ନିଶ୍ଚିନ୍ତକୋଇଲି,୨୦ା୨(ସ୍ବ.ପ୍ର.): ସାରା ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ମତଦାନ ଆଜି ସରିଛି। କଟକ ଜିଲା ସାଲେପୁର ବ୍ଲକରେ ରବିବାର ସକାଳୁ ମତଦାତାମାନେ ଭୋଟ୍‌ କେନ୍ଦ୍ର ସମ୍ମୁଖରେ ଲମ୍ବାଧାଡ଼ିରେ ମତଦାନ କରିଥିଲେ।

ସୂଚନାନୁଯାୟୀ, ଏହି ବ୍ଲକରେ ଥିବା ୩୫ ପଞ୍ଚାୟତରେ ଥିବା ୫୬୪ ମତଦାନ କେନ୍ଦ୍ର ରହିଛି। ୧ଲକ୍ଷ ୬୬ ହଜାର ୮୫୬ ଜଣ ମତଦାତା ୧୨୫ ଜଣ ସରପଞ୍ଚ,୧୪୭ଜଣ ସମିତିସଭ୍ୟ ଓ ୧୪ ଜଣ ଜିଲା ପରିଷଦ ପ୍ରାର୍ଥୀ ମତଦାନ କରିବେ। ଶାନ୍ତିଶୃଙ୍ଖଳା ପାଇଁ ୮ ଜଣ ଅଫିସର,୧୭ ମୋବାଇଲ ପୋଲିସ ଟିମ୍‌ ଓ ୨ପ୍ଲାଟୁନ ଫୋର୍ସ ମୁତୟନ ହୋଇଛି। ଖବର ଲେଖା ହେବା ବେଳକୁ ମତଦାନ ସମୟ ଶେଷ ହୋଇଥିଲେ ହେ କିଛି ବୁଥ୍‌ରେ ଟୋକନ ଦିଆଯାଇଛି। କାଁ ଭଁା ସାମାନ୍ୟ କିଛି ସ୍ଥାନରେ ଚାପା ଉତ୍ତେଜନା ଦେଖା ଯାଇଥିଲା ମୋଟାମୋଟି ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ମତଦାନ ଶେଷ ହୋଇଛି। ପୋଲିଂ ଅଫିସରମାନେ ଷ୍ଟ୍ରଙ୍ଗ୍‌ରୁମ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟେସ୍‌ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା ଜମା ଘଟଣା: କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ଏମ୍‌ପି

ଭୁବନେଶ୍ୱର, ୧୧।୩(ବ୍ୟୁରୋ): ୟେସ୍‌ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା ଫସି ରହିଛି। ଏହି ଟଙ୍କାକୁ ମୁକାଳିବା ପାଇଁ ବିଜେଡି ଏମ୍‌ପିମାନେ କେନ୍ଦ୍ର ଅଥର୍ର୍ମନ୍ତ୍ରୀ ନିର୍ମଳ ସୀତାରମନଙ୍କୁ...

ଆଣ୍ଡାମାନ ନିକଟରେ ଦାନା ବାନ୍ଧୁଛି ବାତ୍ୟା

ଭୁବନେଶ୍ୱର,୨୪ା୪(ବ୍ୟୁରୋ)-କରୋନା ସଂକ୍ରମଣ ଆଶଙ୍କାରେ ସମଗ୍ର ଦେଶ ସଙ୍କଟ ଦେଇ ଗତି କରୁଛି। ଏଭଳି ଘଡିସନ୍ଧି ସମୟରେ ସମ୍ଭାବ୍ୟ ବାତ୍ୟା ଡରାଇବା ଆରମ୍ଭ କଲାଣି। ମେ ୩...

ଅଲିଭ୍‌ ରିଡ୍‌ଲେ ପ୍ରଜନନ: ୧ରୁ କଟକଣା

ଭୁବନେଶ୍ୱର, ୨୭ ।୧୦(ବ୍ୟୁରୋ): ଚଳିତବର୍ଷ ଅଲିଭ୍‌ ରିଡ୍‌ଲେ ପ୍ରଜନନ ଋତୁରେ ଏମାନଙ୍କ ସଂରକ୍ଷଣ ଓ ସୁରକ୍ଷା ପାଇଁ ବ୍ୟାପକ ପ୍ରଶାସନିକ ପ୍ରସ୍ତୁତି ହୋଇଛି। ନଭେମ୍ବର ୧ରୁ...

ବୈଠକ ବେଳେ ବ୍ରହ୍ମଗିରି ତହସିଲଦାରଙ୍କୁ ଆକ୍ରମଣ

ବ୍ରହ୍ମଗିରି,୭ା୩(ଡି.ଏନ୍‌.ଏ.): ବ୍ରହ୍ମଗିରି ଅତିରିକ୍ତ ତହସିଲଦାରଙ୍କ ଅସ୍ଥାୟୀ କାର୍ଯ୍ୟାଳୟରେ ଶୁକ୍ରବାର ଏକ ବୈଠକ ଚାଲୁଥିବା ବେଳେ ଦୁଇଜଣ ଦୁର୍ବୃତ୍ତ ତହସିଲଦାର କିଶୋର କୁମାର ପଣ୍ଡାଙ୍କୁ ଆକ୍ରମଣ କରିଥିବା...

୬ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୮।୨(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟାରେ ୬ ଜିଲାରେ ହାଲ୍‌କା ବର୍ଷା ସମ୍ଭାବନା ରହିଛି। କନ୍ଧମାଳ, ନୟାଗଡ଼, ଗଜପତି, ଗଞ୍ଜାମ, କଟକ, ଢେଙ୍କାନାଳ ଜିଲାରେ ବର୍ଷା ହୋଇପାରେ...

ଥାନାରେ ହାଜର ହେଲେ ଓଏଏସ୍‌ ଅଫିସର

ବାଲିଚନ୍ଦ୍ରପୁର,୧୦।୧୧(ସ୍ବ.ପ୍ର.): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ଓଏଏସ୍‌ ଅଫିସର ପ୍ରମୋଦ ପୃଷ୍ଟି ରବିବାର ବିଳମ୍ବିତ ରାତିରେ ଥାନାରେ...

ବାଇକ୍‌କୁ ଧକ୍କା ଦେଲା ଆମ୍ବୁଲାନ୍ସ, ୨ ମୃତ

ତୁମୁଡ଼ିବନ୍ଧ,୧୬ା୩( ଡି.ଏନ୍‌.ଏ.) କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ ୫୯ନଂ. ଜାତୀୟ ରାଜପଥର ମୁଣ୍ଡିଗଡଠାରେ ରବିବାର ଅପରାହ୍ନରେ ଏକ ବାଇକ୍‌କୁ ପଛପଟୁ ଆମ୍ବୁଲାନ୍ସ ଧକ୍କା ଦେବାରୁ ୨ଜଣଙ୍କ...

ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା କଲେ ସ୍ବାମୀ

ଲୋଇସିଂହା,୨୭।୩: ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସଂସା ଗାଁରେ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳା ଜଣଙ୍କ...

Advertisement
Archives

Model This Week