ଜୁଲାଇ ୨୨ ରୁ ୩୧ ଯାଏ ବନ୍ଦ ରହିବ ଭିସୁଟ

ସମ୍ବଲପୁର,୨୦।୭(ବ୍ୟୁରୋ)-କରୋନା ସଂକ୍ରମଣ ରାଜ୍ୟରେ ଦିକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ ଆସନ୍ତା ୨୨ ତାରିଖଠାରୁ ଜୁଲାଇ ୩୧ ଯାଏଁ ବନ୍ଦ ରଖାଯାଇଛି। ଏ ନେଇ ସମ୍ବଲପୁର ଜିଲାପାଳ ଏକ ବିଜ୍ଞପ୍ତି ପ୍ରକାଶ କରି ଭିସୁଟକୁ ୧୦ ଦିନ ପାଇଁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟ ଫାଟକକୁ ଛାଡି ଭିସୁଟର ସମସ୍ତ ଗେଟକୁ ବନ୍ଦ ରଖିବାକୁ କୁହାଯାଇଛି। ସେହିପରି ହୋମ କ୍ୱାରାଣ୍ଟାଇନରେ ଥିବା କର୍ମଚାରୀଙ୍କ ଅବଧି ନ ସରିବା ଯାଏ ବାହାରି ପାରିବେ ନାହିଁ ବୋଲି ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଜିଲା ଲକ୍ଷ୍ମୀ ବସ୍‌ ସେବାରେ ବାଧକ ସାଜିଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୦ା୪(ଅନିଲ ଦାସ): ଓଡ଼ିଶାର ଲକ୍ଷ୍ମୀ ବସ୍‌ ସେବା ଭାରତର ଏକନମ୍ବର ଗ୍ରାମୀଣ ଯୋଗାଯୋଗ କାର୍ଯ୍ୟକ୍ରମ, ଯାହା ରାଜ୍ୟର ୧୦୦% ଜିଲାକୁ ସଂଯୋଗ କରୁଛି। ଯେଉଁଥିରେ ବ୍ଲକ୍‌...

ଟିକେଟ ଆଶା କରିଥିଲି, ମତେ ବି ଦୁଃଖ ଲାଗୁଛି

ଜଗତ୍‌ସିଂହପୁର, ୨୦ା୪(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲା ପରେ ଟିକେଟ ନ ପାଇ ସବୁଠାରୁ ଦୁଃଖରେ...

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri