ଧାମନଗରରେ ଚାଲିଛି ମତଦାନ

ଭଦ୍ରକ ଅଫିସ/ଧାମନଗର,୨।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଗୁରୁବାର ସକାଳ ୭ଟାରୁ ଆରମ୍ଭ ହୋଇଛି। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆରମ୍ଭ ହୋଇଥିବା ମତଦାନ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ମତଦାତାମାନେ ଧାଡ଼ିରେ ଆସି ପରିଚୟପତ୍ର ଦେଖାଇ ଭୋଟ ଦେଉଛନ୍ତି।

ପ୍ରକାଶ ଯେ, ଧାମନଗର ନିର୍ବାଚନମଣ୍ଡଳୀର ୨ ଲକ୍ଷ ୩୮ ହଜାର ୪୧୪ ମତଦାତା ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ, ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ, କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀ, ସ୍ବାଧୀନ ପ୍ରାର୍ଥୀ ତଥା ପୂର୍ବତନ ବିଜେଡି ବିଧାୟକ ରାଜେନ୍ଦ୍ର ଦାସଙ୍କ ସମେତ ୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ଭୋଟ ଗ୍ରହଣ ଲାଗି ୨୫୨ଟି ମତଦାନ କେନ୍ଦ୍ର ଖୋଲାଯାଇଛି। ମତଦାତାଙ୍କ ମତ କାହା ସମ୍ମାନ ରଖିବ ତାହା ଆଗାମୀ ୬ ତାରିଖ ଭୋଟ ଗଣତି ପରେ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

‘ପାକିସ୍ତାନ ଉପରେ ଆମେରିକା-ଇରାନର ଭରସା…,’ ବିବାଦ ମଧ୍ୟରେ ପାକିସ୍ତାନର ଆଶ୍ଚର୍ଯ୍ୟଜନକ ଦାବି

ଇସଲାମାବାଦ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ପାକିସ୍ତାନ କହିଛି ଯେ ଆମେରିକା ଏବଂ ଇରାନ ଉଭୟ ମଧ୍ୟସ୍ଥତା ଭାବରେ ଏହାର ଭୂମିକା ଉପରେ ବିଶ୍ୱାସ ପ୍ରକାଶ କରିଛନ୍ତି।…

ସନ୍ଧିକ୍ଷଣରେ ସବୁଜିମା ସ୍ବାସ୍ଥ୍ୟ

ର୍ତ୍ତମାନ ସମୟର ସବୁଠାରୁ ଉଦ୍‌ବେଗଜନକ ଚିତ୍ରଟି ଜାତିସଂଘର ଜିଏଫ୍‌ଆର୍‌ଏ ରିପୋର୍ଟରୁ ଜଣାପଡ଼ିଛି, ତାହା ହେଉଛି ଆମ ପୃଥିବୀର ବିଶେଷକରି ଜଙ୍ଗଲର ସ୍ବାସ୍ଥ୍ୟ ଓ ସ୍ଥିତି ଭଲ ନାହିଁ।…

ଆମେରିକାର ବିଶ୍ୱ ଅଭିଯାନ

ଚଳିତ ବର୍ଷ ଫେବୃଆରୀ ୨୮ରେ ଆମେରିକା ଓ ଇସ୍ରାଏଲ ଯୋଡ଼ି ଅଚାନକ ଇରାନ୍‌ ଉପରେ ବୋମାବର୍ଷଣ କରି ଇରାନର ଶୀର୍ଷନେତା ଆୟାତୋଲ୍ଲା ଖାମନେଇ ଓ ତାଙ୍କ ପରିବାର…

ମଞ୍ଚରେ ପାକିସ୍ତାନ

ଭାରତ ସମେତ ବିଶ୍ୱର ଅଳ୍ପ କେତେକ ଦେଶ ପାକିସ୍ତାନକୁ ଏକ ଦୁର୍ଜନ ରାଷ୍ଟ୍ର ଭାବେ ଦେଖିଥାଆନ୍ତି। ଆତଙ୍କବାଦୀଙ୍କ ପାଇଁ ଏହି ଦେଶ ପରିଚିତ ଓ ତା’ର ରାଜନୈତିକ…

‘ଭଲ ଉତ୍ପାଦ ଏହାର ଗୁଣବତ୍ତା ଦ୍ୱାରା ଆଦୃତ ହୁଏ’

ଭୁବନେଶ୍ୱରସ୍ଥିତ ଜୟବାବା ଅଟୋମୋବାଇଲ୍ସର ମ୍ୟାନେଜିଂ ପାର୍ଟନର ହର୍ଷିତ ଲୋଧା ଜଣେ ସଫଳ ଉଦ୍ୟୋଗୀ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ୨୦୨୩ରେ ପ୍ରତିଷ୍ଠିତ ‘ଜୟବାବା ଟ୍ରାଇବ୍‌’ର ପ୍ରତିଷ୍ଠାତା…

ଗ୍ରୀଡ୍‌ ଉପରେ ବୋମାମାଡ଼: ତେହରାନ୍‌ ଅନ୍ଧାରରେ

ତେହରାନ୍‌,୩୦ା୩: ତେହରାନ୍‌ ଏବଂ ଏହାର ଆଖପାଖ ଅଞ୍ଚଳର ବିଦ୍ୟୁତ୍‌ ଗ୍ରୀଡ୍‌ ଉପରେ ଇସ୍ରାଏଲ୍‌ ଶନିବାର ବୋମାମାଡ଼ କରିଛି। ଫଳରେ ତେହରାନ୍‌ ସମେତ ଅନେକ ସହରରେ ବିଦ୍ୟୁତ୍‌ ସେବା…

ଯୁଦ୍ଧକୁ ନେଇ କଂଗ୍ରେସର ରାଜନୀତି ପ୍ରବାସୀ ଭାରତୀୟଙ୍କ ପାଇଁ ବିପଦ: ମୋଦି

ନୂଆଦିଲ୍ଲୀ ,୩୦ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଏବେ ସାରା ବିଶ୍ୱରେ ସଙ୍କଟ ସୃଷ୍ଟି ହୋଇଛି। ଏଥିରେ ଭାରତ ମଧ୍ୟ ପ୍ରଭାବିତ ହୋଇଛି। କିନ୍ତୁ ଯୁଦ୍ଧକୁ ନେଇ କଂଗ୍ରେସ ଯେଭଳି…

୧୦ ବର୍ଷରେ ୧୦,୦୦୦ ମାଓବାଦୀଙ୍କ ଆତ୍ମସମର୍ପଣ

ନୂଆଦିଲ୍ଲୀ,୩୦ା୩(ପି.ଟି.) ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦୀ ମୁକ୍ତ କରିବା ଲାଗି ସରକାର ସମୟସୀମା ଧାର୍ଯ୍ୟ କରିଥିଲେ। ଏହା ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri