କଳାହାଣ୍ଡିରେ ଚାଲିଛି ଭୋଟ୍‌ ଗ୍ରହଣ

ଭବାନୀପାଟଣା,୧୩ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଭବାନୀପାଟଣା, ଜୁନାଗଡ଼,ଧର୍ମଗଡ଼,ଲାଞ୍ଜିଗଡ଼ ଓ ନର୍ଲା ୫ଟି ବିଧାନସଭା ଆସନ ଗୋଟିଏ ଲୋକ ସଭା ଆସନ ପାଇଁ ସୋମବାର ଭୋଟ ଗ୍ରହଣ ଚାଲିଛି। ଏହାକୁ ନେଇ ନେତା ଓ ଜନତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଜିଲାର ୧୪୧୨ଟି ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ଭୋଟ୍‌ ଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଛି। ସମୁଦାୟ ୧୧ ଲକ୍ଷ ୯୯ ହଜାର ୩୦୮ ଜଣ ଜିଲାରେ ଭୋଟର ରହିଥିବାବେଳେ ବର୍ତ୍ତମାନ ସୁଦ୍ଧା ଜିଲାରେ ୧୦ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ମତଦାନ କେନ୍ଦ୍ରରେ ବର୍ତ୍ତମାନ ଭୋଟରଙ୍କ ଲମ୍ବା ଧାଡ଼ି ଲାଗିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri