Posted inଫୁରସତ

ମତଦାନ ମୌଳିକ ଅଧିକାର

ଅଧିକ ଯୁବ ଭୋଟରଙ୍କୁ ରାଜନୈତିକ ପ୍ରକ୍ରିୟାରେ ଭାଗ ନେବାକୁ ଉତ୍ସାହିତ କରିବା ପାଇଁ ଭାରତ ସରକାର ପ୍ରତିବର୍ଷ ଜାନୁୟାରୀ ୨୫କୁ ‘ଜାତୀୟ ଭୋଟର ଦିବସ’ ଭାବରେ ପାଳନ କରିଥାନ୍ତି। ଆୟୋଗର ମୂଳ ଦିବସ ପାଳନ ପାଇଁ ଏହା ୨୫ ଜାନୁୟାରୀ ୨୦୧୧ରୁ ଆରମ୍ଭ ହୋଇଛି।
ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ର ଏକ ବୈଠକ ଆଇନ ମନ୍ତ୍ରଣାଳୟର ପ୍ରସ୍ତାବକୁ ଅନୁମୋଦନ କରିଥିଲା। ଭୋଟରଙ୍କ ସଂଖ୍ୟା କମ୍‌ ଥିବାରୁ ଏହି ସମସ୍ୟାର ଫଳପ୍ରଦ ମୁକାବିଲା ପାଇଁ ନିର୍ବାଚନ ଆୟୋଗ ଦେଶର ୮.୫ ଲକ୍ଷ ମତଦାନ କେନ୍ଦ୍ରରେ ପ୍ରତିବର୍ଷ ଜାନୁୟାରୀ ୧ ତାରିଖରୁ ୧୮ ବର୍ଷ ବୟସ ହାସଲ କରିଥିବା ସମସ୍ତ ଯୋଗ୍ୟ ଭୋଟରଙ୍କୁ ଚିହ୍ନଟ କରିବା ପାଇଁ ଏକ ଜୋରଦାର ଉଦ୍ୟମ କରିବାକୁ ନିଷ୍ପତ୍ତି ନେଇଥିଲେ। ଯୋଗ୍ୟ ଭୋଟରମାନଙ୍କର ଠିକ ସମୟରେ ନାମ ପଞ୍ଜୀକରଣ ସହିତ ପ୍ରତିବର୍ଷ ଜାନୁୟାରୀ ୨୫ରେ ସେମାନଙ୍କର ଇଲେକ୍ଟୋରାଲ ଫଟୋ ପରିଚୟ କାର୍ଡ (ଇପିସିଆଇ) ହସ୍ତାନ୍ତର କରାଯିବ ବୋଲି ମନମୋହନ ସିଂ ସରକାର ଘୋଷଣା କରିଥିଲେ। ନିର୍ବାଚନ ପ୍ରକ୍ରିୟା ଏବଂ ଏହି ପ୍ରକ୍ରିୟାରେ ଉତ୍କର୍ଷତା, ଦକ୍ଷତା ଏବଂ ନବସୃଜନ ପାଇଁ ଜାତୀୟ ପୁରସ୍କାର ମଧ୍ୟ ପ୍ରଚଳନ କରାଯାଇଥିଲା। ଏହି ଦିବସ ପାଳନ ଅବସରରେ ମତଦାନ ଅଧିକାର ପ୍ରତି ଭୋଟରଙ୍କ ମଧ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ସଚେତନତା ସୃଷ୍ଟି କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri