୩୧ରେ ଓ୍ବାକ୍‌ ଫର୍‌ ଏ ଲାଇଫ-୨୦୨୪

ଭୁବନେଶ୍ୱର,୩୦।୩: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲ୍‌କୋ ମେଡିକାଲ ସେଣ୍ଟର (ବିଏମ୍‌ସି) ପକ୍ଷରୁ ଏକ ଦିନିକିଆ ଓ୍ବାକାଥନ୍‌ ‘ଓ୍ବାକ୍‌ ଫର୍‌ ଏ ଲାଇଫ-୨୦୨୪’ର ଆୟୋଜନ ମାର୍ଚ୍ଚ ୩୧ରେ ଛତିଶଗଡ଼ର ରାୟପୁରଠାରେ ଆୟୋଜିତ ହେବାକୁ ଯାଉଛି। ବିଶେଷକରି କର୍କଟ ସଚେତନତା ପାଇଁ ବିଏମ୍‌ସି ଦ୍ୱାରା ଏହି ଓ୍ବାକାଥନ୍‌ର ଆୟୋଜନ ହେଉଛି। ଏପରିକି ସହରର ପ୍ରମୁଖ ବିଦ୍ୟାଳୟ, କଲେଜ ଏବଂ ସାମାଜିକ ଅନୁଷ୍ଠାନଗୁଡିକ ଏହି ସଚେତନତା ପଦଯାତ୍ରାରେ ସାମିଲହେବା କାର୍ଯ୍ୟକ୍ରମ ରହିଛି। ସେହିଭଳି କର୍କଟ ରୋଗୀଙ୍କ ମନୋବଳ ବଢ଼ାଇବା ପାଇଁ ବିଏମ୍‌ସି ପ୍ରତିବର୍ଷ ଏଭଳି କାର୍ଯ୍ୟକ୍ରମକୁ ପ୍ରୋତ୍ସାହିତ କରିଥାଏ। ଏପରିକି ପ୍ରତିଯୋଗୀମାନଙ୍କ ସ୍ବାସ୍ଥ୍ୟ ପ୍ରତି ବିଶେଷ ଯତ୍ନନେବା ସହ ଜୁମ୍ବା, ଯୋଗ ଏବଂ ବ୍ୟାୟାମ ଭଳି ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ ହୋଇଛି। ଉକ୍ତ କାର୍ଯ୍ୟକ୍ରମର ଏକ ଅଂଶ ହେବାକୁ ଉତ୍ସାହୀ ଓ ଆଶାୟୀ ପ୍ରତିଯୋଗୀ ୨୦୨୪ ମାର୍ଚ୍ଚ ୩୧ସକାଳ ୬ଘଟିକା ସମୟରେ ରାୟପୁରର ତେଲିବନ୍ଦା ଲେକ୍‌ସ୍ଥିତ ମେରାଇନ୍‌ ଡ୍ରାଇଭ୍‌ ନିକଟରେ ପହଞ୍ଚତ୍ବାକୁ ହେବ। ଏ ସମ୍ପର୍କରେ ସବିଶେଷ ସୂଚନା କିମ୍ବା ଓ୍ବାକାଥନ୍‌ରେ ଅଂଶଗ୍ରହଣ ପାଇଁ ୮୨୮୨୮୨୪୪୪୪କୁ କଲ୍‌କରି ଆବଶ୍ୟକ ତଥ୍ୟ ସଂଗ୍ରହ କରିପାରିବେ ବୋଲି ବିଏମ୍‌ସି ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri