କେସିଙ୍ଗା ବ୍ଲକରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଲାଗି ମତଦାନ ଆରମ୍ଭ

କେସିଙ୍ଗା,୨୪।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩୦୫ ବୁଥ ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଗୁରୁବାର ସକାଳ ୭ରୁ ଆରମ୍ଭ ହୋଇଛି। ଏହି ବ୍ଲକର ୨୬ ଟି ପଞ୍ଚାୟତରେ ୭୭ ହଜାର ୭୬୩ ଭୋଟର ରହିଛନ୍ତି। ବ୍ଲକର ୩ ଟି ଜିଲାପରିଷଦ ଆସନ ପାଇଁ ୧୩ ପ୍ରାର୍ଥୀ ନିର୍ବାଚନ ଲଢ଼ୁଛନ୍ତି। ଏଥିରେ ବିଜେଡି, ଭାଜପା, କଂଗ୍ରେସ, ବିଏସ୍‌ପି, ଆମ ଆଦମୀ ପାର୍ଟିର ପ୍ରାର୍ଥୀ ମାନେ ରହିଛନ୍ତି। ସେହିପରି ସମିତି ସଭ୍ୟା ସଭ୍ୟ ପାଇଁ ୮୬ ,ସରପଞ୍ଚ ପାଇଁ ୧୦୭, ୱାର୍ଡ଼ ମେମ୍ବର ପାଇଁ ୨୨୨ ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନରେ ଓଲ୍ଲାଇଛନ୍ତି। ସମଗ୍ର କେସିଙ୍ଗା ବ୍ଲକରେ ୪୨୮ ଜଣ ପ୍ରାର୍ଥୀ ତ୍ରିସ୍ତରୀୟ ନିର୍ବାଚନ ରେ ପ୍ରତିଦ୍ବନ୍ଦିତା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କୁ ବିଜୟଙ୍କ କଟାକ୍ଷ: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ଏକ ଦିଗହରା ନିଷ୍ପତ୍ତି, ରଣକ୍ଷେତ୍ର ପାଲଟିଲାଣି ଶ୍ରୀକ୍ଷେତ୍ର

ଭୁବନେଶ୍ୱର, ୪।୯(ବ୍ୟୁରୋ): ଶ୍ରୀମନ୍ଦିର ମେଘନାଦ ପାଚେରି କଡ଼ରୁ ୭୫ ମିଟର ପରିଧି ମଧ୍ୟରେ କରାଯାଉଥିବା ଉଚ୍ଛେଦକୁ ନେଇ ବିଷଦ୍‌ଗାର କରିଛନ୍ତି ବରିଷ୍ଠ ଭାଜପା ନେତା ବିଜୟ...

ପ୍ରଭାତଙ୍କୁ ଶୌର୍ଯ୍ୟବୀର ପଦକ

କାକଟପୁର/ଅସ୍ତରଙ୍ଗ,୨୮ା୭(ଡି.ଏନ୍‌.ଏ.):କାକଟପୁର ବ୍ଲକ ଅର୍ନ୍ତଗତ ଅଶିଜଙ୍ଗା ଗ୍ରାମର ପ୍ରଭାତ କୁମାର ବେହେରାଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୌର୍ଯ୍ୟବୀର ପଦକ ପ୍ରଦାନ କରିଛନ୍ତି। ଭାରତ ସରକାରଙ୍କ ସାମରିକ ବିଭାଗରେ...

ଓଡ଼ଗାଁରେ ଆରମ୍ଭ, ଭାପୁରରେ ଶେଷ

ନୟାଗଡ଼ ଅଫିସ,୧୩।୧: କରୋନାର ତୃତୀୟ ଲହର ସମୟରେ ପଞ୍ଚାୟତ ନିର୍ବାଚନ ଭୋଟରଙ୍କ ଭୟ ବଢ଼ାଇଛି। ତଥାପି ନିର୍ବାଚନ ବିଗୁଲ୍‌ ବାଜିବା ପରେ ନେତା ଓ ଆଶାୟଙ୍କ...

ବିଦ୍ୟାଳୟ ପରିସରରେ ଭଙ୍ଗା ଘର

କେନ୍ଦୁଝର,୩ା୧୨(ସ୍ବ.ପ୍ର.): କେନ୍ଦୁଝର ସହର ଶିରିପୁର ସାହି ନିକଟରେ ଥିବା ପ୍ରାଥମିକ ବିଦ୍ୟାଳୟ ତଦାରଖ ଅଭାବରୁ ଅସୁରକ୍ଷିତ ହୋଇପଡ଼ିଛି। ପରିସରରେ ଭଙ୍ଗା ଦଦରା ଘର ରହିଥିବା ବେଳେ...

ଲକ୍‌ଡାଉନ୍‌ ବେଳେ ଗଞ୍ଜେଇ ଚାଲାଣ, ୪ ଗିରଫ

ଫିରିଙ୍ଗିଆ,୨୬ା୩-କରୋନା ଲାଗି ରାଜ୍ୟ ଲକ୍‌ଡାଉନରେ ଥିବା ବେଳେ ଗଞ୍ଜେଇ ଚାଲାଣକାରୀ ସକ୍ରିୟ ହୋଇଉଠିଛନ୍ତି। ପୋଲିସର ବ୍ଲକିଂକୁ ଚକମା ଦେଇ ଗଞ୍ଜେଇ ଚାଲାଣ କରାଯାଉଥିବା ବେଳେ ଫିରିଙ୍ଗିଆ...

୧୮୦ କିମି ଦୂରରେ ‘ଗୁଲାବ’: ଗଜପତିରେ ଆରମ୍ଭ ହେଲା ପବନ ସହ ବର୍ଷା

ପାରଳାଖେମୁଣ୍ଡି,୨୬ା୯(ଡି.ଏନ୍‌.ଏ.): ସମ୍ଭାବ୍ୟ ବାତ୍ୟା ‘ଗୁଲାବ’ ଗଜପତି ଜିଲାରେ ଅଧିକ ପ୍ରଭାବ ପକାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ତେବେ ଆଜି ସକାଳୁ...

୫ ଗାଁକୁ ଖୋଲିଲା ରାସ୍ତା ଅପହଞ୍ଚ ଇଲାକାକୁ ଗଲା ଦୁଇଚକିଆ ଯାନ

ରାଇକିଆ,୧୫ା୭(ଡ଼ି.ଏନ.ଏ)-ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ବାନ୍ଦାଙ୍ଗି, ଇନ୍ଦ୍ରଗଡ଼ ପଞ୍ଚାୟତର ସାର୍ବାପାଙ୍ଗା, ସାର୍ସାପାଟା, ବାସୁବାଡ଼ି, ଦୁବା ଗାଁକୁ ରାସ୍ତା ଖୋଲିଛି। ପ୍ରଥମ ଥର ପାଇଁ ଏହି ସ୍ଥାନକୁ...

ଲକ୍‌ଡାଉନ ବେଳେ ବି ଚାଲିଛି ମଦ କାରବାର

ଲୋଇସିଂହା, ୧୦।୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଲୋଇସିଂହା ଥାନା ଅନ୍ତର୍ଗତ କୁଟାସିଂହା, ଅଗଲାପାଲି ଓ ଗୋପାଳପୁର ଗାଁରେ ଅବକାରୀ ବିଭାଗ ଚଢାଉ କରି ୯୦ ଲିଟର...

Advertisement
Archives

Model This Week