Posted inଜାତୀୟ

ମୁମ୍ବାଇ ଏୟାରପୋର୍ଟରେ ରନଓ୍ବେରୁ ଖସିଲା ପ୍ରାଇଭେଟ ଚାର୍ଟର୍ଡ ବିମାନ, ହେଲା ଦୁଇଖଣ୍ଡ

ମୁମ୍ବାଇ,୧୪।୯: ମୁମ୍ବାଇ ବିମାନ ବନ୍ଦରରେ ଗୁରୁବାର ଲ୍ୟାଣ୍ଡିଂ କରିବା ସମୟରେ ଏକ ପ୍ରାଇଭେଟ ଚାର୍ଟର୍ଡ ବିମାନ ରନଓ୍ବେରୁ ଖସି ଯାଇଛି। ବିମାନରେ ୬ ଜଣ ଯାତ୍ରୀ ଏବଂ ଦୁଇଜଣ କ୍ରିୟୁ ସଦସ୍ୟ ଥିଲେ। ଡିଜିସିଏ କହିଛନ୍ତି ଯେ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତି ହୋଇନାହିଁ।
ଡିଜିସିଏ କହିଛି ଯେ ବିଶାଖାପାଟନମରୁ ମୁମ୍ବାଇ ଅଭିମୁଖେ ଯାତ୍ରା କରୁଥିବା ଭିଏସଆର ଭେଞ୍ଚର୍ସ ଲିୟରର୍ଜେଟ ୪୫ ବିମାନ ଭିଟି-ଡିବିଏଲ ମୁମ୍ବାଇ ବିମାନବନ୍ଦରରେ ରନୱେ ୨୭ରେ ଅବତରଣ କରିବା ସମୟରେ ସ୍କିଡ କରିଥିଲା। ବିମାନରେ ୬ଜଣ ଯାତ୍ରୀ ଏବଂ ୨ଜଣ କ୍ରିୟୁ ସଦସ୍ୟ ଥିଲେ। ପ୍ରବଳ ବର୍ଷା ହେତୁ ଭିଜିବିଲିଟି ମାତ୍ର ୭୦୦ମିଟର ଥିଲା। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଚାଲିଛି। ତେବେ ରନଓ୍ବେରୁ ଖସିଯିବା ପରେ ବିମାନଟି ଦୁଇଖଣ୍ଡ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri