୪୫ ବୁଥ୍‌ରେ ଆସନ୍ତା ୨୩ରେ ହେବ ସାନି ମତଦାନ

ଭୁବନେଶ୍ୱର,୧୯ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବାଧାପ୍ରାପ୍ତ ହୋଇଥିବା ବୁଥ୍‌ରେ ସାନି ମତଦାନ ଅନୁଷ୍ଠିତ ହେବ। ଏନେଇ ରାଜ୍ୟ ନିର୍ବାଚନ ଆୟୋଗ ପକ୍ଷରୁ ନିଷ୍ପତ୍ତି ହୋଇଛି। ଆସନ୍ତା ୨୩ରେ ୪ଟି ଜିଲା ଅର୍ଥାତ୍‌ ଯାଜପୁର, ଢେଙ୍କାନାଳ, ପୁରୀ, ଭଦ୍ରକର ୪୫ଟି ବୁଥ୍‌ରେ ସାନି ମତଦାନ କରିବେ ଭୋଟର। ସକାଳ ୯ରୁ ଅପରାହ୍ନ ୩ଟା ଯାଏ ମତଦାନ ଚାଲୁ ରହିବ।

ସୂଚନାଯୋଗ୍ୟ, ବିଭିନ୍ନ କାରଣରୁ ବିଶୃଙ୍ଖଳା ହୋଇଥିବାରୁ ପ୍ରଥମ ପର୍ଯ୍ୟାୟରେ ୨୫ଟି ବୁଥ୍‌ରେ ମତାଦାନ ବାଧାପ୍ରାପ୍ତ ହୋଇଥିଲା। ଦ୍ୱିତୀୟ ପର୍ଯ୍ୟାୟରେ ୨୦ ବୁଥ୍‌ରେ ମତଦାନ ବାଧାପ୍ରାପ୍ତ ହୋଇଥିଲା। ବିଭିନ୍ନ ବୁଥ୍‌ରେ ଅଶାନ୍ତି ଦେଖାଦେବା ପରେ ଜିଲାପାଳମାନେ ନିର୍ବାଚନ ଆୟୋଗକୁ ଆଉଥରେ ମତଦାନ କରିବା ପାଇଁ ସୁପାରିସ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri