କାଲି ଶେଷ ପର୍ଯ୍ୟାୟ ମତଦାନ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପଞ୍ଚମ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ଗୁରୁବାର ହେବ। ଏ ନେଇ ଗତକାଲି ପ୍ରଚାର ମଧ୍ୟ ସରିଯାଇଛି। ଶେଷ ପର୍ଯ୍ୟାୟରେ ରାଜ୍ୟର ୨୫ଟି ଜିଲାର ୧୩୧ ଜିଲା ପରିଷଦ ଜୋନରେ ନିର୍ବାଚନ ହେବ । ୯୭୫ ପଞ୍ଚାୟତରେ ସରପଞ୍ଚ ଓ ସମିତି ସଭ୍ୟ ପାଇଁ ଭୋଟ ଦେବେ ଭୋଟର। ୨୫ ଜିଲାରେ ୧୩ ହଜାର ୫୧୪ ବୁଥ୍‌ ପ୍ରସ୍ତୁତ କରାଯାଇଥିବା ବେଳେ ମୋଟ ୪୧ ଲକ୍ଷ ୮୮ ହଜାର ୩୮୨ ଭୋଟର ମତାଧିକାର ସାବ୍ୟସ୍ତ କରିବେ । ଆଜି ସବୁ ବୁଥରେ ପହଞ୍ଚିବେ ପୋଲିଂ କର୍ମଚାରୀ। ଏଥିପାଇଁ ପ୍ରଶାସନିକ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି ।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri