ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି, କଣ୍ଟାବାଞ୍ଜି ଆସନରେ ହେବ ଆଜି ଭୋଟ

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ରାଜ୍ୟରେ ୨ୟ ପର୍ଯ୍ୟାୟ ନିର୍ବାଚନ ସୋମବାର ଅନୁଷ୍ଠିତ ହେବ। ଚଳିତ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ଟି ବିଧାନସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପାରମ୍ପରିକ ଆସିକା ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ହିଞ୍ଜିଳି ନିର୍ବାଚନମଣ୍ଡଳୀ ସହିତ ବଲାଙ୍ଗୀର ଲୋକ ସଭା ଅନ୍ତର୍ଗତ କଣ୍ଟାବାଞ୍ଜି ବିଧାନସଭା ଆସନରୁ ପ୍ରଥମ ଥର ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଉଭୟ ଆସନରେ ଗୋଟିଏ ଦିନରେ ମତଦାନ ହେବାକୁ ଯାଉଛି। ହିଞ୍ଜିଳି ଆସନରେ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଭାଜପାରୁ ଶିଶିର ମିଶ୍ର ଏବଂ କଂଗ୍ରେସରୁ ରଜନୀକାନ୍ତ ପାଢ଼ୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେହିପରି କଣ୍ଟାବାଞ୍ଜି ଆସନରେ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଭାଜପାରୁ ଲକ୍ଷ୍ମଣ ବାଗ୍‌ ଏବଂ କଂଗ୍ରେସରୁ ସନ୍ତୋଷ ସିଂ ସାଲୁଜା ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୬ରୁ ସକାଳୁଆ କୋର୍ଟ

କଟକ,୨୫।୩(କୁମାରଶ୍ରୀ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ୬ରୁ ରାଜ୍ୟର ସମସ୍ତ ଜିଲା ଓ ଅଧୀନସ୍ଥ ଅଦାଲତ ସକାଳୁଆ ହେବ। ମଙ୍ଗଳବାର ଏ ନେଇ ହାଇକୋର୍ଟ…

ଡ୍ରଗ୍ସ ବେପାର ସନ୍ଦେହରେ ଚଢ଼ାଉ କରିଥିଲା ପୋଲିସ, ଘରୁ ମିଳିଲା… ଦେଖିକି ପୋଲିସ ତାଜୁବ

ଉଦଳା,୨୫।୩(ସନ୍ତୋଷ ବାଞ୍ଛିନୀ): ଆଳୁ ଖୋଳୁ ଖୋଳୁ ବାହାରିଲେ ମହାଦେବ। ଘରୁ ମିଳିଲା ବିଡା ବିଡା ଟଙ୍କା ଆଉ ଚୋରା ବିଦେଶୀ ମଦ। ଡ୍ରଗ୍ସ ବେପାର ସନ୍ଦେହରେ ପୋଲିସ…

ନଈକେରା ବାଲିଘାଟ ଟେଣ୍ଡର ନ କରିବାକୁ ଜିଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ

କୋରାପୁଟ,୨୪ା୩(ଅମିତାଭ ବେହେରା): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭୁସଙ୍ଗଗୁଡ଼ା ପଞ୍ଚାୟତ ନଇକେରା ନଦୀଘାଟରୁ ବାଲି ଉଠାଣ ପାଇଁ ଖଣି ବିଭାଗ ପକ୍ଷରୁ ଟେଣ୍ଡର ନ କରିବାକୁ ଗ୍ରାମବାସୀ…

ଶୁଣିଲାନି ପ୍ରଶାସନ: କାଠ ପୋଲ ନିର୍ମାଣ କଲେ ଗ୍ରାମବାସୀ

ନନ୍ଦପୁର/ପାଡୁଆ,୨୫ା୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଗୋଲୁର ପଞ୍ଚାୟତ ଗଙ୍ଗାଗୁଡ଼ା ଗ୍ରାମବାସୀ ମିଳିତ ଭାବେ ନାଳ ଉପରେ ଏକ କାଠ ପୋଲ ନିର୍ମାଣ…

ଲକ୍ଷ୍ୟହୀନ ଯୁଦ୍ଧ

ଇରାନ୍‌ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ସୃଷ୍ଟି ହୋଇଥିବା ଯୁଦ୍ଧ ୨୩ ମାର୍ଚ୍ଚରେ ଭିନ୍ନ ମୋଡ଼ରେ ପହଞ୍ଚିଥିଲା। ଏହିଦିନ ଆମେରିକା ରାଷ୍ଟ୍ରପତି…

ଗନ୍ଧମାର୍ଦ୍ଦନ ଜଙ୍ଗଲରେ ନିଆଁ

ପାଇକମାଳ,୨୫ା୩(ବଡ଼ ଶତପଥୀ): ବରଗଡ଼ ଜିଲାର ନୃସିଂହନାଥ ଓ ବଲାଙ୍ଗୀର ଜିଲାର ହରିଶଙ୍କର ଅଞ୍ଚଳକୁ ଘେରି ରହିଥିବା ଭାରତ ପ୍ରସିଦ୍ଧ ଗନ୍ଧମାର୍ଦ୍ଦନ ଜଙ୍ଗଲରେ ଗତ ରବିବାରରୁ ନିଅଁା ଲାଗିଛି।…

ବଡ଼ ଖବର: ରାଜ୍ୟରେ ବଢିବ ବିଜୁଳି ଦର? ଜାଣନ୍ତୁ କ’ଣ କହିଲେ…

ଭୁବନେଶ୍ୱର,୨୫ା୩(ରବିନାରାୟଣ ଜେନା): ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆର୍‌ସି)ଙ୍କ ପକ୍ଷରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୨୦୨୬-୨୭ ଆର୍ଥିକ ବର୍ଷରେ ଘରୋଇ ତଥା…

ଇସ୍ରାଏଲର ବଡ଼ ଘୋଷଣା: ଏହି ସର୍ତ୍ତରେ ଇରାନ ସହିତ ବନ୍ଦ ହେବ ଯୁଦ୍ଧ, ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୫।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଯୁଦ୍ଧବିରତି ନେଇ ନିରନ୍ତର ପ୍ରଶ୍ନ ଉଠାଯାଉଛି। ଏହି ସମୟରେ, ଭାରତରେ ଇସ୍ରାଏଲର ରାଷ୍ଟ୍ରଦୂତ ରୁଭେନ ଆଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri