କେସିଙ୍ଗାରେ ଚାଲିଛି ମତଦାନ

କେସିଙ୍ଗା,୧୩ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ସାଧାରଣ ନିର୍ବାଚନ ସୋମବାର ସକାଳ ୭ଟାରୁ ଶାନ୍ତି ଶୃଙ୍ଖଳା ସହ ଆରମ୍ଭ ହୋଇଛି। ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେସିଙ୍ଗା ବ୍ଲକ ବାଲସି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମତଦାନ କେନ୍ଦ୍ର ଅନୁଷ୍ଠିତ ହୋଇଛି। ଆଜି ମେଘୁଆ ପାଗ ରହିଥିବାରୁ ସକାଳୁ ମହିଳା, ଯୁବତୀ, ଯୁବକ,ପୁରୁଷମାନେ ଭୋଟ୍‌ କେନ୍ଦ୍ରକୁ ଆସି ସେମାନଙ୍କର ମତଦାନ ସାବ୍ୟସ୍ତ କରିଛନ୍ତି। ଯଦିଓ ଏହି ମତଦାନ କେନ୍ଦ୍ରରେ ଟାଣ ଖରା ପାଇଁ ଛାଉଁଣି ଓ ପାନୀୟଜଳ, ବିଦ୍ୟୁତ୍‌ ଆଦିର ବ୍ୟବସ୍ଥା କରାଯାଇଥିବା ବେଳେ ପାଗ ଭଲ ଥିବାରୁ ଭୋଟରମାନେ ସୁରୁଖୁରୁରେ ଭୋଟ୍‌ ଦେଉଛନ୍ତି ବୋଲି ପ୍ରିଜାଇଡିଂ ଅଫିସର ନରେନ୍ଦ୍ର ସୁନା ସୂଚନା ଦେଇଛନ୍ତି। ସେହିପରି କେସିଙ୍ଗା ବ୍ଲକର ୧୭ଟି ପଞ୍ଚାୟତରେ ନିର୍ବାଚନ ପ୍ରକ୍ରିୟା ଚାଲୁ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମେସିଙ୍କ ସହ ସେଲ୍‌ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…

ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ...

‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର...

‘ଜଞ୍ଜିରରେ ହୋଇଛି ବନ୍ଧା…ମାଡ଼ରେ ଶରୀର ରୁଟି ଭଳି ଫୁଲିଯାଇଛି…’, ମାସୁଦ ଆଝାରଙ୍କ ଭାଇରାଲ ଅଡିଓ କ୍ଲିପକୁ ନେଇ ବଢୁଛି ଚର୍ଚ୍ଚା

ଇସଲାମାବାଦ,୧୪।୧୨: ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ନେତା ମାସୁଦ ଆଝାରଙ୍କ ଏକ ଚାଞ୍ଚଲ୍ୟକର ଅଡିଓ କ୍ଲିପ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଏହି...

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

‘ଭୋଟ ଚୋରି’ ବିରୋଧରେ କଂଗ୍ରେସର ପ୍ରଦର୍ଶନ, ରାମଲିଳା ମଇଦାନରେ ଏକାଠି ହେବେ ବହୁ ବରିଷ୍ଠ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ କଥିତ ନିର୍ବାଚନୀ ଜାଲିଆତି ଏବଂ ‘ଭୋଟ ଚୋରି’ ବିରୋଧରେ ଅଭିଯାନକୁ ତୀବ୍ରତର କରୁଛି। ଡିସେମ୍ବର ୧୪, ୨୦୨୫ ରବିବାର ଦିଲ୍ଲୀର ରାମଲୀଳା ମଇଦାନରେ...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri