ଗଞ୍ଜାମ,୨୦ା୨(ଡି.ଏନ୍.ଏ.): ଗଞ୍ଜାମ ବ୍ଲକର ବିଭିନ୍ନ ପଞ୍ଚାୟତରେ ଶାନ୍ତି ଶୃଙ୍ଖଳାର ସହ ମତଦାନ ଚାଲିଥିବା ଜଣାପଡ଼ିଛି। ପୂର୍ବରୁ ଚି଼ହ୍ନଟ ହୋଇଥିବା ସମ୍ବେଦନଶୀଳ ବୁଥ୍ଗୁଡ଼ିକରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ନ ହେବା ଲାଗି ଗଞ୍ଜାମ ଥାନା ଆଇଆଇସି ଶୁଭେନ୍ଦୁ କୁମାର ସାହୁ, ରମ୍ଭା ଥାନା ଆଇଆଇସି ଦିପ୍ତୀରଞ୍ଜନ ବେହେରା ଏବଂ ହୁମା ଫାଣ୍ଡି ଅଧିକାରୀ ପ୍ରିୟଦର୍ଶୀ ପ୍ରମୁଖ ସେଠାକୁ ଯାଇ ପରିସ୍ଥିତି ଅନୁଧ୍ୟାନ କରିଛନ୍ତି।
Posted inHome, Home Left, ଆମ ଜିଲା ଖବର, ଗଞ୍ଜାମ, ପଞ୍ଚାୟତ ଇଲେକ୍ସନ, ରାଜ୍ୟ View All
ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା
ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…
ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା
ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…
ସନ୍ତାନ ବତ୍ସଳତା
ଅମୃତ କାଳରେ ଅସହାୟତାର ଦୌଡ଼ ଜୀବନର ଦୌଡ଼ରେ ସମସ୍ତଙ୍କ ପାଖରେ ସମାନ ସୁଯୋଗ ନ ଥାଏ। କାହା ପାଖରେ ଦାମୀ ଜୋତା ଥାଏ, କାହା ପାଖରେ ଆଧୁନିକ…
ସଭ୍ୟତାର ନୀରବ ନିର୍ମାତା
କେବେ କ୍ଳାନ୍ତ, କେବେ ନିରାଶ, କେବେ ବିଷାଦ ପୁଣି କେବେ ହତାଶ- ଏସବୁ ଭିତରେ ବି ଯିଏ ହସିହସି ପ୍ରତିଦିନ ପିଲାଙ୍କ ଆଗରେ ଛିଡ଼ା ହୋଇପାରନ୍ତି, ସେ…
ଆଇନର ସଂଶୋଧନ ଓ ଆଧୁନିକୀକରଣ
ରାଷ୍ଟ୍ରର ମୂଳ ଆଧାର ହେଉଛି ତାହାର ଆଇନ ବ୍ୟବସ୍ଥା। ଆଇନ କେବଳ ଏକ ଶାସନ ପ୍ରଣାଳୀ ନୁହେଁ, ବରଂ ଏହା ମାନବ ସମାଜକୁ ଶୃଙ୍ଖଳିତ କରିବା, ନ୍ୟାୟ…
ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ
ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…
ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍: ଚାଇନାକୁ ହରାଇ ରଚିଲେ ଇତିହାସ
ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…
୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
ପୁରୀ,୩୦ା୯(ଅଜିତ୍ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍ରେ ସର୍ବସାଧାରଣଙ୍କ…

