ଭୋଟ ବର୍ଜନ ନିଷ୍ପତ୍ତି

ଛେଣ୍ଡିପଦା,୧୪।୧୨(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବରପଦା ପଞ୍ଚାୟତ ଗୋପୀବଲ୍ଲଭପୁର ମୌଜା କୋଇଲା ଖଣି ଅଞ୍ଚଳ ହୋଇଥିବାରୁ ସରକାରଙ୍କ ଉନ୍ନୟନମୂଳକ କାର୍ଯ୍ୟ ଏଠାରେ କାର୍ଯ୍ୟକାରୀ ହେଉ ନ ଥିବା ନେଇ ଗ୍ରାମବାସୀ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ବାରମ୍ବାର ଏ ନେଇ ପ୍ରଶାସନକୁ ଅବଗତ କରାଯାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉ ନାହିଁ। ଏହାର ପ୍ରତିବାଦରେ ଗ୍ରାମବାସୀ ଏକ ବୈଠକ କରି ଆସନ୍ତା ପଞ୍ଚାୟତ ନିର୍ବାଚନ ବର୍ଜନ କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି। ଗତ ଶନିବାର ଏ ସଂକ୍ରାନ୍ତରେ ଗ୍ରାମ ସଭାପତି ତଅଁଳୁ ଗଡନାୟକ ଜିଲାପାଳ ଓ ରାଜ୍ୟ ସରକାରଙ୍କୁ ଅଭିଯୋଗ ମାଧ୍ୟମରେ ଜଣାଇ ଦେଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ

ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?