ସରିଲା ଭୋଟ: ଫଳାଫଳକୁ ଅପେକ୍ଷା

ଅନୁଗୋଳ ଅଫିସ,୨୯।୩(ମାନସ ବିଶ୍ୱାଳ): ସାରା ରାଜ୍ୟରେ ଶନିବାର ସମସ୍ତ ବାର ଆସୋସିଏସନର ନିର୍ବାଚନ ଅନୁଷ୍ଠିତ ହୋଇଛି। ପୂର୍ବାହ୍ନ ୭ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଭୋଟ ମତଦାନ ସମୟ ଥିବାବେଳେ ଅପରାହ୍ନ ୪ଟା ସମୟରେ ଗଣତି କାର୍ଯ୍ୟକ୍ରମ ଆରମ୍ଭ ହେବ। ଅନୁଗୋଳ ଜିଲା ବାର ଆସୋସିଏସନର ମୋଟ ୬୨୮ ସଦସ୍ୟ ଅଛନ୍ତି। ସଭାପତି ପଦବୀ ପାଇଁ ୩ ଜଣ, ଉପସଭାପତି ପଦବୀରେ ୩ ଜଣ, ସମ୍ପାଦକ ପଦବୀରେ ୪ ଜଣ ଏବଂ କୋଷାଧକ୍ଷ ପଦବୀରେ ୨ ଜଣ ପ୍ରତିଦ୍ବନ୍ଦିତା କରୁଥିବାର ଜଣାପଡିଛି। ପ୍ରାୟ ୮୦% ମତଦାନ ହୋଇ ଥିବାବେଳେ ପ୍ରାର୍ଥୀଙ୍କ ଭାଗ୍ୟ ବାଲାଟ ବାକ୍ସରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri