Advertisement

ଜୁଲାଇ ୨୨ ରୁ ୩୧ ଯାଏ ବନ୍ଦ ରହିବ ଭିସୁଟ

ସମ୍ବଲପୁର,୨୦।୭(ବ୍ୟୁରୋ)-କରୋନା ସଂକ୍ରମଣ ରାଜ୍ୟରେ ଦିକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ ଆସନ୍ତା ୨୨ ତାରିଖଠାରୁ ଜୁଲାଇ ୩୧ ଯାଏଁ ବନ୍ଦ ରଖାଯାଇଛି। ଏ ନେଇ ସମ୍ବଲପୁର ଜିଲାପାଳ ଏକ ବିଜ୍ଞପ୍ତି ପ୍ରକାଶ କରି ଭିସୁଟକୁ ୧୦ ଦିନ ପାଇଁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟ ଫାଟକକୁ ଛାଡି ଭିସୁଟର ସମସ୍ତ ଗେଟକୁ ବନ୍ଦ ରଖିବାକୁ କୁହାଯାଇଛି। ସେହିପରି ହୋମ କ୍ୱାରାଣ୍ଟାଇନରେ ଥିବା କର୍ମଚାରୀଙ୍କ ଅବଧି ନ ସରିବା ଯାଏ ବାହାରି ପାରିବେ ନାହିଁ ବୋଲି ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିପ୍‌ରେ ପରୀକ୍ଷାର୍ଥୀଙ୍କୁ ଘରେ ଛାଡ଼ିଲେ ତହସିଲଦାର

ଦିଗପହଣ୍ଡି,୨୫ା୨(ଡି.ଏନ.ଏ.)-ଦିଗପହଣ୍ଡି ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁ ସୋମବାର ମଧ୍ୟାହ୍ନରେ ଫାଶିଗୁଡା ଗ୍ରାମ ହାଇସ୍କୁଲ ପରୀକ୍ଷା କେନ୍ଦ୍ର ପରିଦର୍ଶନ କରି ଫେରୁଥିବା ବେଳେ ଭୀଷ୍ମଗିରି-ନିମଖଣ୍ଡି ପେଣ୍ଠ ମୁଖ୍ୟ...

କାଳ ହେଲା ମର୍ନିଂ ଓ୍ବାକ୍‌

ଭଞ୍ଜନଗର/ବୁଗୁଡ଼ା,୧୦।୬: ଗଞ୍ଜାମ ଜିଲା ଦକ୍ଷିଣ ଘୁମୁସର ବନଖଣ୍ଡ ବୁଗୁଡ଼ା ରେଞ୍ଜ ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ ପ୍ରାତଃ ଭ୍ରମଣରେ ଯାଉଥିବା...

୧୩ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୧।୫ (ବ୍ୟୁରୋ) : ରାଜ୍ୟରେ ତାତିର ପ୍ରକୋପ କିଛି ମାତ୍ରାରେ ହ୍ରାସ ପାଇଛି। ତଥାପି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶାର ୧୦ ସହରରେ ପାରଦ ୪୧...

ଦାନ୍ତ ପାଇଁ ହାତୀ ଶିକାର: ଡିଏଫ୍‌ଓ

ସମ୍ବଲପୁର,୨୪ା୬(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ପଡିଆବାହାଲ ରେଞ୍ଜ ଅନ୍ତର୍ଗତ ସାପଲହରା ଗ୍ରାମ ପୋଖରୀରେ ୬ଦିନ ମୃତ୍ୟୁ ସହ ସଂଗ୍ରାମ ପରେ ଚିକିତ୍ସାଧୀନ ଅବସ୍ଥାରେ ଗତ ମଙ୍ଗଳବାର ଦନ୍ତାହାତୀର...

ଶୁଟିଂ ପାଇଁ ମୁମ୍ବାଇରେ ପହଞ୍ଚିଥିବା କନିକାଙ୍କୁ ଫ୍ଲାଟରେ ଏଣ୍ଟ୍ରି ପାଇଁ ମନାକଲା ସୋସାଇଟି

ମୁମ୍ବାଇ: କରୋନା ଲକ୍‌ଡାଉନ ଯୋଗୁ ମାର୍ଚ୍ଚ ୨୨ଠାରୁ ସମସ୍ତ ଫିଲ୍ମ ଓ ସିରିୟଲ୍‌ ଶୁଟିଂ ବନ୍ଦ ରହିଛି। ଫଳରେ କଳାକାରମାନେ ହାତବାନ୍ଧି ଘରେ ବସି ରହିଛନ୍ତି।...

୫୦ ହଜାର ପିଲାଙ୍କ ଆକାଉଣ୍ଟକୁ ଗଲା ୧୦୧ କୋଟି

ଭୁବନେଶ୍ୱର,୩ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସ ଜରିଆରେ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଅନୁସୂଚତି ଜାତି, ଜନଜାତି ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ଆରମ୍ଭ...

ନିଜେ ଭିଜିଲାନ୍ସ ଅଫିସର: ମାମଲା ରଫାଦଫା ପାଇଁ ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଭବାନୀପାଟଣା,୩।୭(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଭବାନୀପାଟଣା ଭିଜିଲାନ୍ସ ପବ୍ଲିକ ପ୍ରସିକ୍ୟୁଟର ପିପି ଆଶୁତୋଷ ମିଶ୍ର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ମହୁଲପାଟଣା ଫାଣ୍ଡିର ପୂର୍ବତନ ଏଏସ୍‌ଆଇ ମଳୟ ରଣାଙ୍କ...

୧୮ରୁ ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ୱର,୨।୨(ବ୍ୟୁରୋ): ଆସନ୍ତା ୧୮ ତାରିଖରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ଏହା ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୯ ତାରିଖ ଯାଏ ଚାଲିବ। ଫେବୃୟାରୀ ୧୮...

Advertisement
Archives

Model This Week