ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ: ମୋଦି-ଶାହା ଦେବେ ଭୋଟ

ନୂଆଦିଲ୍ଲୀ,୭।୫: ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ଆଜି ତୃତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି। ସକାଳ ୭ଟାରୁ ଭୋଟର ମତଦାନ କରିଛନ୍ତି। ଏହି ପର୍ଯ୍ୟାୟରେ ଗୁଜରାଟର ୨୬ ଆସନ, କର୍ନାଟକର ୧୪, ମହାରାଷ୍ଟ୍ରର ୧୧, ଉତ୍ତରପ୍ରଦେଶର ୧୦, ମଧ୍ୟପ୍ରଦେଶର ୯, ଛତିଶଗଡ଼ର ୭, ବିହାରର ୫, ଆସାମ ଓ ପଶ୍ଚିମବଙ୍ଗର ୪ଟି ଲେଖାଏ, ଗୋଆ ଏବଂ ଦାଦ୍ରା ନଗର ହାଭେଲି ଓ ଡାମନର ୨ଟି ଲେଖାଏ ଆସନରେ ଭୋଟ ଚାଲିଛି। ୧୭ କୋଟିରୁ ଊର୍ଦ୍ଧ୍ୱ ମତଦାତା ୧ ଲକ୍ଷ ୮୫ ହଜାର ଭୋଟକେନ୍ଦ୍ରରେ ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ। ଏହି ପର୍ଯ୍ୟାୟର ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ ଅଛନ୍ତି ବରିଷ୍ଠ ଭାଜପା ନେତା ଅମିତ୍‌ ଶାହା, ମନସୁଖ ମାଣ୍ଡବ୍ୟ, ଜ୍ୟୋତିରାଦିତ୍ୟ ସିନ୍ଧିଆ, ପ୍ରହଲ୍ଲାଦ ଜୋଷୀ, ଶିବରାଜ ସିଂ ଚୌହାନ, ବାସବରାଜ ବୋମାଇ, କଂଗ୍ରେସ ନେତା ଦିଗବିଜୟ ସିଂ, ସମାଜବାଦୀ ପାର୍ଟିର ଡିମ୍ପଲ ଯାଦବ ଏବଂ ଏନ୍‌ସିପି(ଏସ୍‌ପି) ନେତ୍ରୀ ସୁପ୍ରିୟା ସୁଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶ୍ନପତ୍ର ଲିକ୍‌ ପଛରେ ବଡ଼ ନେଟ୍‌ଓ୍ବର୍କ: ସାଂଘାତିକ ଖୁଲାସା, ୩ ରାଜ୍ୟରୁ…

ନୂଆଦିଲ୍ଲୀ,୧୩ା୫:ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଏକ ବଡ଼ ଅଗ୍ରଗତି ହୋଇଛି। ତଦନ୍ତକାରୀ ଅଧିକାରୀମାନେ ନାସିକ୍‌ରୁ ଡେରାଡୁନ୍‌ ଏବଂ ରାଜଗିର ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଅନେକଙ୍କୁ…

ଏନ୍‌ଇଇଟି ବାତିଲ

ମେଡିକାଲ, ଇଞ୍ଜିନିୟରିଂ ଭଳି ଅତି ପ୍ରତିଦ୍ୱନ୍ଦ୍ୱିତାମୂଳକ ପ୍ରବେଶିକା ପରୀକ୍ଷାରେ ବାରମ୍ବାର ଅନିୟମିତତା ଦେଖାଦେବା ଦେଶର ଶିକ୍ଷା ବ୍ୟବସ୍ଥା ଓ ପରିଚାଳନା ସହିତ ଶିକ୍ଷା ମନ୍ତ୍ରଣାଳୟର ଅପାରଗତାକୁ ବାରମ୍ବାର…

ସୁନା-ରୁପାକୁ ନେଇ କେନ୍ଦ୍ର ସରକାର କଲେ ବଡ଼ ଘୋଷଣା: ମୋଦିଙ୍କ ଅପିଲ ପରେ…

ନୂଆଦିଲ୍ଲୀ,୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ନାଗରିକମାନଙ୍କୁ ଅତି କମରେ ଗୋଟିଏ ବର୍ଷ ପାଇଁ ସୁନା କିଣିବାରୁ ନିବୃତ୍ତ ରହିବାକୁ ନିବେଦନ କରିଛନ୍ତି। ଏହି ସମୟରେ ଏକ…

ସୌମ୍ୟ ହତ୍ୟା ମାମଲାରେ ଚାଞ୍ଚଲ୍ୟକର ଖୁଲାସା: ଘଟଣା ଦିନ ନେଇଥିଲେ…

ଭୁବନେଶ୍ୱର,୧୩।୫(ତ୍ରିନାଥ ମହାନ୍ତି):ଯୁବତୀଙ୍କୁ ଅସଦାଚରଣ ଓ ବଳାତ୍କାର ଉଦ୍ୟମ କରିଥିବା ଜିଆର୍‌ପି କନ୍‌ଷ୍ଟେବଲ୍‌ ସୌମ୍ୟରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲାରେ କ୍ରାଇମ୍‌ବ୍ରାଞ୍ଚର ତଦନ୍ତକୁ ୩ଦିନ ପୂରିଲାଣି। ରବିବାର ରାତିରେ ଉପରଠାଉରିଆ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣା ପ୍ରଶ୍ନ ଶୁଣି ଏମିତି ପ୍ରତିକ୍ରିୟା ଦେଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୧୩ା୫(ସୁନିତ୍‌ ମିଶ୍ର):ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ହେବା ଘଟଣାକୁ ନେଇ ଦେଶବ୍ୟାପୀ ଛାତ୍ରୀଛାତ୍ରମାନେ ଜୋର୍‌ଦାର ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାଦ୍ୱାରା ଦେଶର ୨୨ ଲକ୍ଷରୁ ଊର୍ଦ୍ଧ୍ୱ ପରୀକ୍ଷାର୍ଥୀଙ୍କ ପରିଶ୍ରମ ଏବଂ…

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅର ଅକାଳ ମୃତ୍ୟୁ: ହଠାତ୍‌ ଘଟିଲା…

ଲକ୍ଷ୍ନୌ,୧୩।୫: ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ତଥା ଅପର୍ଣ୍ଣା ଯାଦବଙ୍କ ସ୍ବାମୀ ପ୍ରତୀକ ଯାଦବଙ୍କ ଦେହାନ୍ତ ହୋଇଛି। ସେ ଲକ୍ଷ୍ନୌର ଏକ ହସ୍ପିଟାଲରେ ଶେଷନିଶ୍ୱାସ ତ୍ୟାଗ…

ବିକ୍ରି ପରିମାଣ ନେଇ ଚାଷୀ ଅସନ୍ତୋଷ: ଲଖମରା ମଣ୍ଡିକୁ ଆସିଛି ୧୨୪ ପ୍ୟାକେଟ୍‌ ଧାନ

ପଦ୍ମପୁର,୧୩ା୫(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ସୋମବାରଠାରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଖଣ୍ଡର ମୋଟ ୫୯ଟି କେନ୍ଦ୍ରରେ ଧାନ ସଂଗ୍ରହ କରାଯିବ ।…

ବାରକୋଟରେ ଚାଞ୍ଚଲ୍ୟ: ଲଜରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସାଥିରେ ରହୁଥିବା ଯୁବକ ଫେରାର

ଦେବଗଡ଼, ୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟସ୍ଥିତ ଏକ ଲଜରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଜଣକ ହେଲେ ବାରକୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri