ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଲାଗି ମତଦାନ ଆରମ୍ଭ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାବାଚନର ବୁଧବାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ। ସକାଳ ୭ ଟାରୁ ବୁଥ୍‌ଗୁଡ଼ିକରେ ମତଦାନ ଆରମ୍ଭ ହୋଇଯାଇଛି।
ପ୍ରଥମ ପର୍ଯ୍ୟାୟରେ ୩୦ ଜିଲାର ୭୧ ବ୍ଲକର ୨୦୦ ଜିଲା ପରିଷଦ ଜୋନ୍‌ରେ ୧୬୬୯ ଗ୍ରାମପଞ୍ଚାୟତରେ ଜିଲା ପରିଷଦ, ସରପଞ୍ଚ, ସମିତି ସଭ୍ୟ ଓ ୱାର୍ଡମେମ୍ବର ନିମନ୍ତେ ମତଦାନ ହେବ। ୨୨,୩୭୯ଟି ବୁଥ୍‌ରେ ମତଦାନ ଆରମ୍ଭ ହୋଇଯାଇଛି। ମୋଟ ୬୭.୫୧ଲକ୍ଷ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ। ବୁଧବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ଦିନ ୧ଟା ଯାଏ ଚାଲିବ। ହଜାର ହଜାର ପ୍ରାର୍ଥୀ ଆଜିଙ୍କ ଭାଗ୍ୟ ପରୀକ୍ଷା। ମତଦାନ କେନ୍ଦ୍ରଗୁଡ଼ିକରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବାଇକ୍‌ ଶୋ’ରୁମ୍‌

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?