କେବଳ ପୁଟିନ୍‌ଙ୍କ ପାଇଁ ନୁହେଁ ବେଲାରୁଷର ରାଷ୍ଟ୍ରପତିଙ୍କ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି ଓ୍ବାଗନର୍‌ ଗ୍ରୁପ୍‌

ମସ୍କୋ,୨୬।୭: ନିକଟରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ସେଣ୍ଟ ପିଟର୍ସବର୍ଗରେ ବେଲାରୁଷର ରାଷ୍ଟ୍ରପତି ଆଲେକ୍ସଜାଣ୍ଡାର୍‌ ଲୁକାଶେଙ୍କୋଙ୍କ ସହ ସାକ୍ଷାତ କରଛନ୍ତି। ଯେଉଁଠାରେ ବେଲାରୁଷର ରାଷ୍ଟ୍ରପତି ପୁଟିନ୍‌ଙ୍କୁ କହିଥିଲେ ଯେ ୱାଗନର୍‌ ଗ୍ରୁପ ଯୁଦ୍ଧବିମାନକୁ ପଡୋଶୀ ପୋଲାଣ୍ଡ ଉପରେ ଆକ୍ରମଣରୁ ନିବୃତ୍ତ କରିବା ତାଙ୍କୁ କଷ୍ଟକର ହେଉଛି। ଉଲ୍ଲେଖନୀୟ କଥା ହେଉଛି, ପୂର୍ବରୁ ୱାଗନର୍‌ ଗ୍ରୁପ ରୁଷିଆର କର୍ତ୍ତୃପକ୍ଷଙ୍କ ବିରୋଧରେ ଅସଫଳ ବିଦ୍ରୋହ କରିଥିଲା। ଯାହା ପରେ ବେଲାରୁଷର ରାଷ୍ଟ୍ରପତି ଆଲେକ୍ସଜାଣ୍ଡାର୍‌ ଲୁକାଶେଙ୍କୋ କୌଣସି ଆପୋଷ ବୁଝାମଣା କରି ଏହି ମାମଲାକୁ ଶାନ୍ତ କରିଥିଲେ।

ଦ ଟେଲିଗ୍ରାଫ ରିପୋର୍ଟ ଅନୁଯାୟୀ, ୱାଗନର୍‌ ଗ୍ରୁପ୍‌ର ସୈନିକମାନେ ବେଲାରୁଷ ପ୍ରଶାସନକୁ ଚାପରେ ରଖିଛନ୍ତି। ସେ ପଶ୍ଚିମରୁ ୱାର୍ସୋକୁ ଯିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ବ୍ୟବସାୟୀମାନେ ପୋଲାଣ୍ଡ ଯିବାକୁ ଚାହୁଁଛନ୍ତି। ବେଲାରୁଷ ନେତାଙ୍କ ବିବୃତ୍ତି ପଡୋଶୀ ଦେଶରେ ଆତଙ୍କ ସୃଷ୍ଟି କରିଛି। କହିବାକୁ ଗଲେ ୱାଗନର୍‌ ସୈନିକମାନେ ନାଟୋ ସଦସ୍ୟ ପୋଲାଣ୍ଡ ସହିତ ସୀମାଠାରୁ କିଛି କିଲୋମିଟର ଦୂରରେ ସାମରିକ ସୀମା ମଧ୍ୟରେ ବେଲାରୁଷର ସ୍ବତନ୍ତ୍ର ବାହିନୀକୁ ତାଲିମ ଦେବା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ଆକ୍ରମଣ: ୨ ମୃତ

ଲଣ୍ଡନ, ୧୮।୮: ୟୁକ୍ରେନ୍‌ସ୍ଥିତ ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୩ଜଣ ଆହତ ହୋଇଛନ୍ତି। ଭାରତୀୟ ଶିଳ୍ପପତି ଲକ୍ଷ୍ମୀ ମିତ୍ତଲଙ୍କ ମାଲିକାନାରେ…

ପୁରୁଣା ଗାଡ଼ି ପାଇଁ ଫେରିପାରେ E10 ପେଟ୍ରୋଲ! ଚିନ୍ତା ଦୂର କରିବାକୁ ମୁଖ୍ୟ ଆର୍ଥିକ ପରାମର୍ଶଦାତାଙ୍କ ପ୍ରସ୍ତାବ

ନୂଆଦିଲ୍ଲୀ,୧୮।୮: ବର୍ତ୍ତମାନ ଫ୍ଲେକ୍ସ ଫ୍ୟୁଏଲ ବା ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ବିଭିନ୍ନ ସ୍ତରରେ ବିବାଦ ମୁଣ୍ଡ ଟେକିଛି। ଏହି କିସମର ଇନ୍ଧନ ବ୍ୟବହାର ଦ୍ୱାରା ମାଇଲେଜ୍‌…

ବିଶ୍ୱର ସର୍ବକନିଷ୍ଠ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ହୋଇ ବିଶ୍ୱରେକର୍ଡ

ନୂଆଦିଲ୍ଲୀ, ୧୮।୮: ଭାରତୀୟ ବଂଶୋଦ୍ଭବ ଦୁବାଇର ୧୬ ବର୍ଷୀୟ ଲକ୍ଷ୍ମଣନ୍‌ ମେୟାପ୍ପନ ବିଶ୍ୱର ସବୁଠାରୁ କନିଷ୍ଠ ପୁରୁଷ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ)ହେବାର ଗୌରବ ଅର୍ଜନ କରିଛନ୍ତି। ମାତ୍ର…

ମୁରଥଲ ଢାବାରେ ରୋବଟ୍ ୱେଟର! ଗ୍ରାହକଙ୍କୁ ପରଷୁଛି ମନପସନ୍ଦର ଖାଦ୍ୟ

ମୁରଥଲ,୧୮।୮: ସ୍ବାଦିଷ୍ଟ ଗରମ ପରଠା ଏବଂ ପାରମ୍ପରିକ ଖାଦ୍ୟ ପାଇଁ ପ୍ରସିଦ୍ଧ ହରିୟାଣାର ମୁରଥଲ ଏବେ ଚର୍ଚ୍ଚାରେ । ଏଠାରେ ଥିବା ‘ରେଶମ ଢାବା’ରେ ଗ୍ରାହକମାନଙ୍କୁ ଏକ…

ତାମିଲନାଡୁ ମନ୍ତ୍ରୀଙ୍କ ଏମିତି କଥାରେ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୮।୮: ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ତାମିଲନାଡୁ ବିଧାନସଭାରେ ତାଙ୍କର ଜଣେ ମନ୍ତ୍ରୀଙ୍କ ପକ୍ଷରୁ କ୍ଷମା ମାଗିବାକୁ ପଡିଲା। ତାମିଲନାଡୁ ମନ୍ତ୍ରୀ ରଞ୍ଜିତ କୁମାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ…

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri