Posted inଖେଳ

ଭାରତୀୟ ଟିମର ନିୟମିତ କୋଚ୍ ହେବେ ଭିଭିଏସ ଲକ୍ଷ୍ମଣ, ଏହି ଆଇପିଏଲ ଟିମରେ ଯୋଗ ଦେବେ ରାହୁଲ ଦ୍ରାବିଡ଼

ମୁମ୍ବାଇ,୨୫।୧୧: ରାହୁଲ ଦ୍ରାବିଡ ଭାରତୀୟ ପୁରୁଷ କ୍ରିକେଟ ଦଳର ମୁଖ୍ୟ କୋଚ୍ ପଦବୀ ଖାଲି କରିବାକୁ ଯାଉଛନ୍ତି। ଦ୍ରାବିଡଙ୍କର କାର୍ଯ୍ୟକାଳ ଦିନିକିଆ ବିଶ୍ୱକପ ୨୦୨୩ ର ସମାପ୍ତି ସହିତ ଶେଷ ହୋଇଥିଲା।ଏହାପରେ ସେ ଚୁକ୍ତିନାମା ନବୀକରଣ କରିବାକୁ ଆଗ୍ରହୀ ନାହାନ୍ତି ବୋଲି ମିଡ଼ିଆ ସୂତ୍ରରୁ ଖବର ପ୍ରକାଶ ପାଇଛି। ଏହାରି ମଧ୍ୟରେ ଇଣ୍ଡିଆନ୍ ପ୍ରିମିୟର ଲିଗ୍ ୨୦୨୪ ସିଜନ୍ ପୂର୍ବରୁ ଲକ୍ଷ୍ନୌ ସୁପର ଜିଆଣ୍ଟସ୍ ମେଣ୍ଟର ଭାବରେ ଭାରତର ପୂର୍ବତନ ଅଧିନାୟକ ଯୋଗଦେବେ ବୋଲି ଆଶା କରାଯାଉଛି।

ତେବେ ଦ୍ରାବିଡ଼ଙ୍କ ପରେ ନ୍ୟାସନାଲ କ୍ରିକେଟ୍ ଏକାଡେମୀ ମୁଖ୍ୟ ଭିଭିଏସ୍ ଲକ୍ଷ୍ମଣ ଏହି ପଦବୀ ପାଇଁ ଆଗରେ ରହିଛନ୍ତି। ଦ୍ରାବିଡଙ୍କ ଅନୁପସ୍ଥିତିରେ ବର୍ତ୍ତମାନ ଭାରତୀୟ ଦଳର କୋଚ୍ ଥିବା ନେଉଥିବା ଲକ୍ଷ୍ମଣ ଭାରତ ବନାମ ଅଷ୍ଟ୍ରେଲିଆ ଟି-ଟ୍ୱେଣ୍ଟି ସିରିଜ୍ ପରେ ପୂର୍ଣ୍ଣକାଳୀନ ଦାୟିତ୍ୱ ଗ୍ରହଣ କରିପାରନ୍ତି।

ରିପୋର୍ଟ ଅନୁଯାୟୀ ଖୁବଶୀଘ୍ର ବିସିସିଆଇ ବରିଷ୍ଠ ଅଧିକାରୀ ଏହି ବିଷୟରେ ଆଲୋଚନା କରିବେ। ଦ୍ରାବିଡ଼ଙ୍କ ନେତୃତ୍ୱରେ ଭାରତୀୟ ଟିମ୍ ନିକଟରେ ଶେଷ ହୋଇଥିବା ଦିନିକିଆ ବିଶ୍ୱକପରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲା। ଫାଇନାଲ ପର୍ଯ୍ୟନ୍ତ ଭାରତ ସମସ୍ତ ୧୦ ମ୍ୟାଚ୍ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଡ଼ ବନ୍ଧା ହୋଇ ଘରେ ପଡୁଛି ପୁଅ, ଅର୍ଥ ଅଭାବରୁ ଚିକିିତ୍ସା ପାଇଁ ମା-ବାପା…

କୁଜଙ୍ଗ,୬ା୫(ମନୋଜ ପ୍ରଧାନ): ଏରସମା ବ୍ଲକ ବାମଦେଇପୁର ପଞ୍ଚାୟତ ବାରାକଣା ଗ୍ରାମର ସୁରେଶ ଚନ୍ଦ୍ର ପାଣି (୪୫) ଜଣେ ଦିନମଜୁରିଆ ଭାବେ କାର୍ଯ୍ୟ କରି ପରିବାର ଚଳାଉଥିଲେ। ପରିବାର…

‘ପାଠ ପଢ଼ି ମାର୍କ ଆଣିବା ଚିନ୍ତାରୁ ବାହାରି ଗବେଷଣା କରିବା ଜରୁରୀ’

ଭଞ୍ଜନଗର,୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଇଲୋକ୍ଟ୍ରୋନିକ୍ସ ବିଭାଗ ପକ୍ଷରୁ ବୁଧବାର ଏକ ପାଠଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିସହ ଯୁକ୍ତ…

ଟାଙ୍କିରେ ମିଳୁନି ପେଟ୍ରୋଲ-ଡିଜେଲ, ଚଢ଼ା ଦରରେ ଉପଭୋକ୍ତା କିଣି …

ଦାରିଙ୍ଗବାଡ଼ି,୬ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଏବେ ପେଟ୍ରୋଲ ଓ ଡିଜେଲର ଘୋର ସଙ୍କଟ ଦେଖାଯାଇଛି। ଉକ୍ତ ବ୍ଲକର ୨୫ଟି ପଞ୍ଚାୟତ ପାଇଁ ମାତ୍ର ୨ଟି ଟାଙ୍କି…

ଶେଷ ହେବ ଯୁଦ୍ଧ! ଇରାନ-ଆମେରିକା ମଧ୍ୟରେ ଚୁକ୍ତିନାମା, ଏହି 3 ଟି ପ୍ରସଙ୍ଗରେ ସହମତି…

ଓ୍ବାଶିଂଟନ,୬ା୫: ଇରାନ ଏବଂ ଆମେରିକା ମଧ୍ୟରେ ଶତ୍ରୁତା ବନ୍ଦ କରିବା ନେଇ ଏକ ସହମତି ହୋଇଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦୁଇ ରାଷ୍ଟ୍ର ମଧ୍ୟରେ…

ସ୍ବାସ୍ଥ୍ୟ ପାଇଁ ବିପଦ ସାଜିଛି ସାର-ଔଷଧ, ଜୈବିକ ସାର ପ୍ରୟୋଗ କରି…

ଭଞ୍ଜନଗର,୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କଲ୍ୟାଣ ମଣ୍ଡପରେ ବୁଧବାର ଅନନ୍ୟା ଜୈବିକ ପନିପରିବା ଓ ବିହନ ମେଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଓଡ଼ିଶା ଚାଖିବ ଭିଏତନାମ ଡୁରିଆନ, ଦୁଇ ଦେଶ ମଧ୍ୟରେ ୧୦ ଚୁକ୍ତିନାମା

ନୂଆଦିଲ୍ଲ,୬ା୫: ଭାରତ ଏବଂ ଭିଏତନାମ ମଧ୍ୟରେ ସମ୍ପର୍କ ଆହୁରି ମଜବୁତ ହେବାକୁ ଯାଉଛି । ରାଷ୍ଟ୍ରପତି ଟୋ ଲାମଙ୍କ ଭାରତ ଗସ୍ତ ପରେ – ତାଙ୍କ ନିର୍ବାଚନର…

ତାମିଲନାଡ଼ୁରେ ସରକାର ଗଢ଼ିବେ ଥଲାପତି ବିଜୟ, ରାଜ୍ୟପାଳଙ୍କୁ ଭେଟିଲେ TVK ମୁଖ୍ୟ

ଚେନ୍ନାଇ,୬।୫:  ବୁଧବାର ଦିନ ତାମିଲନାଡୁ ରାଜନୀତିରେ ଏକ ବଡ଼ ମୋଡ଼ ଦେଖିବାକୁ ମିଳିଛି । ସୁପରଷ୍ଟାର ଥଲାପତି ବିଜୟଙ୍କ ଦଳ ଟିଭିକେକୁ ସରକାର ଗଠନ ପାଇଁ ଭାରତୀୟ…

ମହୁ ସଂଗ୍ରହ କରିବାକୁ ଯାଇ ପଥରଖୋଲରେ ଫସିଗଲେ ନାବାଳକ, ପଥରସନ୍ଧିରେ ମୁଣ୍ଡ ପଶି…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ଫସିଯାଇଛନ୍ତି ଜଣେ ନାବାଳକ। ବାଉଁଶଗାଡ଼ିଆ ସ୍ଥିତ ଜଙ୍ଗଲରେ ମହୁ ସଂଗ୍ରହବେଳେ ଫସିଯାଇଛନ୍ତି। ପଥରସନ୍ଧିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri