Posted inଜାତୀୟ

ମହାରାଷ୍ଟ୍ର-ଝାଡ଼ଖଣ୍ଡ ବିଧାନସଭା ପାଇଁ କାଲି ଭୋଟିଂ, ବାହାରିଲେଣି ପୋଲିଂ ପାର୍ଟି

ନୂଆଦିଲ୍ଲୀ,୧୯।୧୧: ମହାରାଷ୍ଟ୍ର ଏବଂ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ବ୍ୟତୀତ ଆସନ୍ତାକାଲି ଅର୍ଥାତ୍‌ ବୁଧବାର (୨୦ ନଭେମ୍ବର) ଉପ-ନିର୍ବାଚନ ପାଇଁ ଭୋଟ ମଧ୍ୟ ଅନୁଷ୍ଠିତ ହେବ। ପୋଲିଂ ପାର୍ଟି ନିଜ ନିଜ ମତଦାନ କେନ୍ଦ୍ରକୁ ଯିବା ଆରମ୍ଭ କରିଛନ୍ତି। ସୂଚନାଯୋଗ୍ୟ, ବୁଧବାର ମହାରାଷ୍ଟ୍ରର ୨୮୮ଟି ଆସନ ଏବଂ ଝାଡ଼ଖଣ୍ଡର ୩୮ଟି ଆସନ ପାଇଁ ଭୋଟ ଗ୍ରହଣ କରାଯିବ। ଏହାପୂର୍ବରୁ ନଭେମ୍ବର ୧୩ରେ ଝାଡ଼ଖଣ୍ଡର ୪୩ଟି ସିଟ ପାଇଁ ଭୋଟ ଗ୍ରହଣ କରାଯାଇଥିଲା। ଆସନ୍ତାକାଲି ଉତ୍ତରପ୍ରଦେଶରେ ହେବାକୁ ଥିବା ବିଧାନସଭା ଉପ-ନିର୍ବାଚନ ପାଇଁ ମଧ୍ୟ ମତଦାନ ଅନୁଷ୍ଠିତ ହେବ। ବୁଧବାର ଉତ୍ତର ପ୍ରଦେଶରେ ଥିବା ୯ଟି ଆସନରେ ମତଦାନ ଅନୁଷ୍ଠିତ ହେବ। ଯେତେବେଳେ କି ସମସ୍ତ ରାଜ୍ୟରେ ନଭେମ୍ବର ୨୩(ଶନିବାର) ରେ ଭୋଟ ଗଣନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri