ଭୁବନେଶ୍ୱର,୨୧।୨(ବ୍ୟୁରୋ): ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ୨୨ ତାରିଖରେ ଚତୁର୍ଥ ପର୍ଯ୍ୟାୟ ପାଇଁ ହେବ ମତଦାନ । ୨୭ଟି ଜିଲାରେ ଚତୁର୍ଥ ପର୍ଯ୍ୟାୟରେ ୧୭,୦୮୯ ବୁଥ୍ରେ ଲୋକେ ମତସାବ୍ୟସ୍ତ କରିବେ । ୧୬୩ଟି ଜିଲା ପରିଷଦ ଜୋନ୍ ପାଇଁ ମତଦାନ ହେବାକୁ ଥିବା ବେଳେ ୧୨୫୪ଟି ପଞ୍ଚାୟତର ୧୭,୦୮୯ ବୁଥ୍ରେ ମତଦାନ ହେବ । ଏଥିମଧ୍ୟରୁ ୨୫୬୩ ବୁଥ ସମ୍ବେଦନଶୀଳ ଚିହ୍ନଟ ହୋଇଛି । ମଇଦାନରେ ୬୬୭ ଜିଲା ପରିଷଦ ପ୍ରାର୍ଥୀ ଅବତୀର୍ଣ୍ଣ ହୋଇଛନ୍ତି ।
ଝାରସୁଗୁଡା, ବୌଦ୍ଧ, ଦେବଗଡ଼ରେ ମତଦାନ ଶେଷ ହୋଇଛି। ଭଦ୍ରକ ଏବଂ ରାୟଗଡ଼ାରେ ରିପୋଲିଂ ନେଇ ପ୍ରସ୍ତାବ ଆସିଛି ।
Posted inHome Left, ପଞ୍ଚାୟତ ଇଲେକ୍ସନ, ମେଟ୍ରୋ, ରାଜ୍ୟ View All
ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ
ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...
ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ
ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...
ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ
ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...
ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା
ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...
ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ
ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...
ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି
ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...
ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ
ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...
ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ
ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...
Archives


