Posted inଜାତୀୟ

ସରିଲା ଭୋଟ ଗ୍ରହଣ,୨୧ରେ ଫଳାଫଳ

ନୂଆଦିଲ୍ଲୀ,୧୮।୭: ଦେଶର ୧୫ତମ ରାଷ୍ଟ୍ରପତି ଚୟନ ପାଇଁ ସୋମବାର ମତଦାନ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମତଦାନ ଚାଲିଥିଲା। ଏନ୍‌ଡିଏ ପକ୍ଷରୁ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥୀ କରାଯାଇଥିବା ବେଳେ ବିରୋଧୀ ଦଳ ପକ୍ଷରୁ ଯଶବନ୍ତ ସିନ୍ନାଙ୍କୁ ପ୍ରାର୍ଥୀ କରାଯାଇଛି। ତେବେ ଦ୍ରୌପଦୀଙ୍କ ସପକ୍ଷରେ ୬୦%ରୁ ଅଧିକ ଭୋଟ ଥିବାରୁ ତାଙ୍କର ବିଜୟ ହେବାର ସମ୍ଭାବନା ଅଧିକ ରହିଛି। ହେଲେ ମତଦାନ ସମୟରେ ଉତ୍ତରପ୍ରଦେଶ, ଗୁଜରାଟ, ଓଡିଶାରୁ ନେଇ ଆସାମ ପର୍ଯ୍ୟନ୍ତ କ୍ରସ ଭୋଟିଂ ଦେଖିବାକୁ ମିଳିଥିଲା। ସୋମବାର ସଂସଦରେ ପ୍ରଧାନମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ଦଳର ଏମ୍‌ପିମାନେ ନିଜର ମତାଧିକାର ସାବ୍ୟସ୍ତ କରିଥିଲେ। ପ୍ରଧାନମନ୍ତ୍ରୀ ମନମୋହନ ସିଂ ମଧ୍ୟ ହ୍ବିଲ୍‌ ଚେୟାରରେ ଆସି ଭୋଟ ଦେଇଥିଲେ। ରାଷ୍ଟ୍ରପତି ନିର୍ବାଚନ ପାଇଁ ସୋମବାର ମତଦାନ ସରିଥିବା ବେଳେ ଆସନ୍ତା ୨୧ରେ ଏହାର ଫଳାଫଳ ପ୍ରକାଶ ପାଇବ।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri