ପୌର ନିର୍ବାଚନ: ସଂଧ୍ୟା ୫ଟା ଯାଏ ହେବ ଭୋଟ ଗ୍ରହଣ

ଭୁବନେଶ୍ୱର,୨୧।୩(ବ୍ୟୁରୋ) : ପୌର ନିର୍ବାଚନ ପାଇଁ ରାଜନୀତି ସରଗରମ ରହିଛି। ଆସନ୍ତା ୨୪ ସକାଳ ୮ଟାରୁ ସଂଧ୍ୟା ୫ଟା ଯାଏ ହେବ ଭୋଟ ଗ୍ରହଣ । ୨୨ ତାରିଖ ସଂଧ୍ୟା ୫ଟାରେ ସୁଦ୍ଧା ପ୍ରଚାର ସରିବ । ପୌର ନିର୍ବାଚନ ପାଇଁ ମୋଟ ୧୯୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ । ସେଥିମଧ୍ୟରୁ ବିଏମ୍ସି ପାଇଁ ୩୦, ସିଏମ୍ସି ପାଇଁ ୨୦, ବ୍ରହ୍ମପୁର ମ୍ୟୁନିସିପାଲ କର୍ପୋରେସନ ପାଇଁ ୧୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ ବୋଲି ରାଜ୍ୟ ନିର୍ବାଚନ କମିସନର ପ୍ରେସମିଟ ଜରିଆରେ ସୂଚନା ଦେଇଛନ୍ତି ।

ସେହିପରି ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ । ମୋଟ ୨୨ ହଜାର ପୋଲିଂ କର୍ମଚାରୀ ନିୟୋଜିତ ହେବେ । ପ୍ରତ୍ୟେକ ପୋଲିଂ ପାର୍ଟିରେ ଜଣେ ପ୍ରିଜାଇଡିଂ ଅଫିସର ଆଉ ୪ ଜଣ ପୋଲିଂ ଅଫିସର ରହିବେ । ସମୁଦାୟ ୧୭୩୭ ୱାର୍ଡରେ ହେବ ପୌର ପରିଷଦ ନିର୍ବାଚନ । ୪୩୭୩ ବୁଥରେ ୪୦ ଲକ୍ଷ ୫୫ ହଜାର ୫୩ ଜଣ ମତଦାତା ନିଜର ମତଦାନ ସାବ୍ୟସ୍ତ କରିବେ । ସମୁଦାୟ ୫୮ ଟି ୱାର୍ଡରେ ନିର୍ଦ୍ୱନ୍ଦରେ ପ୍ରାର୍ଥୀ ନିର୍ବାଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଦିନ ହେଲା ବସ୍‌ଷ୍ଟାଣ୍ଡ ବାସିନ୍ଦା ଜଳବନ୍ଦୀ, ନିଦ୍ରାରେ ପ୍ରଶାସନ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବସ୍‌ଷ୍ଟାଣ୍ଡ ବାସିନ୍ଦା ୨ ଦିନ ହେଲା ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଦିଗପହଣ୍ଡି ସହର ଜିଲାର ଏକ ପ୍ରମୁଖ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ନିଖୋଜ ଥିଲେ, କେନାଲରୁ ମିଳିଲା ମହିଳାଙ୍କ ମୃତଦେହ

କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ପିତବାସପୁର କେନାଲ ବ୍ରିଜ ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣକ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଭାଙ୍ଗିଲା ସ୍କୁଲ ଗୃହ କାନ୍ଥ, ପ୍ରଧାନ ଶିକ୍ଷକଙ୍କ ପାଖରେ ନାହିଁ…

ତୁମୁଡିବନ୍ଧ,୧୨ା୯(ଦୀପକ କୁମାର ପରାସେଠ): ଭାଙ୍ଗିଲା ପୁରୁଣା ବିଦ୍ୟାଳୟ ଗୃହର କାନ୍ଥ ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପାଖରେ ନାହିଁ ସୂଚନା। ଏପରି ଘଟଣା କନ୍ଧମାଳ…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?