ମାଲକାନଗିରି ବିମାନବନ୍ଦରରେ ଟ୍ରାଏଲ ରନ୍‌, ଅବତରଣ କଲା VT-100 ବିମାନ

ମାଲକାନଗିରି,୭ା୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରିରେ ଖୁବ୍‌ଶୀଘ୍ର କାର୍ଯ୍ୟମକ୍ଷ ହେବାକୁ ଯାଉଛି ରାଜ୍ୟର ଆଉ ଏକ ବିମାନବନ୍ଦର। ଏହି ପରିପ୍ରେକ୍ଷୀରେ ମାଲକାନଗିରି ବିମାନବନ୍ଦରରେ ରବିବାର ଟ୍ରାଏଲ ରନ୍‌ ହୋଇଛି। ସଫଳତାର ସହିତ VT-100 ବିମାନ ଅବତରଣ କରିଛି।

ଆଜି ପରୀକ୍ଷାମୂଳକ ଭାବେ VT-100 ବିମାନ ଅବତରଣ ପରେ ପାଇଲଟ୍‌ ପୂରା ବିମାନ ବନ୍ଦରକୁ ଯାଞ୍ଚ କରିଛନ୍ତି। ଯାଞ୍ଚ ପରେ ବିମାନ ବନ୍ଦରର ପ୍ରସ୍ତୁତିକୁ ପାଇଲଟ୍‌ ପ୍ରଶଂସା ବି କରିଛନ୍ତି।

ସୂଚନାଯୋଗ୍ୟ, ଆସନ୍ତା ୯ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନ ସେବାର କରିବେ ଲୋକାର୍ପଣ । ୧୦୬ ହେକ୍ଟର ଜମିରେ ନିର୍ମିତ ଏହି ବିମାନବନ୍ଦରରେ ୧୬୨୦ ମିଟର ରନଓ୍ବେ ପ୍ରସ୍ତୁତ ହୋଇରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri