ପିପିଲି ଉପନିର୍ବାଚନ: ଭୋଟଗ୍ରହଣ ଆରମ୍ଭ, ଇଭିଏମ୍‌ ତ୍ରୁଟି ଅଭିଯୋଗ

ଭୁବନେଶ୍ୱର/ପୁରୀ ଅଫିସ୍‌,୩୦।୯: ବହୁଚର୍ଚ୍ଚିତ ପିପିଲି ଉପନିର୍ବାଚନ ପାଇଁ ଗୁରୁବାର ସକାଳୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। କୋଭିଡ ଗାଇଡ୍‌ଇନ ମଧ୍ୟରେ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ସା ୬ଟାରେ ଶେଷ ହେବ। ଭୋଟରମାନେ ବିଭିନ୍ନ ବୁଥ୍‌ରେ ସେମାନଙ୍କ ମତ ସାବ୍ୟସ୍ତ କରୁଛନ୍ତି। ୬ଟି ବୁଥ୍‌ରେ ଇଭିଏମ୍‌ ତ୍ରୁଟି ଥିବା ଅଭିଯୋଗ ହୋଇଛି। ବିଜେଡି ପକ୍ଷରୁ ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହରାଥୀ ଏଠାରୁ ପ୍ରାର୍ଥୀ ହୋଇଥିବା ବେଳେ ଭାଜପାରୁ ଆଶ୍ରିତ ପଟ୍ଟନାୟକ ଓ କଂଗ୍ରେସରୁ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର ପ୍ରାର୍ଥୀ ହୋଇଛନ୍ତି।
ସୂଚନାଯୋଗ୍ୟ, ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀର ମୋଟ ୨ଲକ୍ଷ ୨୯ ହଜାର ୯୯୮ ଜଣ ଭୋଟର ସେମାନଙ୍କ ମତ ସାବ୍ୟସ୍ତ କରିବେ। ଏଥିପାଇଁ ୩୪୮ଟି ବୁଥ କରାଯାଇଛି। ୩୪୮ଟି ବୁଥ ମଧ୍ୟରୁ ୨୦୧ଟି ସମ୍ବେଦଶୀଳ ରହିଛି। ସମସ୍ତ ବୁଥ୍‌ରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଦୁଇ ହଜାରରୁ ଅଧିକ ପୁଲିସ ଫୋର୍ସଙ୍କୁ ସୁରକ୍ଷା ଦାୟିତ୍ୱରେ ନିୟୋଜିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର,୩୦ା୮(ବନ୍ଦନା ସେଠୀ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍‌ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା…

ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri