ଆଜି ନେପାଳରେ ଆସ୍ଥା ଭୋଟ୍‌

କାଠମାଣ୍ଡୁ,୨୦ା୩: ସୋମବାର ସଂସଦ ଅଧିବେଶନ ଆରମ୍ଭ ହେବା ପରେ ଦିନ ୧ଟାରୁ ମତଦାନ ଆରମ୍ଭ ହେବ। ୨୭୫ ସଦସ୍ୟ ବିଶିଷ୍ଟ ଲୋକ ସଭାରେ ଆସ୍ଥା ଭୋଟ୍‌ ପାଇବା ପାଇଁ ୧୩୮ ସଦସ୍ୟଙ୍କ ସମର୍ଥନ ଆବଶ୍ୟକ। ମିଳିତ ମଞ୍ଚ ସହିତ ୧୫୧ ସଦସ୍ୟଙ୍କ ସଂଖ୍ୟାକୁ ବିଚାର କରି ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ପ୍ରଚଣ୍ଡଙ୍କ ବିଜୟ ସହଜ ମନେ ହୁଏ। ଜାନୁୟାରୀ ୧୦ରେ ଅନୁଷ୍ଠିତ ଶେଷ ଆସ୍ଥା ଭୋଟ୍‌ରେ ସେ ୨୬୮ ସଦସ୍ୟଙ୍କ ସମର୍ଥନ ପାଇଥିଲେ।

ସଂସଦ ଗୃହ ବାହାରେ ପ୍ରଚଣ୍ଡ କହିଛନ୍ତି, ସେ ଆଶା କରିଛନ୍ତି ଯେ, ସେ ଆଜିର ଆସ୍ଥା ଭୋଟ୍‌ ସହଜରେ ଜିତିବେ। ଗତ ଥର ଲୋକ ସଭାର ୯୯ ପ୍ରତିଶତ ସଦସ୍ୟ ମୋତେ ସମର୍ଥନ କରିଥିଲେ ଏବଂ ମୁଁ ଆଶା କରୁଛି ଏଥର ୧୦୦ ପ୍ରତିଶତ ସମର୍ଥନ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଯୁଦ୍ଧ ଭିତରେ ପାକିସ୍ତାନର ବଡ଼ ଗେମ୍‌! ୩ଦେଶକୁ ଏକାଠି କରି…

ଇସଲାମାବାଦ,୨୯।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ଏହି ସପ୍ତାହାନ୍ତରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଆୟୋଜନ କରିବାକୁ ଯାଉଛି। ଏହି…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri