ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଜାରି: ସାଢ଼େ ୧୦ଟା ସୁଦ୍ଧା ୧୦ ପ୍ରତିଶତ ଭୋଟିଂ

ସୁନ୍ଦରଗଡ,୧୬।୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବୁଧବାର ସୁନ୍ଦରଗଡ଼ ଜିଲାରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସକାଳ ୭ଟାରୁ ଜିଲାର ବଡଗାଁ, କୁଆରମୁଣ୍ଡା, ବଣାଁଇଗଡ ଏବଂ ଲାଠିକଟା ବ୍ଲକର ୯ଟି ଜିଲା ପରିଷଦ ଜୋନରେ ବର୍ତ୍ତମାନ ସୁଦ୍ଧା ଶାନ୍ତି ଶୃଙ୍ଖଳାର ସହ ମତଦାନ ଚାଲିଛି। ଲୋକମାନେ ସକାଳୁ ଲମ୍ବା ଲାଇନ୍‌ରେ ଠିଆ ହୋଇ ନିଜର ମତଦାନ ସାବସ୍ତ୍ୟ କରିଛନ୍ତି। ତେବେ ପୂର୍ବାହ୍ନ ୧୦.୨୫ଟା ସୁଦ୍ଧା ବଡଗାଁର ୧୯୭ ଓ୍ବାର୍ଡରେ ୬୩୨୬ ମତଦାନ ହୋଇଥିବା ବେଳେ କୁଆଁରମୁଣ୍ଡାର ୨୭୧ ଓ୍ବାର୍ଡରେ ୮୦୧୭, ଲାଠିକଟା ୨୩୩ ଓ୍ବାର୍ଡରେ ୯୫୪୬ ଏବଂ ବଣାଇଁଗଡ଼ର ୧୭୨ ଓ୍ବାର୍ଡରେ ୪୧୮୭ ମତଦାନ ହୋଇଛି। ସୂଚନାଯୋଗ୍ୟ, ଜିଲାର ବଡଗାଁ ବ୍ଲକର ୨ଟି, କୁଆଁରମୁଣ୍ଡା ବ୍ଲକର ୨ଟି, ଲାଠିକଟା ବ୍ଲକର ୨ଟି ଏବଂ ବଣାଇଁଗଡ ବ୍ଲକର ୨ଟି ଜିଲା ପରିଷଦ ଜୋନରେ ମତଦାନ ଅନୁଷ୍ଠିତ ହେଉଛି। ଏହି ନିର୍ବାଚନରେ ୪୨ଜଣ ଜିଲା ପରିଷଦ ପ୍ରାର୍ଥୀ, ୩୪୩ ଜଣ ସରପଞ୍ଚ ପ୍ରାର୍ଥୀ, ୨୬୦ଜଣ ସମିତି ସଭ୍ୟ ପ୍ରାର୍ଥୀ ଏବଂ ୫୮୨ଜଣ ଓାର୍ଡ ମେମ୍ବରଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର। ପ୍ରଥମ ପର୍ଯ୍ୟାୟରେ ମୋଟ ୨ଲକ୍ଷ ୮୧ହଜାର ୫୫ଜଣ ମତଦାତା ୮୭୩ ଗୋଟି ବୁଥରେ ପଞ୍ଚାୟତ ନିର୍ବାଚନ ପାଇଁ ନିଜର ମତଦାନ ଅଧିକାର ସାବ୍ୟସ୍ତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବଦଳିବ ରାହୁ-କେତୁଙ୍କ ଚାଲି: କନ୍ୟା,ମୀନ ରାଶିଙ୍କ ସମେତ ୬ ରାଶିଙ୍କ ଗୋଲଡେନ ଟାଇମ୍‌ ଆରମ୍ଭ, ଧନବର୍ଷା ସହ ବଡ଼ ଚାକିରିର ଅଫର୍‌

ରାହୁ ମକର ରାଶିକୁ ଏବଂ କେତୁ କର୍କଟ ରାଶିକୁ ଆସିବା ଫଳରେ ଡିସେମ୍ୱର ମାସରେ ଅନେକ ରାଶିଙ୍କ ପାଇଁ ଭଲ ସମୟ ଆରମ୍ଭ ହେବ। ଭାଗ୍ୟଶାଳୀ ରାଶିମାନଙ୍କ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ମେସେଜ ପାଇଁ ଟଙ୍କା ନେବ ହ଼୍ବାଟସଆପ୍‌! ୧ ଅକ୍ଟୋବରରୁ ବଦଳିବ ନିୟମ; ସାଧାରଣ ୟୁଜର୍ସଙ୍କୁ ପଡ଼ିବ ପ୍ରଭାବ?

ନୂଆଦିଲ୍‌ଲୀ,୩୦।୯: ଯଦି ଆପଣ ହ଼୍ବାଟସଆପ (WhatsApp)ରେ କୌଣସି କମ୍ପାନୀଠାରୁ ଅର୍ଡର ଅପଡେଟ, ଡେଲିଭରି ସୂଚନା କିମ୍ୱା କଷ୍ଟମର ସର୍ଭିସ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ

ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?