କୃଷି ଆଇନକୁ ଲାଗୁ କରିଛନ୍ତି। ଏବେ ଏହାର ପରିମାଣ ଭାଜପା ଭୋଗିବ। ଭୋଟର ଭାଜପାକୁ ୫ ଆସନରେ ସୀମିତ ରଖିବେ ବୋଲି ସଞ୍ଜୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Gen Zକୁ ମୋହନ ଭାଗବତଙ୍କ ବଡ଼ ବାର୍ତ୍ତା, ଧର୍ମ ବୃଦ୍ଧାବସ୍ଥା….

ନୂଆଦିଲ୍ଲୀ,୧୮।୯: Gen Z ଓ ଯୁବପିଢ଼ିକୁ ଧର୍ମ ନେଇ ବଡ଼ ବାର୍ତ୍ତା ଦେଇଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ପ୍ରମୁଖ ମୋହନ ଭାଗବତ । ଶୁକ୍ରବାର ଉଜ୍ଜୟିନୀରେ…

ଏସୀୟ କ୍ରୀଡ଼ା: ଜାପାନକୁ ହରାଇ ସେମିରେ ପହଞ୍ଚିଲା ଭାରତ

କୋରୋଗି,୧୮।୯: ଜାପାନର ନିଶିନ ସ୍ଥିତ କୋରୋଗି ସ୍ପୋର୍ଟସ ପାର୍କରେ ଖେଳାଯାଇଥିବା କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଶେଫାଲି ଏବଂ ରିଚାଙ୍କ ଦମଦାର ପ୍ରଦର୍ଶନ ବଳରେ ଭାରତୀୟ ଦଳ ଜାପାନକୁ…

ବହୁ ଚର୍ଚ୍ଚିତ ନିଠାରି ମାମଲାର ମୁଖ୍ୟ ଅଭିଯୁକ୍ତ ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା, ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ

ହରିଦ୍ୱାର,୧୮।୯: ନିଠାରି ମାମଲାର ଅଭିଯୁକ୍ତ ସୁରେନ୍ଦ୍ର କୋଲି (ମୂଳତଃ ଉତ୍ତର ପ୍ରଦେଶର ଗୌତମ ବୁଦ୍ଧ ନଗର/ନୋଏଡା ନିବାସୀ) ହରିଦ୍ୱାରରେ ଝୁଲନ୍ତା ଅବସ୍ଥାରେ ମିଳିଛନ୍ତି। ଖବର ଅନୁଯାୟୀ, ଏହି…

ଭାରତକୁ ନାଲି ଆଖି ଦେଖାଇଲାଣି ବାଂଲାଦେଶ, ବର୍ତ୍ତମାନ ରଖିଲାଣି ବଡ଼ ସର୍ତ୍ତ

ଢାକା,୧୮।୯: ବାଂଲାଦେଶରେ ତାରିକ ରହମାନଙ୍କ ନେତୃତ୍ୱାଧୀନ ପ୍ରଶାସନ ଶେଖ ହସିନାଙ୍କ ପ୍ରତ୍ୟର୍ପଣ ଦାବିକୁ ନେଇ ଧମକପୂର୍ଣ୍ଣ ଆଭିମୁଖ୍ୟ ଗ୍ରହଣ କରିଛି। ଭାରତ ପ୍ରତି ଏକ ଆକ୍ରମଣାତ୍ମକ ମନୋଭାବ…

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ…

ଆସୁଛି UPIର ‘ବାପା’, ‘ଡିଜିଟାଲ ରୁପି’ (Digital Rupee), ଏହା କ’ଣ? ବ୍ୟାଙ୍କ କିମ୍ବା ଇଣ୍ଟରନେଟ ସଂଯୋଗ ବିନା କିପରି ଟଙ୍କା ସ୍ଥାନାନ୍ତର ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୯: ମୂଳ କଥା ହେଉଛି UPI ଠାରୁ ମଧ୍ୟ ଏକ ବଡ଼ ଜିନିଷ ଆସିବାକୁ ଯାଉଛି। UPI ଶୁଳ୍କ (charges) କୁ ନେଇ ଚାଲିଥିବା ହଟଚମଟ ମଧ୍ୟରେ,…

କୃଷକଙ୍କ ପାଇଁ ଖୁସି ଖବର: ମାସକୁ ପାଇବେ ୩,୦୦୦ ଟଙ୍କା ପେନସନ! PM Kisan ରେ…

ନୂଆଦିଲ୍ଲୀ,୧୮।୯: ବାର୍ଦ୍ଧକ୍ୟରେ ନିୟମିତ ଆୟକୁ ନେଇ ସମସ୍ତଙ୍କ ମନରେ ଚିନ୍ତା ଥାଏ, ବିଶେଷକରି କ୍ଷୁଦ୍ର ଏବଂ ନାମମାତ୍ର ଚାଷୀମାନଙ୍କ ପାଇଁ ଏହି ଚିନ୍ତା ଆହୁରି ବଢ଼ିଯାଏ। ଏହାକୁ…

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?