Posted inଜାତୀୟ

ଅନଲାଇନ୍‌ ରେଜିଷ୍ଟ୍ରେଶନ ବିନା ମିଳିବ ନାହିଁ ଟିକା

ନୂଆଦିଲ୍ଲୀ,୨୫।୪ : ଟିକାକରଣ ପ୍ରକ୍ରିୟାରେ ୧୮ରୁ ୪୪ ବର୍ଷ ବୟସ୍କ ନାଗରିକଙ୍କ ପାଇଁ ଅନଲାଇନ ରେଜିଷ୍ଟ୍ରେଶନ ବାଧ୍ୟତାମୂଳକ କରାଯାଇଛି। ଆସନ୍ତା ମେ’ ୧ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ୩ୟ ପର୍ଯ୍ୟାୟ ଟିକାକରଣ ଲାଗି ହସ୍ପିଟାଲରେ କୌଣସି ରେଜିଷ୍ଟ୍ରେଶନ କରାଯିବ ନାହିଁ। ଏ ନେଇ ରବିବାର ସ୍ପଷ୍ଟ କରିଛନ୍ତି କେନ୍ଦ୍ର ସରକାର।

କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ଚିଠି ମାଧ୍ୟମରେ ୩ୟ ପର୍ଯ୍ୟାୟ ଟିକାକରଣର ନିୟମ ଓ ରଣନୀତି ସମ୍ପର୍କରେ ଅବଗତ କରାଇଛନ୍ତି। ଫଳରେ ଟିକା କେନ୍ଦ୍ରରେ କୋଓ୍ବିନ ଓ୍ବେବସାଇଟ୍‌ ଓ ଆରୋଗ୍ୟ ସେତୁ ଆପ ମାଧ୍ୟମରେ ରେଜିଷ୍ଟ୍ରେଶନ କରାଇଥିବା ଯୋଗ୍ୟ ହିତାଧିକାରୀଙ୍କୁ ହିଁ ଟିକା ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏଚ୍‌ଆଇଭି ପଜିଟିଭ ସତ୍ତ୍ୱେ ବିବାହ କଲେ ଯୁବକ: ସ୍ତ୍ରୀ ଆକ୍ରାନ୍ତ ହେବାରୁ ନେଲେ ଏଭଳି ପଦକ୍ଷେପ

ଚଣ୍ଡିଗଡ଼, ୧।୯: ହରିୟାଣାର ଜିନ୍ଦର ଜଣେ ଯୁବକ ଏଚ୍‌ଆଇଭି ସଂକ୍ରମିତ ହୋଇଥିଲେ। ଏହାକୁ ଲୁଚାଇ ସେ ବିବାହ କଲେ। ପରେ ତାଙ୍କ ସ୍ତ୍ରୀ ମଧ୍ୟ ଏଥିରେ...

ଧ୍ୱଜାବତରଣରେ ମହାତ୍ମାଙ୍କ ପସନ୍ଦକୁ ହଟାଗଲା…

ନୂଆଦିଲ୍ଲୀ, ୨୨।୧ : ମହାତ୍ମା ଗାନ୍ଧୀଙ୍କ ପ୍ରିୟ ଭଜନ ଆବାଇଡ୍‌ ଓ୍ବିଥ୍‌ ମି (ମୋ ସହିତ ରୁହ)ର ଧୁନ୍‌କୁ ଚଳିତ ଥର ଧ୍ୱଜାବତରଣ (ବିଟିଙ୍ଗ ରିଟ୍ରିଟ...

ଜେଟଲୀଙ୍କ ଓ୍ବାର୍ଡ ଭିତରକୁ ଯିବାକୁ କାହାକୁ ଅନୁମତି ଦେଉ ନାହାଁନ୍ତି ଡାକ୍ତର

ନୂଆଦିଲ୍ଲୀ,୧୯।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ଦିଲ୍ଲୀସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ରେ ଚିକିତ୍ସା ଚାଲିଥିବା ବେଳେ ଏବେ ସେ ସଙ୍କଟାପନ୍ନ ଅବସ୍ଥାରେ...

ଆରମ୍ଭ ହୋଇଗଲାଣି ତୃତୀୟ ଲହର

ମୁମ୍ବାଇ, ୩୦।୧୨: କୋଭିଡ୍‌-୧୯ ମହାମାରୀର ତୃତୀୟ ଲହର ଦିଲ୍ଲୀ ଓ ମୁମ୍ବାଇରେ ଆରମ୍ଭ ହୋଇଯାଇଥିବା ମହାରାଷ୍ଟ୍ର କୋଭିଡ୍‌ ଟାସ୍କଫୋର୍ସର ଜଣେ ସଦସ୍ୟ କହିଛନ୍ତି। ଦିଲ୍ଲୀ, ମୁମ୍ବାଇର...

ଗୋଟିଏ ଆମ୍ବର ଦାମ୍‌ ୨୧ ହଜାର: ସୁରକ୍ଷା ଦାୟିତ୍ୱରେ ୪ ସୁରକ୍ଷାକର୍ମୀ, ୬ କୁକୁର…

ଜବଲପୁର,୧୬।୬: ଗୋଟିଏ ଆମ୍ବର ଦାମ୍‌ ପୁଣି ୨୧ ହଜାର ଟଙ୍କା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ମଧ୍ୟପ୍ରାଦେଶର ଜବଲପୁରରେ ବାସ କରୁଥିବା...

ଭୁଲ ଟୁଇଟ୍‌କୁ ନେଇ ଉତ୍ତେଜନା: ଜମ୍ମୁ-କଶ୍ମୀରକୁ ଚାଇନାର ଅଂଶ ବୋଲି ଦର୍ଶାଯାଇଛି

ନୂଆଦିଲ୍ଲୀ, ୧୯।୧୦: ଟୁଇଟରରେ ଏକ ଭୁଲ ଟୁଇଟ୍‌ ନେଇ ଦେଶରେ ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ନୀତୀନ ଏ. ଗୋଖଲେ ଟୁଇଟର ହ୍ୟାଣ୍ଡେଲରୁ ଅପଲୋଡ଼ କରାଯାଇଛି...

ଦାଦନଙ୍କ ସମସ୍ୟା ସମାଧାନ କର

ନୂଆଦିଲ୍ଲୀ,୩ା୪(ଆଇଏଏନ୍‌ଏସ୍‌): ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଦାଦନ ଶ୍ରମିକମାନଙ୍କର ଆପତ୍ତି ଅଭିଯୋଗର ସମାଧାନ ଦିଗରେ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବା ଲାଗି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ...

ପେନସନ ପାଇଁ ଫ୍ରିଜରେ ଲୁଚାଇ ରଖିଥିଲେ ଜେଜେ ବାପା’ଙ୍କ ମୃତଦେହ

ହାଇଦ୍ରାବାଦ,୧୩।୮: ଜେଜେ ବାପା’ଙ୍କ ପେନସନ ଟଙ୍କାରେ ଚାଲୁଥିଲା ଘର। କିନ୍ତୁ କୌଣସି କାରଣରୁ ବୃଦ୍ଧଙ୍କ ମୃତ୍ୟୁ ଘଟିଥିଲା। ଏହି ଖବର ସାମ୍ନାକୁ ଆସିଲେ ପେନସନ ଆଉ...

Advertisement


Archives

Model This Week