କାଲି ଶେଷ ପର୍ଯ୍ୟାୟ ମତଦାନ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପଞ୍ଚମ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ଗୁରୁବାର ହେବ। ଏ ନେଇ ଗତକାଲି ପ୍ରଚାର ମଧ୍ୟ ସରିଯାଇଛି। ଶେଷ ପର୍ଯ୍ୟାୟରେ ରାଜ୍ୟର ୨୫ଟି ଜିଲାର ୧୩୧ ଜିଲା ପରିଷଦ ଜୋନରେ ନିର୍ବାଚନ ହେବ । ୯୭୫ ପଞ୍ଚାୟତରେ ସରପଞ୍ଚ ଓ ସମିତି ସଭ୍ୟ ପାଇଁ ଭୋଟ ଦେବେ ଭୋଟର। ୨୫ ଜିଲାରେ ୧୩ ହଜାର ୫୧୪ ବୁଥ୍‌ ପ୍ରସ୍ତୁତ କରାଯାଇଥିବା ବେଳେ ମୋଟ ୪୧ ଲକ୍ଷ ୮୮ ହଜାର ୩୮୨ ଭୋଟର ମତାଧିକାର ସାବ୍ୟସ୍ତ କରିବେ । ଆଜି ସବୁ ବୁଥରେ ପହଞ୍ଚିବେ ପୋଲିଂ କର୍ମଚାରୀ। ଏଥିପାଇଁ ପ୍ରଶାସନିକ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଖେଳୁଥିବା ବେଳେ କୂଅରେ ପଡ଼ି ୨ ଶିଶୁପୁତ୍ରଙ୍କ ଜୀବନ ଗଲା

ନୟାଗଡ଼ ଅଫିସ, ୨।୭: ନୟାଗଡ଼ ଜିଲା ଭାପୁର ବ୍ଲକ ଫତେଗଡ଼ ଥାନା ନିହଲପ୍ରସାଦ ଗାଁରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ଘଟିଛି। ଖେଳୁଥିବା ବେଳେ ଅସାବଧାନତାବଶତଃ...

ମାର୍ଚ୍ଚ ୨୬ରେ ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ନିର୍ବାଚନ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ରାଜ୍ୟ ସଭାର ୫୫ ଆସନ ଆସନ୍ତା ଏପ୍ରିଲରେ ଖାଲି ହେବାକୁ ଯାଉଛି। ଏହି ସବୁ ଆସନ ୧୭ଟି ରାଜ୍ୟର ହୋଇଥିବାବେଳେ ଏଥିରୁ ଓଡ଼ିଶାର ୪ଟି...

ସ୍ତ୍ରୀ ଜିଲା ପରିଷଦ, ସ୍ବାମୀ ସରପଞ୍ଚ

ଜୁନାଗଡ଼,୨୭।୨(ଡି.ଏନ୍‌.ଏ.): ଚଳିତ ପଞ୍ଚାୟତ ନିର୍ବାଚନ ଫଳାଫଳରେ କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଚିଚୈଗୁଡା ଗ୍ରାମର ଏକ ଦମ୍ପତି ଭୋଟରଙ୍କୁ ଆକୃଷ୍ଟ କରି ମନ ଜିଣିଛନ୍ତି। ଫଳସ୍ବରୁପ...

ବିଜ୍ଞାନ ଶିକ୍ଷାର ପ୍ରସାର କରିବ ‘ମୋ ସ୍କୁଲ୍‌’

ଭୁବନେଶ୍ୱର, ୨୬।୫(ବ୍ୟୁରୋ): ଗଣିତ, ବିଜ୍ଞାନ, କମ୍ପ୍ୟୁଟର ବିଜ୍ଞାନରେ ସରକାରୀ ସ୍କୁଲ୍‌ର ପିଲାଙ୍କୁ ଅଧିକ ଦକ୍ଷ କରିବାକୁ ‘ମୋ ସ୍କୁଲ୍‌ ଅଭିଯାନ’ ପୁରାତନ ଛାତ୍ର ଓ ବିଭିନ୍ନ...

୩ୟ ଥର ସନ୍ତାନ ଜନ୍ମ ଦେବ ସ୍ନେହା

ବାରଙ୍ଗ, ୯ା୧(ଡି.ଏନ୍‌.ଏ.): ବାରଙ୍ଗସ୍ଥିତ ପ୍ରାଣୀଉଦ୍ୟାନ ନନ୍ଦନକାନନରେ ବାଘୁଣୀ ସ୍ନେହା ତୃତୀୟ ସନ୍ତାନକୁ ଜନ୍ମଦେବାକୁ ଯାଉଛି। ଯେପରି କୌଣସି ଅସୁବିଧା ନ ହୁଏ ସେ ନେଇ ନନ୍ଦନକାନନ...

ସିଏମ୍‌ସି ମନା କଲା ‘ଶବ ଛୁଇଁବୁନି’: ମୃତ୍ୟୁ ପରେ ଲାଗିଲା ହୋମ୍‌ କ୍ବାରାଣ୍ଟାଇନ ଷ୍ଟିକର

କଟକ ଅଫିସ,୧୭ା୬: ମହାନଦୀ ବିହାରରେ ମଙ୍ଗଳବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ବୃଦ୍ଧଙ୍କ ମୃତଦେହ ୮ ଘଣ୍ଟା ପଡ଼ି ରହିବା ପରେ ଆମ୍ବୁଲାନ୍ସ...

ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ

ନୂଆଦିଲ୍ଲୀ, ୨୬।୧୦: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ। କୋଇଲା ଦୁର୍ନୀତି ମାମଲାରେ ତାଙ୍କୁ ଏହି ଦଣ୍ଡାଦେଶ ଶୁଣାଇଛନ୍ତି ସ୍ବତନ୍ତ୍ର ସିବିଆଇ କୋର୍ଟ।...

ଶ୍ରେଷ୍ଠ ପ୍ରଦର୍ଶନକାରୀ ହସ୍ପିଟାଲକୁ ମିଳିବ ପୁରସ୍କାର

ଭୁବନେଶ୍ୱର, ୨୬।୫(ବ୍ୟୁରୋ): ରାଜ୍ୟ ସରକାର ପ୍ରତିବର୍ଷ ଶ୍ରେଷ୍ଠ ପ୍ରଦର୍ଶନ କରୁଥିବା ହସ୍ପିଟାଲକୁ ପୁରସ୍କୃତ କରିବେ। ପୁରସ୍କୃତ ହସ୍ପିଟାଲକୁ ମିଳିବ ଆର୍ଥତ୍କ ସହାୟତା। ସମସ୍ତ ମେଡିକାଲ କଲେଜ...

Advertisement
Archives

Model This Week