ଚତୁର୍ଥ ପର୍ଯ୍ୟାୟରେ ୧୭,୦୮୯ ବୁଥ୍‌ରେ ହେବ ମତଦାନ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ୨୨ ତାରିଖରେ ଚତୁର୍ଥ ପର୍ଯ୍ୟାୟ ପାଇଁ ହେବ ମତଦାନ । ୨୭ଟି ଜିଲାରେ ଚତୁର୍ଥ ପର୍ଯ୍ୟାୟରେ ୧୭,୦୮୯ ବୁଥ୍‌ରେ ଲୋକେ ମତସାବ୍ୟସ୍ତ କରିବେ । ୧୬୩ଟି ଜିଲା ପରିଷଦ ଜୋନ୍‌ ପାଇଁ ମତଦାନ ହେବାକୁ ଥିବା ବେଳେ ୧୨୫୪ଟି ପଞ୍ଚାୟତର ୧୭,୦୮୯ ବୁଥ୍‌ରେ ମତଦାନ ହେବ । ଏଥିମଧ୍ୟରୁ ୨୫୬୩ ବୁଥ ସମ୍ବେଦନଶୀଳ ଚିହ୍ନଟ ହୋଇଛି । ମଇଦାନରେ ୬୬୭ ଜିଲା ପରିଷଦ ପ୍ରାର୍ଥୀ ଅବତୀର୍ଣ୍ଣ ହୋଇଛନ୍ତି ।
ଝାରସୁଗୁଡା, ବୌଦ୍ଧ, ଦେବଗଡ଼ରେ ମତଦାନ ଶେଷ ହୋଇଛି। ଭଦ୍ରକ ଏବଂ ରାୟଗଡ଼ାରେ ରିପୋଲିଂ ନେଇ ପ୍ରସ୍ତାବ ଆସିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ: ଏକକାଳୀନ ୭ଟି ସ୍ଥାନରେ ଚଢାଉ

ସୁନ୍ଦରଗଡ଼/ଭଦ୍ରକ,୬।୬(ଡି.ଏନ୍‌.ଏ.): ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଜିଲା ଗ୍ରାମୀଣ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ ସଞ୍ଜୟ କୁମାର ବେହେରାଙ୍କ ଘର ସମେତ ସୁନ୍ଦରଗଡ଼ ଏବଂ...

ମୋ ମାତୃଭାଷା ମୋତେ ଶ୍ରେଷ୍ଠ

ତାମିଲ, ସଂସ୍କୃତ, କନ୍ନଡ, ତେଲୁଗୁ ଓ ମାଲୟାଲମ୍‌ ପରେ ଭାରତବର୍ଷର ଷଷ୍ଠ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଥିଲା ଆମ ଭାଷା, ଓଡ଼ିଆ ଭାଷା। ଆମ ଭାଷାର...

ବନ୍ଦ ଘରୁ ମିଳିଲା ସୁପରଭାଇଜରଙ୍କ ମୃତଦେହ

କେନ୍ଦୁଝର,୨୫।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ବ୍ଲକ ଅଧୀନ ଅଞ୍ଜର୍‌ ଗ୍ରାମର ଏକ ବନ୍ଦ ଘରୁ ଏକ ଠିକାସଂସ୍ଥାରେ କାମ କରୁଥିବା ଜଣେ ସୁପରଭାଇଜରଙ୍କ ମୃତଦେହ ପୋଲିସ...

ଚିନ୍ତାରେ କେନ୍ଦୁପତ୍ର ତୋଳାଳି, ବନ୍ଧେଇ ଶ୍ରମିକ

ବଲାଙ୍ଗୀର ଅଫିସ, ୧୦ା୪ – କରୋନା ସଂକ୍ରମଣ ଭୟ ଚାଷବାସ, କ୍ଷୁଧା, ରୋଜଗାର ଉଜାଡିବା ଆରମ୍ଭ କରିଦେଲାଣି। ଦୀର୍ଘ ୨୧ଦିନର ଲକ୍‌ଡାଉନ୍‌ ପରେ ରାଜ୍ୟ କ୍ୟାବିନେଟ୍‌ରେ...

ବିଷ, ଫାଶରେ ଯାଉଛି ପକ୍ଷୀଙ୍କ ଜୀବନ

ମହାକାଳପଡ଼ା,୨୭ା୮(ଡି.ଏନ୍‌.ଏ.): ପ୍ରାକୃତିକ ପରିବେଶକୁ ନେଇ ନିଜକୁ ସୁରକ୍ଷିତ ମନେ କରନ୍ତି ପକ୍ଷୀ ଓ ବନ୍ୟଜନ୍ତୁ। ବିଭିନ୍ନ ପ୍ରଜାତିର ପକ୍ଷୀ ଖାପଖୁଆଇଲା ଭଳି ପରିବେଶରେ ବସା ବାନ୍ଧିଥାନ୍ତି।...

ଝାରସୁଗୁଡାରେ ଝାଡାବାନ୍ତି: ପୁଅଙ୍କ ପରେ ଚାଲିଗଲା ବାପାଙ୍କ ଜୀବନ

ଝାରସୁଗୁଡା ଅଫିସ,୩୦।୫: ଝାରସୁଗୁଡା ପୌରାଞ୍ଚଳ ୧୩ନଂ ଓ୍ବାର୍ଡ ଦେବାଡିହି ଗ୍ରାମରେ ଝାଡାବାନ୍ତିରେ ୧୫ରୁ ୨୦ ଗ୍ରାମବାସୀ ଆକ୍ରାନ୍ତ ଜିଲା ମୁଖ୍ୟ ଚିକିତ୍ସାଳୟ ଆଦି ବିଭିନ୍ନ ହସ୍ପିଟାଲରେ...

୧୨,୫୦୦ ଫୁଟ୍‌ ଉଚ୍ଚତାରେ ଉଡ଼ିଲା ଦୀର୍ଘତମ ତ୍ରିରଙ୍ଗା

କେନ୍ଦୁଝର, ୨୨।୭ ଉତ୍ତରାଖଣ୍ଡର ପ୍ରସିଦ୍ଧ କେଦାରନାଥର ବରଫାବୃତ୍ତ ପର୍ବତ ଉପରେ ଉଡ଼ିଛି ବିଶ୍ୱର ଦୀର୍ଘତମ ତ୍ରିରଙ୍ଗା ପତାକା। ଏଭଳି ଦୁଃସାହସିକ କାର୍ଯ୍ୟ କରି ୱାଲର୍‌ଡ ୱାଇଡ୍‌...

ଦୋଷ ଢାଙ୍କିଲେ ଅବକାରୀ ଅଧୀକ୍ଷକ

ପୁରୀ ଅଫିସ,୭ା୬:ପୁରୀ ଜିଲା ଅବକାରୀ ବିଭାଗର ମୋବାଇଲ ସ୍କ୍ବାଡ୍‌ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡା ଉଭୟ ପୁରୀ ପୋଲିସ ଓ ଜିଲା ଅବକାରୀ ଅଧୀକ୍ଷକଙ୍କ ବିରୋଧରେ...

Advertisement
Archives

Model This Week