ଭିସୁଟ୍‌ ଛାତ୍ରୀଙ୍କୁ ନିର୍ଯାତନା, ଛାତ୍ର ଅଟକ

ସମ୍ବଲପୁର,୪ା୧୨: ଭିସୁଟ୍‌ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ହୋଇଛି। ଏହି ଅଭିଯୋଗରେ ଜଣେ ଛାତ୍ର ଅଟକ ଅଛନ୍ତି। ଛାତ୍ରୀଙ୍କୁ ଛାତ୍ର ଜଣଙ୍କ ପ୍ରବଳ ମାଡ଼ ମାରିଥିବା ବୁର୍ଲା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପରେ ସଂପୃକ୍ତ ଛାତ୍ରଙ୍କୁ ସସ୍‌ପେଣ୍ଡ୍‌ କରିଛନ୍ତି ଭିସୁଟ୍‌ କର୍ତ୍ତୃପକ୍ଷ।

ଘଟଣାର ତଦନ୍ତ ପାଇଁ ଇଣ୍ଟରନାଲ କମ୍ପ୍ଲେନ କମିଟିକୁ ଦାୟିତ୍ୱ ହସ୍ତାନ୍ତର କରାଯାଇଛି। ବୁର୍ଲା ଥାନାରେ ଛାତ୍ରଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚେନ୍ନାଇକୁ ହରାଇଲା ଗୁଜରାଟ

ଚେନ୍ନାଇ,୨୬ା୪: ସାଇ ସୁଦର୍ଶନଙ୍କ ଅର୍ଦ୍ଧଶତକ ବଳରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ (ଜିଟି) ୮ ଉଇକେଟରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)କୁ ପରାସ୍ତ କରିଛି।…

ଭଞ୍ଜନଗର ଠାକୁରାଣୀ ଯାତ୍ରା ଆରମ୍ଭ, ସହର ଉତ୍ସବମୁଖର

ଭଞ୍ଜନଗର,୨୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ରବିବାର ଆରମ୍ଭ ହୋଇଯାଇଛି। ଯାତ୍ରାକୁ ଦେଖିବା ପାଇଁ ହଜାର ହଜାର ଲୋକଙ୍କ ସମାଗମ ହୋଇଥିଲା। ଆତସବାଜି ଏବଂ…

ଜନଗଣନା କର୍ମଚାରୀଙ୍କୁ ମାଡ଼: ଧରାପଡ଼ିଲେ ୨ ଅଭିଯୁକ୍ତ

ପଟ୍ଟାଙ୍ଗି,୨୬ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଓଡ଼ିଶା ପକ୍ଷରୁ ଜନଗଣନା କରୁଥିବା କର୍ମଚାରୀଙ୍କ ମାଡ଼ ମାରିବା ଅଭିଯୋଗରେ ସେମ୍ୱି ଗ୍ରାମର…

ଦେଢ଼ କି.ମି. ରାସ୍ତାରେ ୧୦ ହମ୍ପ୍ସ

ନୂଆପଡ଼ା,୨୬ା୪ (ମକାରୁ ବେମାଲ): ଛତିଶଗଡ଼ ରାଜ୍ୟ ରାୟପୁରଠାରୁ ନୂଆପଡ଼ା ଜିଲା ଦେଇ ଗୋପାଳପୁରକୁ ସଂଯୋଗ କରୁଥିବା ଜାତୀୟ ରାଜପଥରେ ଅତ୍ୟଧିକ ହମ୍ପ୍ସ (ସ୍ପିଡ୍‌ ବ୍ରେକର) ଯୋଗୁ ଯାତାୟାତରେ…

୮ ଦିନର ସଂଘର୍ଷ ପରେ ହାରିଗଲେ ଶୁଭଶ୍ରୀ

ଥୁଆମୂଳ ରାମପୁର, ୨୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଶ୍ରୀମସ୍କା ଛକଠାରେ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଜଣେ…

ଦେର୍ଲାଠିର ହିତାଧିକାରୀଙ୍କୁ ମିଳିଲା ପକ୍କାଘର କାର୍ଯ୍ୟାଦେଶ

ଥୁଆମୂଳ ରାମପୁର,୨୬ା୪(ଦୁର୍ଗା କୀର୍ତ୍ତି): ଦୁର୍ଗମ ଅଞ୍ଚଳର ବିକାଶ ପାଇଁ ପ୍ରଶାସନ ଦେଇଥିବା ପ୍ରତିଶ୍ରୁତି ବାସ୍ତବ ରୂପ ନେଇଛି। କିଛିଦିନ ପୂର୍ବେ କଳାହାଣ୍ଡି ଜିଲା ପରିଷଦର ମୁଖ୍ୟ ଉନ୍ନୟନ…

ଟ୍ରମ୍ପଙ୍କ ଡିନରରେ ଗୁଳି ଚଳାଇଥିବା ଆକ୍ରମଣକାରୀଙ୍କ ଆସିଲା ଶିକ୍ଷାଗତ ଯୋଗ୍ୟତା, ଜାଣନ୍ତୁ…

ଓ୍ୱାଶିଂଟନ,୨୬ା୪: ଆମେରିକାର ରାଜଧାନୀ ୱାଶିଂଟନ ଡିସିରେ ଆୟୋଜିତ ପ୍ରତିଷ୍ଠିତ ‘ହ୍ୱାଇଟ ହାଉସ କରେସପଣ୍ଡେଣ୍ଟସ ଡିନର’ କାର୍ଯ୍ୟକ୍ରମରେ ଗୁଳିକାଣ୍ଡ ଘଟିଥିଲା। କାର୍ଯ୍ୟକ୍ରମରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ପ୍ରଥମ…

୨ ପରିବାରରେ ଖଣ୍ଡଯୁଦ୍ଧ: ୨ ବାଇକ୍‌ରେ ଠେଙ୍ଗାବାଡ଼ି ଧରି ଆସି…

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମରେ ପାରିବାରିକ ହିଂସା କାରଣରୁ ଦୁଇ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ ଘଟିଛି। ଆକ୍ରମଣ ଓ ପ୍ରତିଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri