ଆଳିରେ ଶାନ୍ତି ଶୃଙ୍ଖଳା ସହ ଚାଲିଛି ମତଦାନ

ଆଳି,୧୬।୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ବୁଧବାର ପ୍ରଥମ ପର୍ଯ୍ୟାୟ ମତଦାନ। ଏ ନେଇ କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ ଶାନ୍ତି ଶୃଙ୍ଖଳାର ସହିତ ମତଦାନ ଚାଲିଛି। ବ୍ଲକର ୩୪ ପଞ୍ଚାୟତରେ ସମୁଦାୟ ୪୯୦ ବୁଥ୍‌ରେ ଭୋଟ ଗ୍ରହଣ ଚାଲିଛି। ସରପଞ୍ଚ, ସମିତିସଭ୍ୟ ଏବଂ ଓ୍ବାର୍ଡମେମ୍ବର ପାଇଁ ସମୁଦାୟ ୧୧୬୪ ଜଣ ପ୍ରତିଦ୍ବନ୍ଦୀ ନିର୍ବାଚନ ଲଢ଼ୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣା ଯୋଗୁ ୪ଲକ୍ଷ କୋଟିର ଆର୍ଥିକ କ୍ଷତି

ଯାଜପୁର ଅଫିସ,୩ା୨:ରାଜ୍ୟରେ ଗତ ଏକ ଦଶନ୍ଧି ମଧ୍ୟରେ ୧୫ରୁ ୪୫ ବୟସର ପ୍ରାୟ ୪୫ ହଜାର ଲୋକଙ୍କ ଦୁର୍ଘଟଣାଜନିତ ମୃତ୍ୟୁ ଘଟିଛି। ସିଆଇଡି ଏବଂ କ୍ରାଇମବ୍ରାଞ୍ଚର...

ବିଦ୍ୟାଳୟରେ ପଶି ଛାତ୍ରଙ୍କୁ ମାଡ଼ ଅଭିଯୋଗ

ଠାକୁରମୁଣ୍ଡା,୨୪ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଚମ୍ପାଝର ପଞ୍ଚାୟତ ଅନ୍ତର୍ଗତ ନୂଆଗଁା ପ୍ରାଥମିକ ବିଦ୍ୟାଳୟରେ ପଶି ଜଣେ ବ୍ୟକ୍ତି ଛାତ୍ରମାନଙ୍କୁ ମାଡ଼ ମରିଥିବା ଅଭିଯୋଗ ହୋଇଛି।...

ଅବେବସ୍‌ତା ଘେରରେ ଦୁମଦୁମି ସେବାଶ୍ରମ ସ୍କୁଲ: ୧୦ଟା ଶ୍ରେଣୀକେ ୨୬୮ ଛାତ୍ରୀଛାତ୍ର, ୪ ଶିକ୍ଷକ

ଲୋଇସିଂହା, ୯।୧୨(ଡି.ଏନ.ଏ.)-  ଆଦିବାସୀ ଛାତ୍ରୀଛାତ୍ରକଁର ଶିକ୍ଷାର ବିକାଶ ଲାଗି ସରକାର ଖାସ୍‌ ପଦକ୍ଷେପ ନେଉଥିବାର କହୁଛନ୍‌। ହେଲେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଦୁମଦୁମିରେ ଥିବାର...

ଅବକାରୀ ବିଭାଗର ଚଢ଼ାଉ: ଜଣେ ଗିରଫ, ୧ କେଜି ବ୍ରାଉନ୍‌ସୁଗାର, ବନ୍ଧୁକ ଜବତ

ଜଳେଶ୍ୱର, ୧୬।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ଷ୍ଟେଶନ ବଜାରସ୍ଥିତ ମିଲବାଡ଼ି ଅଞ୍ଚଳରେ ବୁଧବାର ଭୋରରେ ଜଳେଶ୍ବର ଅବକାରୀ ଏବଂ କଟକ କେନ୍ଦ୍ରୀୟ ଅବକାରୀ...

ଭାଜପାରେ ମିଶିବା ପ୍ରଚାରକୁ ଜାମଦା ବ୍ଳକ ଉପାଧ୍ୟକ୍ଷଙ୍କ ଖଣ୍ଡନ

ବାରିପଦା ଅଫିସ, ୧୩ା୬-ମୟୂରଭଞ୍ଜ ଜିଲା ଜାମଦା ବ୍ଲକ ଉପାଧ୍ୟକ୍ଷ ସାଗରାମ ମୁର୍ମୁ ଭାଜପାରେ ମିଶିବା ନେଇ ଚର୍ଚ୍ଚା ଜୋର ଧରିଥିଲା। ଏହାକୁ ସାଗରାମ ମୁର୍ମୁ ଖଣ୍ଡନ...

ଧାନତଳି ବଞ୍ଚାଇବାକୁ ଯାଇ ନଦୀରେ ଫସିଗଲେ ୨ ଚାଷୀ

ଭବାନୀପାଟଣା,୮ା୮(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ସୋମବାର ଏକ ଅଭବାନୀୟ ଦୃଶ୍ୟ ସାମ୍ନାକୁ ଆସିଛି। ଧାନ ତଳିକୁ ବଞ୍ଚାଇବା ଯାଇ ନଦୀରେ ୨ ଚାଷୀ ଜଳବନ୍ଦୀ ହୋଇଥିଲେ। ଦୀର୍ଘ...

ଭାଜପା ନେତା ରବି ନାରାୟଣ ପାତ୍ରଙ୍କ ପରଲୋକ

ଭବାନୀପାଟଣା,୨୦।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭାଜପା ଶାଖାର ପୂର୍ବତନ ଉପସଭାପତି ତଥା ବରିଷ୍ଠ ଭାଜପା ନେତା ରବି ନାରାୟଣ ପାତ୍ରଙ୍କର ଗୁରୁବାର ପରଲୋକ ଘଟିଛି। ସ୍ବର୍ଗତଃ ପାତ୍ର...

ଏସ୍‌ସିବିରେ ୯ ଇକ୍‌ମୋ ମେଶିନ ଲାଗିବ

ଭୁବନେଶ୍ୱର, ୮।୭(ବ୍ୟୁରୋ): କଟକ ଏସ୍‌ସିବି ମେଡିକାଲ ଓ କଲେଜରେ ୯ଟି ଇକ୍‌ମୋ ମେଶିନ ଲାଗିବ। ଏନେଇ ବୁଧବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ...

Advertisement
Archives

Model This Week