Posted inଜାତୀୟ

ମୁମ୍ବାଇ ଏୟାରପୋର୍ଟରେ ରନଓ୍ବେରୁ ଖସିଲା ପ୍ରାଇଭେଟ ଚାର୍ଟର୍ଡ ବିମାନ, ହେଲା ଦୁଇଖଣ୍ଡ

ମୁମ୍ବାଇ,୧୪।୯: ମୁମ୍ବାଇ ବିମାନ ବନ୍ଦରରେ ଗୁରୁବାର ଲ୍ୟାଣ୍ଡିଂ କରିବା ସମୟରେ ଏକ ପ୍ରାଇଭେଟ ଚାର୍ଟର୍ଡ ବିମାନ ରନଓ୍ବେରୁ ଖସି ଯାଇଛି। ବିମାନରେ ୬ ଜଣ ଯାତ୍ରୀ ଏବଂ ଦୁଇଜଣ କ୍ରିୟୁ ସଦସ୍ୟ ଥିଲେ। ଡିଜିସିଏ କହିଛନ୍ତି ଯେ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତି ହୋଇନାହିଁ।
ଡିଜିସିଏ କହିଛି ଯେ ବିଶାଖାପାଟନମରୁ ମୁମ୍ବାଇ ଅଭିମୁଖେ ଯାତ୍ରା କରୁଥିବା ଭିଏସଆର ଭେଞ୍ଚର୍ସ ଲିୟରର୍ଜେଟ ୪୫ ବିମାନ ଭିଟି-ଡିବିଏଲ ମୁମ୍ବାଇ ବିମାନବନ୍ଦରରେ ରନୱେ ୨୭ରେ ଅବତରଣ କରିବା ସମୟରେ ସ୍କିଡ କରିଥିଲା। ବିମାନରେ ୬ଜଣ ଯାତ୍ରୀ ଏବଂ ୨ଜଣ କ୍ରିୟୁ ସଦସ୍ୟ ଥିଲେ। ପ୍ରବଳ ବର୍ଷା ହେତୁ ଭିଜିବିଲିଟି ମାତ୍ର ୭୦୦ମିଟର ଥିଲା। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଚାଲିଛି। ତେବେ ରନଓ୍ବେରୁ ଖସିଯିବା ପରେ ବିମାନଟି ଦୁଇଖଣ୍ଡ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

‘ଘରେ ଘରେ ତ୍ରିରଙ୍ଗା’: ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, ସ୍କୁଲ-କଲେଜ ଛାତ୍ରଛାତ୍ରୀଙ୍କ ଯୋଗଦାନ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ମଙ୍ଗଳବାର ‘ଘରେ ଘରେ ତ୍ରିରଙ୍ଗା’ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

ପଥରରେ ଛେଚି ଯୁବକଙ୍କୁ ହତ୍ୟା !: ନିର୍ମାଣାଧୀନ ଆବାସ ଘରୁ ରକ୍ତାକ୍ତ ମୃତଦେହ

ରାଇରଙ୍ଗପୁର,୧୧।୮: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳର ବାଢୁଣିଆ ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗାଁର ଏକ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri